ଅନୁଗୋଳରେ ବାରବାଟୀ କ୍ରେଜ୍‌: ଉପସଭାପତିଙ୍କ ଘରେ ପ୍ରବଳ ଗହଳି

ଅନୁଗୋଳ ଅଫିସ, ୨୦।୧୨- କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ୨୨ ତାରିଖରେ ୱେଷ୍ଟଇଣ୍ଡିଜ ଓ ଭାରତ ମଧ୍ୟରେ ସିରିଜ୍‌ର ନିର୍ଣ୍ଣାୟକ ତଥା ତୃତୀୟ ମ୍ୟାଚ ଖେଳାଯିବ। ତେବେ ଏହି ଏକଦିବସୀୟ ମ୍ୟାଚକୁ ନେଇ ରାଜ୍ୟର କିକ୍ରେଟ୍‌ ପ୍ରେମୀଙ୍କ ମଧ୍ୟରେ ଅଧିକ ଉତ୍ସାହ ରହିଛି। କିଏ କିପରି ଉପାୟରେ ଟିକେଟ୍‌ ହାତେଇବ ତାହାକୁ ନେଇ ଏକପ୍ରକାର ପ୍ରତିଯୋଗିତା ଆରମ୍ଭ ହୋଇଯାଇଛି। ଗୁରୁବାର ସାଧାରଣ ଦର୍ଶକଙ୍କ ପାଇଁ ବାରବାଟୀ କାଉଣ୍ଟରରେ ଟିକେଟ୍‌ ବିକ୍ରି ହୋଇଥିବା ବେଳେ ସମସ୍ତ ଟିକେଟ୍‌ ବିକ୍ରି ସରିଥିବା ଓଡ଼ିଶା କିକ୍ରେଟ୍‌ ଆସୋସିଏଶନ୍‌ (ଓସିଏ) ପକ୍ଷରୁ ଜଣାଡିଛି । କିନ୍ତୁ ଓସିଏର ବିଭିନ୍ନ କର୍ମକର୍ତ୍ତାଙ୍କ ଘରେ ଟିକେଟ୍‌ଟିଏ ପାଇବା ପାଇଁ ପରିଚିତ ଲୋକମାନେ ଗହଳି ଜମାଇବା ଅନୁଗୋଳ ସହରରେ ବେଶ୍‌ ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୂରସଞ୍ଚାରଠାରୁ ଦୂରରେ

ଅନୁଗୋଳ/ ଢେଙ୍କାନାଳ ଅଫିସ/ଭୁବନେଶ୍ୱର (ବ୍ୟୁରୋ), ୬ା୫: ବର୍ତ୍ତମାନ ସମୟରେ ମଣିଷ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ପାଲଟିଛି ମୋବାଇଲ। ହେଲେ ଚିନ୍ତାର ବିଷୟ, ରାଜ୍ୟରେ ମୋଟ୍‌...

ଅତ୍ୟାବଶ୍ୟକୀୟ ସାମଗ୍ରୀର ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ଜୟପୁର,୯।୧୨(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁରଠାରେ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ନେତୃତ୍ୱରେ ସୋମବାର କଂଗ୍ରେସ ପକ୍ଷରୁ ପିଆଜ, ଆଳୁ, ପନିପରିବା ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକୀୟ ସାମଗ୍ରୀର ଅହେତୁକ...

ବିଲରେ ଚାଷୀଙ୍କ ସନ୍ଦେହଜନକ ମୃତ୍ୟୁ

ବାସୁଦେବପୁର, ୨୯।୭ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ଥାନା ଅନ୍ତର୍ଗତ ନୂଆଗଁା ଗ୍ରାମର ଶତୃଘ୍ନ ମଳିକ ନାମକ ଜଣେ ଚାଷୀଙ୍କର ସୋମବାର ପୂର୍ବାହ୍ନରେ ବିଲରେ...

ମହିଳା ଗ୍ରୁପଠାରୁ ଠକିନେଲେ ୮ ଲକ୍ଷ

ନୂଆଗାଁ,୨୫।୧୧(ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ଥାନା ପୋଲିସ ଠକେଇ ଅଭିଯୋଗରେ ଶୁକ୍ରବାର ଜଣେ ମହିଳାଙ୍କୁ ଗିରଫ କରି କୋର୍ଟ ଚାଲଣ କରିଛି। ସେ ହେଲେ ଯଶୋବନ୍ତୀ...

କାର୍ଯ୍ୟକ୍ଷମ ହେଲା ସୋଲାର ଜଳ ପ୍ରକଳ୍ପ

ବୁଗୁଡ଼ା,୪ା୭(ଡି.ଏନ.ଏ.): ଧରିତ୍ରୀରେ ଖବର ପ୍ରକାଶନ ପରେ ବୁଗୁଡ଼ା ବ୍ଲକ ଖୋଳଖାଳି ପଞ୍ଚାୟତ ଗ୍ରାମ ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମରେ ଥିବା ସୋଲାର ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇଛି।...

ଗାଧୋଇବାକୁ ଯାଇ ପୋଖରୀରେ ବୁଡିଗଲେ ଯୁବକ

ନବରଙ୍ଗପୁର,୨୧ା୫(ବି.ପ୍ର)- ନବରଙ୍ଗପୁର ସହର ଗୋରାମୁଣ୍ଡା ପୋଖରୀରେ ବୁଡି ଯାଇ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ରାଜୁ ସାହିର ଅର୍ଜୁନ ନାୟକ (୩୫)।...

ହକି ବିଶ୍ୱକପ୍‌ ପାଇଁ ଜାତୀୟ ସଙ୍ଗୀତ ଗାଇବେ କୋରାପୁଟର ନମିତା

ଭୁବନେଶ୍ୱର,୧୮ା୧୨(ବ୍ୟୁରୋ): ଆସନ୍ତା ବର୍ଷ ଜାନୁୟାରୀ ୧୩ରେ ହକି ବିଶ୍ୱକପ୍‌ ଓଡ଼ିଶାରେ ଆୟୋଜନ ହେଉଛି। ଏଥିପାଇଁ ଜାତୀୟ ସଙ୍ଗୀତ ରେକର୍ଡ କରିବେ ନମିତା ମେଲେକା। କୋରାପୁଟ ଜିଲାର...

ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ: ରାଜ୍ୟ ସୂଚନା କମିଶନଙ୍କ ଉଲ୍ଲେଖନୀୟ ରାୟ

ବଲାଙ୍ଗୀର ଅଫିସ,୨୭।୮: ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ପ୍ରସଙ୍ଗରେ ରାଜ୍ୟ ସୂଚନା କମିଶନଙ୍କ ଉଲ୍ଲେଖନୀୟ ରାୟ ପ୍ରକାଶ ପାଇଛି। ଶନିବାର ସ୍ଥାନୀୟ ଯାଦବ ଭବନ ପରିସରରେ ଓଡ଼ିଶା...

Advertisement
Archives

Model This Week