ଅନୁଗୋଳରେ ମୋବାଇଲ ଅବକାରୀ ବିଭାଗର ଚଢ଼ାଉ: ୯ଶହ ଲିଟର ଦେଶୀ ମହୁଲି ଜବତ, ୨ ଗିରଫ

ଅନୁଗୋଳ ଅଫିସ,୨୨।୫: ଅନୁଗୋଳ ମୋବାଇଲ ଅବକାରୀ ବିଭାଗ ବୁଧବାର ଚଢ଼ାଉ କରି ୯ଶହ ଲିଟର ଦେଶୀ ମହୁଲି ଜବତ କରିଛି। ଜରାସିଂହାରୁ ଚୋରାରେ ଏହି ଦେଶୀ ମଦ ଚାଲାଣ ହେଉଥିବା ଜଣାପଡ଼ିଛି। ଘଟଣାରେ ଦୁଇଜଣଙ୍କୁ ଗିରଫ କରାଯାଇଥିବା ଜିଲା ମୋବାଇଲ ଅବକାରୀ ଇନ୍‌ସପେକ୍ଟର କେଏସ୍‌ ତିଓ୍ବାରୀ ସୂଚନା ଦେଇଛନ୍ତି।
ସୂଚନାନୁଯାୟୀ, ଏକ ସ୍କରପିଓ(ଓଆର-୦୫-ଜେଡ୍‌- ୧୦୦୧) ଓ ସ୍କୁଟି (ଓଡି-୧୯-ଏଫ୍‌-୨୦୭୩)ରେ ଦେଶୀ ମହୁଲି ଚାଲାଣ ହେଉଥିଲା। ବିଶେଷ ସୁତ୍ରରୁ ଖବର ପାଇ ପୋଲିସ ଏହାକୁ ଜବତ କରିଛି। ଗିରଫ ହୋଇଥିବା ୨ ଅଭିଯୁକ୍ତ ହେଲେ ପରଜଙ୍ଗ ଥାନା ଅଧୀନ କନ୍ଦରସିଂହାରର କାଳିଆ ନାଏକ ଓ ଗତି ପ୍ରଧାନ। ଏହାଛଡ଼ା ଅନ୍ୟଜଣେ ଫେରାର ଥିବା ଅବକାରୀ ମୋବାଇଲ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri