ଅନୁଗୋଳରେ ମୃଦୁ ଭୂକମ୍ପ, ସହରବାସୀ ଭୟଭୀତ

ଅନୁଗୋଳ ଅଫିସ, ୨୭।୮- ଅନୁଗୋଳର ବିଭିନ୍ନ ସ୍ଥାନରେ ମଙ୍ଗଳବାର ଅପରାହ୍ନରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ୨ରୁ ୩ ସେକେଣ୍ଡ ପାଇଁ ହୋଇଥିବା ଏହି ଭୂକମ୍ପରେ କ୍ଷୟକ୍ଷତି ସମ୍ପର୍କରେ ବର୍ତ୍ତମାନ ସୁଦ୍ଧା ଖବର ମିଳି ନ ଥିଲେ ବି ଲୋକମାନେ ଭୟଭୀତ ହୋଇପଡ଼ିଛନ୍ତି। ଭୂକମ୍ପ ଅନୁଭବ କରିବା ମାତ୍ରେ ଘରଛାଡ଼ି ଲୋକମାନେ ବାହାରକୁ ଚାଲିଆସିଥିଲେ। ତେବେ ଏହାର ତୀବ୍ରତା କେତେ ଥିଲା ସେ ସମ୍ପର୍କରେ ପ୍ରଶାସନ ନିକଟରୁ ଅଦ୍ୟାବଧି କୌଣସି ସୂଚନା ମିଳିପାରି ନାହିଁ। ଜିଲାର ବହୁ ସ୍ଥାନରେ କୋଇଲା ଖଣି ଥିବାରୁ ସାମାନ୍ୟ ଭୂକମ୍ପ ମଧ୍ୟ ଜିଲାରେ ବଡ ଅଘଟଣ ଘଟାଇ ପାରେ ବୋଲି ବୁଦ୍ଧିଜୀବୀମାନେ ଅନୁମାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ତ ମନ୍ତ୍ରୀଙ୍କ ଇସ୍ତଫା, ଓଡ଼ିଶାରେ ପ୍ରଥମ

ଭୁବନେଶ୍ୱର,୫।୬(ବ୍ୟୁରୋ):  ଓଡ଼ିଶା ମନ୍ତ୍ରିମଣ୍ଡଳ ପରିବର୍ତ୍ତନ ହେବ। ରବିବାର ନୂଆ ମନ୍ତ୍ରୀମାନେ ଶପଥ ନେବେ। ସେଥିପାଇଁ ସମସ୍ତ ମନ୍ତ୍ରୀ ଶନିବାର ଇସ୍ତଫା ଦେଇଛନ୍ତି। ନୂଆ ମନ୍ତ୍ରିମଣ୍ଡଳରେ ୧୩ଜଣ...

ଟ୍ରକ ମଡ଼ାଇ ୨ ଜଣଙ୍କୁ ହତ୍ୟା ଅଭିଯୋଗ: ରାସ୍ତାରୁ ମୃତଦେହ ଉଦ୍ଧାର କଲା ପୋଲିସ

ଜଗନ୍ନାଥପ୍ରସାଦ,୧୩ା୭(ଡି.ଏନ.ଏ.)-ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଚଢ଼େୟାପଲ୍ଲୀ ଗ୍ରାମ ମୁଖ୍ୟ ରାସ୍ତାରେ ଗୁରୁବାର ରାତିରେ ଟ୍ରକ ମଡ଼ାଇ ୨ ଜଣଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକମାନେ...

କରୋନା ମୁକାବିଲା: ସାଇକେଲରେ ସଚେତନତା ବାର୍ତ୍ତା ବାଣ୍ଟିଲା ଓଲଟପୁର ପୋଲିସ

କଣ୍ଟାପଡ଼ା, ୧୭।୪(ଡି.ଏନ୍‌.ଏ.): ମହାମାରୀ କରୋନାରୁ ରକ୍ଷା ପାଇଁ ସାମାଜିକ ଦୂରତ୍ୱ ଏକମାତ୍ର ବିକଳ୍ପ। ଏ ନେଇ କେନ୍ଦ୍ର ତଥା ରାଜ୍ୟ ସରକାର ମେ’ ୩ ତାରିଖ...

ଘର ଘର ବୁଲି ସ୍ବାସ୍ଥ୍ୟଯାଞ୍ଚର ଶୁଭାରମ୍ଭ କଲେ ଜିଲାପାଳ

ଶେରଗଡ଼,୧୦ା୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ଶୁକ୍ରବାର ଶେରଗଡ଼ ବ୍ଲକ ଅଲାରିଗଡ଼ରେ ପହଞ୍ଚତ୍ ଘର ଘର ବୁଲି ସ୍ବାସ୍ଥ୍ୟ ଯାଞ୍ଚର ଶୁଭାରମ୍ଭ କରିଛନ୍ତି। କୌଣସି...

କ୍ଷତିପୂରଣ ମିଳୁନି: ଅଧାରେ ଏନ୍‌ଏଚ୍‌ କାମ

ଯାଜପୁର ଅଫିସ,୧୨।୧୦: ଜନଜୀବନର ସୁରକ୍ଷା ଏବଂ ନିରାପଦ ଗମନାଗମନ ପାଇଁ ୨୦୧୭ରୁ ରାଜ୍ୟରେ ୧୧୬୨ କିମି ଦୂରତା ବିଶିଷ୍ଟ ୨୨ଟି ଜାତୀୟ ରାଜପଥ (ଏନ୍‌ଏଚ୍‌) ପ୍ରକଳ୍ପ...

୩ ରଥର ୨୧ ଅଖ ନିର୍ମାଣ ଶେଷ

ପୁରୀ ଅଫିସ, ୧।୬: ସ୍ନାନ ପୂର୍ଣ୍ଣିମାକୁ ତିନିରଥର ଚକ-ଅଖ ଏବଂ ଦଣ୍ଡା ସଂଯୋଗ ହୋଇ ଗରଗରା ଉପରେ ୪ ନାହାକା ଉଠିଥାଏ। ଏହି ଅବସରରେ ତିନିରଥର...

ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୬ା୪(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୫୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୮,୪୧୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି।...

ଭକ୍ତଙ୍କ ଲାଗି ଶ୍ରୀମନ୍ଦିର ଖୋଲିବାକୁ ଦାବି

ପୁରୀ ଅଫିସ,୬।୧୦: ଭକ୍ତଙ୍କ ଲାଗି ଶ୍ରୀମନ୍ଦିର ଖୋଲିବା ଦାବିରେ ମଙ୍ଗଳବାର ଧାରଣାରେ ବସିଛନ୍ତି ସୁଆର ମହାସୁଆର ନିଯୋଗର ପୂର୍ବତନ ସଭାପତି ଦାମୋଦର ମହାସୁଆର। ସେ ଅନ୍ୟ...

Advertisement
Archives

Model This Week