ଅନୁଗୋଳରେ ସ୍ବାଧୀନତା ଦିବସ : ପତାକା ଉତ୍ତୋଳନ କଲେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ

ଅନୁଗୋଳ ଅଫିସ,୧୫।୮: ଅନୁଗୋଳ ଷ୍ଟାଡିୟମରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଛନ୍ତି। ଜିଲାପୋଲିସ, ବନ ବିଭାଗ , ପୋଲିସ ଟ୍ରେନିଂ ସ୍କୁଲର ଛାତ୍ର , ଦମକଳ ବାହିନୀ ଓ ବିଭିନ୍ନ ସ୍କୁଲର ଛାତ୍ରୀଛାତ୍ରଙ୍କୁ ମିଶାଇ ସମୁଦାୟ ୪୩ଟି ଗ୍ରୁପ ଭାଗ ନେଇଥିଲେ । ଏହି ଅବସରରେ ପ୍ରଶାସନ ପକ୍ଷରୁ ଆୟୋଜନ କରାଯାଇଥିବା ପ୍ରତିଯୋଗିତାରେ ଶ୍ରେଷ୍ଠ ପଦର୍ଶନ କରିଥିବା ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା। ଶେଷରେ ସ୍କୁଲର ଛାତ୍ରୀଛାତ୍ରଙ୍କ ଦ୍ୱାରା ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି, ଏସ୍‌ପି ମିତ୍ରଭାନୁ ମହାପାତ୍ରଙ୍କ ସହ ଜିଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ବିକାଶର ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ

ମହାକାଳପଡ଼ା,୧୯ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ବିକାଶ ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ବିଡିଓ ରବି ନାରାୟଣ ଆଚାର୍ଯ୍ୟ, ବ୍ଲକ…

ଏମ୍‌ପି ପ୍ରଦୀପ ପାଣିଗ୍ରାହୀଙ୍କୁ ଭେଟି ନିମନ୍ତ୍ରଣପତ୍ର ଦେଲେ ଯଜ୍ଞ ପରିଚାଳନା କମିଟି

ଗଞ୍ଜାମ,୧୯।୬(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଅବସ୍ଥିତ ଲକ୍ଷ୍ମୀପୁର ଗ୍ରାମଠାରେ ଶୁକ୍ରବାରଠୁ ଚବିଶି ପ୍ରହର ମହାଯଜ୍ଞ…

ସରକାରୀ ଡିଜିଟାଲ୍‌ ସମ୍ପତ୍ତିର ପରିଚାଳନାକୁ ନେଇ ପ୍ରଶ୍ନବାଚୀ

ଭୁବନେଶ୍ୱର,୧୯ା୬(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାରତୀୟ ଜନତା ପାର୍ଟି ସରକାର ଗଠନ କରି ଦୁଇ ବର୍ଷ ପୂରଣ କରିଥିବା ବେଳେ ରାଜ୍ୟ ପ୍ରଶାସନରେ ନୂଆ ଏବଂ ଗମ୍ଭୀର ପ୍ରଶ୍ନବାଚୀ…

କ୍ରାଇମବ୍ରାଞ୍ଚ ରିପୋର୍ଟରେ ବଡ଼ ଖୁଲାସା: ୮ କନଷ୍ଟେବଳଙ୍କୁ ଏମିତି ଘର କାମରେ ଲଗାଉଥିଲେ ଦୟାଲ ଗଙ୍ଗଓ୍ବାର

ଭୁବନେଶ୍ୱର,୧୯ା୬: କ୍ରାଇମବ୍ରାଞ୍ଚ ରିପୋର୍ଟରେ ଏକ ବଡ଼ ଖୁଲାସା ହୋଇଛି। ବରିଷ୍ଠ ଆଇପିଏସ୍‌ ଦୟାଲ ଗଙ୍ଗଓ୍ବାର ପଦର ଅବବ୍ୟବହାର କରୁଥିଲେ। ଏପରିକି ଜଣେ କି ଦୁଇ ଜଣ ନୁହେଁ…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଧାରୁଆ ଅସ୍ତ୍ରରେ ଜଣଙ୍କୁ ହତ୍ୟା

ଝାରବନ୍ଧ, ୧୯।୬ (ଦେବେନ୍ଦ୍ର ସାହୁ ): ବରଗଡ ଜିଲା ଝାରବନ୍ଧ ଥାନା ଅନ୍ତର୍ଗତ ତୁର୍ଲା ଠାରେ ଗୁରୁବାର ବିଳମ୍ବିତ ରାତ୍ରିରେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଯାଇଛି ।…

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସକାଳୁ ସକାଳୁ ଭିଜିଲାନ୍ସ ରେଡ୍‌ , ୭ଟି ସ୍ଥାନରେ ଏକକାଳୀନ ଚଢାଉ

କୋରାପୁଟ/ନନ୍ଦପୁର, ୧୯।୬( ଅମିତାଭ ବେହେରା/ତୁଷାର କାନ୍ତ ମହାନ୍ତି ): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ ବଡ଼ଧରଣର ଚଢ଼ଉ କରାଯାଇଛି।…

ସକାଳୁ ସକାଳୁ ଅଲେଖ ଧର୍ମାବଲମ୍ବୀ ବାବାଙ୍କୁ ବୀଭତ୍ସ ହତ୍ୟା, ଶୌଚ ହେବାକୁ ଯାଇଥିବାବେଳେ ଦୁର୍ବୃତ୍ତ…

କେନ୍ଦୁଝର,୧୯ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଉପରରାଇଗୋଡ଼ା ପଞ୍ଚାୟତ ରଆମୁଣି ଗ୍ରାମର ଭରାଳି ସାହିରେ ଜଣେ ବ୍ୟକ୍ତିଙ୍କ ରକ୍ତାକ୍ତ ମୃତଦେହ ପଡ଼ିଥିବା ଦେଖିବାକୁ…

ଏଇ ଭାରତରେ

ଚାଇନା ବିଶ୍ୱରେ ଏକ ପ୍ରମୁଖ କାଗଜ ଉତ୍ପାଦନ କେନ୍ଦ୍ର ହେବାର ବହୁ ପୂର୍ବରୁ ଭାରତର ଏକ ଛୋଟ ଗାଁର ହାତତିଆରି କାଗଜର ଆଦୃତି ରହିଥିଲା ଏବଂ ପୂର୍ବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri