ଅନୁଗୋଳ ଜିଲାରେ ୬୫୨ ଅଙ୍ଗନଓ୍ବାଡି କେନ୍ଦ୍ରର ନିଜସ୍ବ ଗୃହ ନାହିଁ

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ଅନୁଗୋଳ ଜିଲାରେ ମୋଟ ୧୬୫୪ଟି ଅଙ୍ଗନଓ୍ବାଡି କେନ୍ଦ୍ର ରହିଛି। ସେଥିରୁ ୧୦୦୨ଟିର ନିଜସ୍ବ ଗୃହ ଥିବାବେଳେ ୬୫୨ର ନିଜସ୍ବ ଗୃହ ନାହିଁ। ୩୩୧ଟି ଗୃହ ନିର୍ମାଣ କରାଯାଉଥିବାବେଳେ ଆହୁରି ୩୨୧ଟି ଗୃହ ନିର୍ମାଣ କରିବାକୁ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି। ଅନୁଗୋଳ ବ୍ଲକରେ ୯୪ଟି ଅଙ୍ଗନଓ୍ବାଡି କେନ୍ଦ୍ରର ନିଜସ୍ବ ଗୃହ ନ ଥିବା ବେଳେ ଆଠମଲ୍ଲିକର ୭୧, ବଅଁରପାଳରେ ୯୪, ଛେଣ୍ଡିପଦା ୬୭, କଣିହଁ। ୭୮, କିଶୋର ନଗର ୩୯, ପାଲଲହଡା ୭୦, ତାଳଚେର ବ୍ଲକରେ ୮୩, ଅନୁଗୋଳ ସହରାଞ୍ଚଳରେ ୨୬, ତାଳଚେର ସହରାଞ୍ଚଳରେ ୧୦ ଏବଂ ଆଠମଲ୍ଲିକ ସହରାଞ୍ଚଳରେ ୨୦ଟି ଅଙ୍ଗନଓ୍ବାଡି କେନ୍ଦ୍ରର ନିଜସ୍ବ ଗୃହ ନାହିଁ। ବିଜେଡି ସଭ୍ୟ ରମେଶ ଚନ୍ଦ୍ର ସାଏଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ଶନିବାର ପ୍ରଶ୍ନକାଳରେ ଏହା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଫୁଲ ହତ୍ୟା ମାମଲା ସ୍ତ୍ରୀ, ପ୍ରେମିକ ଜେଲ ଗଲେ

ବ୍ରହ୍ମପୁର ଅଫିସ,୨୪ା୧-ସଦର ଥାନା ଅନ୍ତର୍ଗତ ସୁକୁଣ୍ଡାରେ ରହୁଥିବା ପ୍ରଫୁଲ୍ଲ ସାହୁଙ୍କୁ ତାଙ୍କ ସ୍ତ୍ରୀ ମିତା ଓ ପ୍ରେମିକ ସରୋଜ ମହାରଣା ଗତ ମଙ୍ଗଳବାର ରାତିରେ ଯୋଜନାବଦ୍ଧ...

ଘରଭଙ୍ଗା ସହାୟତାକୁ ନେଇ ଅଭିନବ ଧାରଣା: ବ୍ଲକ ସମ୍ମୁଖରେ ରୋଷେଇ କରି ଖାଇଲେ କ୍ଷତିଗ୍ରସ୍ତ

ପୁରୀ ଅଫିସ, ୩।୧୧: ବାତ୍ୟା ଫନୀକୁ ୬ ମାସ ପୂରିଛି। ହେଲେ ଏବେ ବି ଅନେକ କ୍ଷତିଗ୍ରସ୍ତଙ୍କୁ ଘରଭଙ୍ଗା ସହାୟତା ମିଳିପାରିନାହିଁ। ତଦନ୍ତରେ ବ୍ୟାପକ ଅନିୟମିତତା...

