ଅନୁଗୋଳରେ ପୁଣି ୨ କରୋନା ରୋଗୀ ଚିହ୍ନଟ: ୧୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଅନୁଗୋଳ ଅଫିସ,୧୯।୫: ଅନୁଗୋଳ ଜିଲାରେ ମଙ୍ଗଳବାର ପୁଣି ୨ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମୋଟ ୧୭ରେ ପହଞ୍ଚିଛି। ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ତେବ ଜିଲା ପ୍ରଶାସନ ପକ୍ଷରୁ କୌଣସି ସୂଚନା ଦିଆଯାଇ ନ ଥିବା ବେଳେ ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି ମଧ୍ୟ ପ୍ରଦାନ କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାସ୍ତରୀୟ ସ୍ବାଧୀନତା ଦିବସ : ପତାକା ଉତ୍ତୋଳନ କଲେ ମନ୍ତ୍ରୀ ପ୍ରତାପ ଜେନା

ବାରିପଦା ଅଫିସ,୧୫।୮: ମୟୂରଭଞ୍ଜ ଜିଲା ବାରିପଦା ସହର ପୋଲିସ ରିଜର୍ଭ ପଡ଼ିଆଠାରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ଆଇନ ଓ ପଞ୍ଚାୟତିରାଜ...

ଉନ୍ନତୀକରଣ କାର୍ଯ୍ୟ ଆରମ୍ଭରୁ ଲୁଟ୍‌

ଦଶରଥପୁର,୨୨ା୧୨(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଉନ୍ନତୀକରଣ କରାଯାଉଛି। ଏଥିପାଇଁ ସରକାର ୮ କୋଟି ୪୭ ଲକ୍ଷ ଟଙ୍କାର ଅନୁଦାନ ଯୋଗାଇ ଦେଇଛନ୍ତି।...

ଆର୍‌ଟିଓ ଚେକିଂ ସମୟରେ ଗାଡ଼ି ଧକ୍କାରେ ଚାଲିଗଲା ପୋଲିସ କର୍ମଚାରୀଙ୍କ ଜୀବନ

ଡେରାବିଶ,୨୧ା୧୨(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅନ୍ତର୍ଗତ ୫୩ ନଂ (କ) ଜାତୀୟ ରାଜପଥର ନୂଆହାଟଠାରେ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ଜଣେ ପୋଲିସ କର୍ମଚାରୀଙ୍କ...

ଜଳିଗଲା ୩ ବଖରା: ଆସବାବପତ୍ର, ଧାନଚାଉଳ ପୋଡ଼ି ପାଉଁଶ

ପଦ୍ମପୁର,୧୩।୨(ଡି.ଏନ୍‌.ଏ.): ଭଦ୍ରକ ବ୍ଲକ ଅଧୀନ ଗୋରାମାଟି ପଞ୍ଚାୟତସ୍ଥ ତୋରଣମଦା ଗ୍ରାମର ପଞ୍ଚାନନ ଜେନାଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୩ ବଖରା ଜଳିଯାଇଛି।...

ବାତ୍ୟା ପରେ ବନ୍ୟା ଭୟ

ବାରିପଦା ଅଫିସ,୨୭।୫: ବାତ୍ୟା ‘ୟାସ’ ପ୍ରଭାବରେ ମୟୂରଭଞ୍ଜ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ବେଳେ ଏବେ ବନ୍ୟା ଚିନ୍ତା ଘାରିଛି। ଶିମିଳିପାଳର ଆଭ୍ୟନ୍ତରୀଣ ଅଞ୍ଚଳରେ ଅତି...

ଦିନକର ଦରମା ଦାନ କଲେ ଶିକ୍ଷକ, କର୍ମଚାରୀ

ସୋର,୨୯ା୪(ଡି.ଏନ.ଏ.)-ସୋର ମ୍ୟୁନିସିପାଲଟି ଅନ୍ତର୍ଗତ ଏସ୍‌ଏନ୍‌ ହାଇସ୍କୁଲ ପକ୍ଷରୁ ସମସ୍ତ ଶିକ୍ଷକ/ଶିକ୍ଷୟିତ୍ରୀ ଓ କର୍ମଚାରୀଙ୍କର ଗୋଟିଏ ଦିନର ଦରମା କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ...

ପଞ୍ଜୀକରଣ ଅପେକ୍ଷାରେ ୩୨୮ ଚାଷୀ

ଜୟପୁର,୪।୧(ଡି.ଏନ୍‌.ଏ.) ଧାର୍ଯ୍ୟ ତାରିଖ ଭିତରେ କୋରାପୁଟ ଜିଲାର ଅଧିକାଂଶ ଚାଷୀ ନାମ ପଞ୍ଜିକରଣ କରିପାରି ନାହାନ୍ତି। ଜିଲାପାଳ, ଯୋଗାଣ ଅଧିକାରୀଙ୍କ ଦୃଷ୍ଟିକୁ ଏହା ଅଣାଯିବା ପରେ...

କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଜମି ମିଳିଲା

ଛତ୍ରପୁର,୬ା୮(ଡି.ଏନ.ଏ.)-ଛତ୍ରପୁର ମିଳିତ କ୍ରିୟାନୁଷ୍ଠାନ କମିଟିର ଏକ ଜରୁରୀ ବୈଠକ ସୋମବାର ସନ୍ଧ୍ୟାରେ ସ୍ଥାନୀୟ ରିଡିଙ୍ଗ ରୁମରେ ଅନୁଷ୍ଠିତ ହୋଇଥିଲା ା ଛତ୍ରପୁରରେ ଖୋଲିବାକୁ ଥିବା କେନ୍ଦ୍ରୀୟ...

Advertisement
Archives

Model This Week