ଅନୁଗୋଳ ଜିଲା ତ୍ରୟୋଦଶ ଯୋଜନା କମିଟି ବୈଠକ ଆରମ୍ଭ

ଅନୁଗୋଳ ଅଫିସ,୪।୧୨: ଅନୁଗୋଳ ଜିଲା ତ୍ରୟୋଦଶ ଯୋଜନା କମିଟି ବୈଠକ ଜିଲାପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ମଧ୍ୟାହ୍ନରେ ଆରମ୍ଭ ହୋଇଛି। ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କମିଟିର ଅଧ୍ୟକ୍ଷ ଅଶୋକ ଚନ୍ଦ୍ର ପଣ୍ଡା, ଢେଙ୍କାନାଳ ଏମ୍‌ପି ମହେଶ ସାହୁ, ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ, ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରା, ପାଲଲହଡ଼ା ବିଧାୟକ ମୁକେଶ ପାଲ, ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ, ଅନୁଗୋଳର ଅନ୍ୟ କମିଟି ସଦସ୍ୟ ଓ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା ଜଳ ଘେରରେ ଉତ୍ତରପଡ଼ା ବିଦ୍ୟାଳୟ; ଶ୍ରେଣୀ ଗୃହରେ ଆଣ୍ଠୁଏ ଉଚ୍ଚର ପାଣି

ଅନୁଗୋଳ ଅଫିସ, ୨୬।୮:  ଅନୁଗୋଳରେ ରବିବାର ମଧ୍ୟାହ୍ନରେ ପ୍ରବଳ ବର୍ଷା ହୋଇଥିଲା। ଫଳରେ ସହରର ବିଭିନ୍ନ ରାସ୍ତାରେ ଦୀର୍ଘ ସମୟ ଧରି ବର୍ଷା ପାଣିର ସୁଅ ଛୁଟିଥିଲା।...

ଚମକ ଭରିଛି ଚନ୍ଦନଯାତ୍ରା

ବଇଣ୍ଡା,୨୦।୫(ପରିକ୍ଷିତ ସାହୁ) ୧୯୭୭ରୁ ଆରମ୍ଭ ହୋଇଥିବା ବଇଣ୍ଡା ଚନ୍ଦନଯାତ୍ରାରେ କରୋନା ଲଗାଇଥିଲା ବ୍ରେକ୍‌। ୨୦୨୦ ଓ ୨୦୨୧ ମସିହାରେ ଏହି ଯାତ୍ରା କେବଳ ଠାକୁରଙ୍କ ନୀତିକାନ୍ତିରେ...

ଅନୁଗୋଳ ଜିଲାରେ ୫-ଟି ମନ୍ତ୍ର ବାଟବଣା: ବୈଠକର ମାସେ ପରେ ଆସୁଛି ଡିପିସି ଫାଇଲ

ଅନୁଗୋଳ ଅଫିସ, ୨୯।୮: ରାଜ୍ୟ ସରକାରଙ୍କ ୫-ଟି ମନ୍ତ୍ର ଅନୁଗୋଳ ଜିଲାରେ ବାଟବଣା ହୋଇଥିବା ଚର୍ଚ୍ଚା ଜୋର ଧରିଛି। କାରଣ ଡିପାର୍ଟମେଣ୍ଟାଲ ପ୍ରମୋଶନ କମିଟି (ଡିପିସି) ବୈଠକ...

‘ଯବାନମାନେ ହିଁ ପ୍ରକୃତ ସ୍ବାଧୀନତା ସଂଗ୍ରାମୀ’

ନୟାଗଡ଼ ଅଫିସ,୧୫।୮-୧୯୪୭ ମସିହା ଅଗଷ୍ଟ ୧୫। ୭୨ ବର୍ଷ ତଳେ ଏହି ଦିନ ଆମ ଦେଶ ଚାଖିଥିଲା ସ୍ବାଧୀନତାର ସ୍ବାଦ। ଗୁରୁବାର ଦେଶ ପାଳନ କରିବ...

ରାଜ୍ୟ ଅର୍ଥ ଓ ଅବକାରୀ ମନ୍ତ୍ରୀଙ୍କ ଅନୁଗୋଳ ଗସ୍ତ: ‘ମଦ ରାଜସ୍ବ ସରକାରଙ୍କ ଲକ୍ଷ୍ୟ ନୁହେଁ’

ଅନୁଗୋଳ ଅଫିସ, ୧୫।୧ – ରାଜ୍ୟ ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ ମଙ୍ଗଳବାର ଅନୁଗୋଳ ଗସ୍ତରେ ଆସି ସର୍କିଟ ହାଉସ ଠାରେ ଜିଲା...

ଉଠା ଜଳସେଚନ ବିଭାଗ କାର୍ଯ୍ୟାଳୟରୁ ରାତ୍ର ଜଗୁଆଳଙ୍କ ମୃତଦେହ ଉଦ୍ଧାର

କଣିହାଁ,୧୬।୯(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ଉଠାଜଳସେଚନ ବିଭାଗ କାର୍ଯ୍ୟାଳୟରୁ ରାତ୍ର ଜଗୁଆଳଙ୍କ ମୃତଦେହ ସୋମବାର ଉଦ୍ଧାର କରାଯାଇଛି। ମୃତକ ହେଲେ ସ୍ଥାନୀୟ ଟୋଲକବେଡ଼ା ଗ୍ରାମର...

ମଧ୍ୟାହ୍ନଭୋଜନ ଯାଞ୍ଚ କଲେ ବିଧାୟକ

ଛେଣ୍ଡିପଦା,୪।୧୨(ସ୍ବ.ପ୍ର.)-ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରା ମଙ୍ଗଳବାର ଛେଣ୍ଡିପଦା ବ୍ଲକ ବ୍ରାହ୍ମଣବିଲ ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟକୁ ପରିଦର୍ଶନ ଯାଇଥିଲେ। ଏହି ଅବସରରେ ଏକ ନୂତନ ଶ୍ରେଣୀ...

ଜୀବିକା ସହଜ ପାଇଁ ସହଯୋଗ କର

ଅନୁଗୋଳ ଅଫିସ, ୭।୫ – ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ସଭାଗୃହ ଠାରେ ବ୍ୟାଙ୍କ ସମୂହ ଜିଲା...

Advertisement
Archives

Model This Week