ଅନୁଗୋଳରେ ମହାତ୍ମା ଗାନ୍ଧୀଙ୍କ ଜିଲାସ୍ତରୀୟ ଜୟନ୍ତୀ

ଅନୁଗୋଳ ଅଫିସ,୨।୧୦: ଅନୁଗୋଳ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ମହାତ୍ମା ଗାନ୍ଧୀଙ୍କ ୧୫୦ ତମ ଜିଲାସ୍ତରୀୟ ଜୟନ୍ତୀ ପାଳନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲା ସାହିତ୍ୟ ସଂସଦ ସଭାପତି କୁମୁଦ ଚନ୍ଦ୍ର ଦାଶ ସଭାପତିତ୍ୱ କରିଥିବାବେଳେ ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି ମୁଖ୍ୟ ଅତିଥି, ମୁଖ୍ୟ ବକ୍ତା ଭାବେ ଶିକ୍ଷାବିତ ପ୍ରଫେସର ପ୍ରୀତିଷ ଚନ୍ଦ୍ର ଆଚାର୍ଯ୍ୟ, ସମ୍ମାନୀତ ଅତିଥିଭାବେ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ, ଅନୁଗୋଳ ସରକାରୀ ମହାବିଦ୍ୟାଳୟ ପୂର୍ବତନ ଅଧ୍ୟକ୍ଷ ଶାନ୍ତନୁ କୁମାର ସର ପ୍ରମୁଖ ଉପସ୍ଥିତ ଅଛନ୍ତି। ଏହି କାର୍ଯ୍ୟକ୍ରମରେ ଜିଲାର ବିଭିନ୍ନ ବିଭାଗୀୟ ଅଧିକାରୀ, ସହରର ବୁଦ୍ଧିଜୀବୀ, ଛାତ୍ରୀଛାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ଭଞ୍ଜନଗର ଥାନା ଏସଆଇଙ୍କୁ ଡିଜିପି ଡିସ୍କ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୧୩।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସଆଇ ସମୀର କୁମାର ସେଠୀଙ୍କୁ ବୁଧବାର ଡିଜିପି ଡିସ୍କ ଆୱାର୍ଡ଼ ମିଳିଛି। କଟକ ଠାରେ ଆୟୋଜିତ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ପଦକ…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri