ଅନୁଗୋଳରେ ରଜନୀକାନ୍ତ ୨୮୫୪ ଭୋଟରେ ଆଗରେ

ଅନୁଗୋଳ ଅଫିସ, ୨୩ା୫- ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ୧୫ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ରଜନୀକାନ୍ତ ସିଂ ୨୮୫୪ ଭୋଟରେ ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନଙ୍କଠାରୁ ଆଗରେ ରହିଛନ୍ତି। ରଜନୀକାନ୍ତ ୩୫୪୮୩ ଓ ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନ ୩୨୬୨୯ ଭୋଟ ପାଇଛନ୍ତି। କଂଗ୍ରେସର ବିଳ୍ପବ ଜେନା ୧୫୨୦୦ ଖଣ୍ଡ ଭୋଟ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁପିରେ ଭାଜପା, ପଞ୍ଜାବରେ ଏଏପିର ରେକର୍ଡ

ନୂଆଦିଲ୍ଲୀ,୧୨ା୩: ଉତ୍ତରପ୍ରଦେଶରେ ଭାଜପା ଏବଂ ପଞ୍ଜାବରେ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ବିଧାନସଭା ନିର୍ବାଚନରେ କେବଳ ଜବରଦସ୍ତ ବିଜୟ ହାସଲ କରିନାହାନ୍ତି, ବରଂ କିଛି ଦଶନ୍ଧିର...

ମୋ’ ଉପରେ ଚଳିବନି ଇଡି, ସିବିଆଇ ଚାପ: ରାହୁଲ

ନୂଆଦିଲ୍ଲୀ,୧୦ା୨: ଉତ୍ତରପ୍ରଦେଶରେ ଚଳିତମାସରେ ସମସ୍ତ ୭୦ଟି ବିଧାନସଭା ଆସନରେ ଗୋଟିଏ ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହେବ। ମାର୍ଚ୍ଚ ୧୦ର ଏହାର ଫଳାଫଳ ଆସିବ। ବର୍ତ୍ତମାନ ଜୋର୍‌ଦାର...

ମାଆ, ସ୍ତ୍ରୀଙ୍କ ସହ ଆସି ଭୋଟ ଦେଲେ ଫଡନଭିସ

ନାଗପୁର,୨୧।୧୦:ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ସୋମବାର ମହାରାଷ୍ଟ୍ର ବିଧାନସଭା ପାଇଁ ହୋଇଥିବା ମତଦାନରେ ଭାଗ ନେଇଛନ୍ତି। ସେ ନାଗପୁରର ଏକ ବୁଥରେ ମା’ ସରିତା ଓ...

ଏକ୍‌ଜିଟ୍‌ ପୋଲ୍‌ ଓ ନିର୍ବାଚନ ଫଳାଫଳ ମଧ୍ୟରେ ରହିଛି ବହୁତ ପାର୍ଥକ୍ୟ: ଜାଭେଡକର

ନୂଆଦିଲ୍ଲୀ,୯।୨: ସରିଛି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏବେ ସମସ୍ତଙ୍କ ନଜର ଫଳାଫଳ ଉପରେ। ଇତିମଧ୍ୟରେ କିନ୍ତୁ ଏକ୍‌ଜିଟ୍‌ ପୋଲ୍‌ ଫଳଫଳକୁ ନେଇ ପୁଣି ଅଙ୍କକଷା ଆରମ୍ଭ...

ଜି.ଉଦୟଗିରି, ବାଲିଗୁଡା, ଫୁଲବାଣୀରେ ବିଜେଡି ଆଗରେ

ଫୁଲବାଣୀ ଅଫିସ,୨୩।୫(ଡି.ଏନ୍‌.ଏ.)- ଜି.ଉଦୟଗିରି ବିଧାନସଭା କ୍ଷେତ୍ରରେ ବିଜେଡି ପ୍ରାର୍ଥୀ ସାଲୁଗା ପ୍ରଧାନ ଆଗୁଆ ଅଛନ୍ତି। ସାଲୁଗାଙ୍କୁ ୯୧୩୪ ଭୋଟ ମିଳିଥିବାବେଳେ ଭାଜପାର ଅର୍ଚ୍ଚନା ପ୍ରଧାନଙ୍କୁ ୬୩୨୨...

ବାଜି ମାରିଲେ ଶାହ, ଚାହିଁ ରହିଲା କଂଗ୍ରେସ

ନୂଆଦିଲ୍ଲୀ,୨୬।୧୦: ହରିୟାଣାରେ ହୋଇଥିବା ବିଧାନସଭା ନିର୍ବାଚନରେ କୌଣସି ଦଳକୁ ବହୁମତ ମିଳି ନ ଥିବା ବେଳେ ଭାଜପା ଏବେ ସରକାର ଗଢିବାକୁ ଯାଉଛି। ଅସଲ କଥା...

ବ୍ରହ୍ମଗିରିରେ ସାନି ମତଦାନ

ବ୍ରହ୍ମଗିରି,୧୯ା୫(ଡି.ଏନ୍‌.ଏ): ପୁରୀ ଜିଲା ବ୍ରହ୍ମଗିରି ନିର୍ବାଚନମଣ୍ଡଳୀ ସଦର ବ୍ଲକ ଓ କୃଷ୍ଣପ୍ରସାଦ ବ୍ଲକର ଦୁଇଟି ବୁଥ୍‌ରେ ରବିବାର ସାନି ମତଦାନ ଆରମ୍ଭ ହୋଇଛି। ପ୍ରକାଶଥାଉ କି,...

ମହେଶ ସାହୁ ୬୯୯୫ ଭୋଟରେ ଆଗୁଆ

ଢେଙ୍କାନାଳ ଅଫିସ, ୨୩ା୫-ଢେଙ୍କାନାଳ ଲୋକ ସଭା ଆସନରେ ୯ମ ରାଉଣ୍ଡ ଭୋଟ ଗଣତି ଶେଷ ହୋଇଛି। ଅପରାହ୍ନ ୨ଟା ସୁଦ୍ଧା ୪ ଲକ୍ଷ ୧୨ ହଜାର...

Advertisement
Archives

Model This Week