ଅନୁଗୋଳରେ ୬ କରୋନା ପଜିଟିଭ୍‌ ଚିହ୍ନଟ

ଅନୁଗୋଳ ଅଫିସ, ୧୧।୬- ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ଏକ ଅସ୍ଥାୟୀ ମେଡିକାଲ ସେଣ୍ଟରରୁ ଗୁରୁବାର ୬ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନେ ସମସ୍ତେ ତାମିଲନାଡ଼ୁ ଫେରନ୍ତା ହୋଇଥିବାବେଳେ ବୟସ ୨୦ ରୁ ୪୪ ବର୍ଷ ମଧ୍ୟରେ ବୋଲି ଜିଲାପାଳ ମନୋଜ କୁମାର ମହାନ୍ତି ସୂଚନା ପ୍ରଦାନ କରିଛନ୍ତି। ସେମାନଙ୍କ ନମୁନା ଗୁରୁବାର ପଜିଟିଭ୍‌ ଜଣାପଡ଼ିବା ପରେ ସମସ୍ତଙ୍କୁ ତାଳଚେର କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଏହି ୬ ନୂଆ ପଜିଟିଭ୍‌କୁ ମିଶାଇ ଜିଲାରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୪୦ରେ ପହଞ୍ଚତ୍ଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋରୁଙ୍କ ସାହାରା ସାଜିଛନ୍ତି ରୁକେଶ

ଅନୁଗୋଳ ଅଫିସ, ୫।୪- ଅନୁଗୋଳ ସହରରେ ଥିବା ବୁଲା ଗୋରୁମାନେ ଖାଇବାକୁ ପାଉ ନ ଥିବା ବେଳେ ସେମାନଙ୍କ ସାହାରା ସାଜିଛନ୍ତି ସ୍ଥାନୀୟ ଯୁବକ ରୁକେଶ...

ବିକାଶ ପାଇଁ ବ୍ଲୁ ପ୍ରିଣ୍ଟ

ଅନୁଗୋଳ ଅଫିସ, ୧୪ା୧୦ – ଅନୁଗୋଳ ସହରର ବିକାଶ ହେବ। ପାନୀୟ ଜଳ ସମସ୍ୟାର ସମାଧାନ ସହ ସ୍ଥାନେ ସ୍ଥାନେ ଓ୍ବାଟର ଏଟିଏମ୍‌ ସ୍ଥାପନ କରାଯିବ।...

ଟାର୍ଗେଟକୁ ନେଇ ଟୋକନଧାରୀ ଅସନ୍ତୁଷ୍ଟ

ଅନୁଗୋଳ ଅଫିସ, ୨୨।୨: ଚାଷୀଙ୍କଠାରୁ ଧାନ କିଣିବାକୁ ସରକାରଙ୍କ ପକ୍ଷରୁ ମଣ୍ଡି ବ୍ୟବସ୍ଥା ହୋଇଛି। କେତେ ଅନ୍ନଦାତା କେତେ ଜମିରେ କରିଥିବା ଫସଲ ବିକ୍ରି କରିବେ ସେ...

ଜ୍ୱର, ଝାଡ଼ାବାନ୍ତିରେ ୪୯ ଆକ୍ରାନ୍ତ

ବନ୍ତଳା, ୨୫ା୨(ଡି.ଏନ.ଏ.) ଅନୁଗୋଳ ଜିଲା ବନ୍ତଳା ଥାନା ବଡ଼କେରା ପଞ୍ଚାୟତ ଚମ୍ପତିମୁଣ୍ଡା ଜବାହର ନବୋଦୟ ବିଦ୍ୟାଳୟରେ ସୋମବାର ଜ୍ୱର, ଝାଡାବାନ୍ତି ବ୍ୟାପିଛି। ଝାଡାବାନ୍ତିରେ ୧୨ ଜଣ...

୨ ନାଲ୍‌କୋ ଅଧିକାରୀଙ୍କ ପଦୋନ୍ନତି

ବଅଁରପାଳ,୯ା୯(ଡି.ଏନ.ଏ.)- ନାଲ୍‌କୋ ସିପିପି ପ୍ଲାଣ୍ଟରେ କାର୍ଯ୍ୟରତ ୨ ଅଧିକାରୀଙ୍କ ପଦୋନ୍ନତି ହୋଇଥିବା ଜଣାପଡିଛି। ନାଲ୍‌କୋ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଏହି ପଦୋନ୍ନତି ଦିଆଯାଇଛି। ନାଲକୋ ସିପିପି ଅପରେଶନ...

କଣିହାଁରେ ପ୍ରତିଷ୍ଠା ହେବ ଜେଏମ୍‌ଏଫ୍‌ସି

କଣିହାଁ, ୪ା୨(ଡି.ଏନ.ଏ.) ଅନୁଗୋଳ ଜିଲା କଣିହାଁ ବ୍ଲକରେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ (ଜେଏମ୍‌ଏଫସି) ପ୍ରତିଷ୍ଠା ହେବ। ଏ ନେଇ ସୋମବାର ଅପରାହ୍ନ ୫ଟାରେ...

ଧରାପୃଷ୍ଠରୁ ବିଦାୟ ନେଲେ ମା’ ଦଶଭୁଜା: ସିନ୍ଦୂର ଖେଳରେ ବିଭୋର ହେଲେ ମହିଳା

ଅନୁଗୋଳ ଅଫିସ, ୧୦।୧୦- ଧରାପୃଷ୍ଠରୁ ବିଦାୟ ନେଇଛନ୍ତି ମା’ ଦୁର୍ଗା। ୫ ଦିନର ପୂଜାର୍ଚ୍ଚନା ପରେ ବୁଧବାର ଅଶ୍ରୁଭରା ନୟନରେ ମା’ଙ୍କୁ ବିଦାୟ ଦେଇଛନ୍ତି ଅନୁଗୋଳବାସୀ।...

ବାଗଡିଆ-ବୁଢାଢିପ ରାସ୍ତା ମରଣଯନ୍ତା

ଛେଣ୍ଡିପଦା,୧୦।୯ (ସ୍ବ.ପ୍ର) ଛେଣ୍ଡିପଦା ବ୍ଲକ ବାଗଡିଆ ପଞ୍ଚାୟତ ବାଗଡିଆ ଜଗନ୍ନାଥ ମନ୍ଦିରଠାରୁ ବୁଢାଢିପ ଗ୍ରାମକୁ ଯାଇଥିବା ମୁଖ୍ୟରାସ୍ତା ମରଣଯନ୍ତା ପାଲଟିଛି। ଲଗାଣ ବର୍ଷା ଯୋଗୁ ରାସ୍ତାରେ...

Play 250+ Trending Games
Archives

Model This Week

Why Dharitri