ହାତୀ ଦାନ୍ତ ଜବତ, ଜଣେ ଗିରଫ

କେନ୍ଦୁଝର,୧୧ା୨(ସ୍ବ.ପ୍ର.): କେନ୍ଦୁଝର ବନଖଣ୍ଡ ଘଟଗାଁ ଥାନା ମେଲାଣ ଗ୍ରାମ ନିକଟ ଏନ୍‌ଏଚ୍‌ ୨୦ ନିକଟରୁ ବନ ବିଭାଗ ଜଣେ ହାତୀ ଦାନ୍ତ ଚୋରଙ୍କୁ ଗିରଫ କରିଛି।...

ସୁନ୍ଦରଗଡ଼ରେ ଆଉ ଜଣେ ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୩କୁ ବୃଦ୍ଧି

ସୁନ୍ଦରଗଡ଼, ୯।୫(ଡି.ଏନ୍‌.ଏ.): ରାଜ୍ୟରେ ଶନିବାର ସକାଳେ ୧୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସୁନ୍ଦରଗଡ଼ ଜିଲାର ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏହାକୁ...

କାଶିଆ-କେନ୍ଦୁଘାଟୀ ସେତୁ ନିର୍ମାଣ ଲାଗି ଜିଲାପାଳଙ୍କୁ ଦାବିପତ୍ର

କେନ୍ଦୁଝର, ୪ା୨(ଡି.ଏନ୍‌.ଏ.)-କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଫୁଲଝର ପଞ୍ଚାୟତର କାଶିଆଠାରୁ କେନ୍ଦୁଘାଟି ପର୍ଯ୍ୟନ୍ତ ବୈତରଣୀ ନଦୀ ଉପରେ ପୋଲ ନିର୍ମାଣ ପାଇଁ ଉଚ୍ଚ ନ୍ୟାୟାଳୟଙ୍କ ଆଦେଶ...

ନାବାଳିକା ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ

ଭୁବନେଶ୍ୱର,୫ା୩(ବ୍ୟୁରୋ): ପାହାଡରେ ଛେଳି ଚରାଉଥିବା ୧୨ବର୍ଷର ନାବାଳିକାଙ୍କୁ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲା ଦୌରାଜଜ୍‌(୪) ତଥା ସ୍ବତନ୍ତ୍ର ପୋକ୍ସୋ ବିଚାରପତି ସତ୍ୟରଞ୍ଜନ ପ୍ରଧାନ...

ବୋଲେରୋ ଧକ୍କାରେ ଜଳିଗଲା ବାଇକ୍‌: ସ୍ବାମୀ, ସ୍ତ୍ରୀ ଓ ପୁଅ ମୃତ

ବଲାଙ୍ଗୀର ଅଫିସ/ଗୁଡଭେଲା, ୪ା୧୨(ଡି.ଏନ.ଏ.)-ବଲାଙ୍ଗୀର ଜିଲା ତୁଷୁରା-ଦେଉଳଗୁଡି ମୁଖ୍ୟରାସ୍ତାର ଜମ୍ଭେଲ ଛକ ନିକଟରେ ଶୁକ୍ରବାର ଅପରାହ୍ନ ସାଢ଼େ ୨ଟାରେ ଏକ ବୋଲେରୋ ଗାଡ଼ି ସାମ୍ନାପଟରୁ ଆସୁଥିବା ଏକ...

ଖୁବ୍‌ ଶୀଘ୍ର ପଞ୍ଚାୟତ ନିର୍ବାଚନ ପାଇଁ ଲାଗୁ ହେବ ଆଚରଣ ବିଧି

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ଅବାଧ ଓ ନିରପେକ୍ଷ ପଞ୍ଚାୟତ ନିର୍ବାଚନ ଲାଗି ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଭାରତୀୟ ସମ୍ବିଧାନର ୨୪୩-କେ ନିର୍ବାଚନ ଆଚରଣ ବିଧି ପ୍ରସ୍ତୁତ କରାଯାଉଛି।...

Advertisement
Archives

Model This Week