ଅନୁଗୋଳ ପୋଲିସ ମୁଖ୍ୟାଳୟରେ ଉଦ୍‌ଘାଟିତ ହେଲା ସିଟି ସର୍ଭିଲେନ୍ସ, ଆଇଟିଏମ୍‌ଏସ୍‌ ବ୍ୟବସ୍ଥା

ଅନୁଗୋଳ ଅଫିସ,୨।୮: ଅନୁଗୋଳ ପୋଲିସ ମୁଖ୍ୟାଳୟରେ ସିଟି ସର୍ଭିଲେନ୍ସ ଓ ଆଇଟିଏମ୍‌ଏସ୍‌ ବ୍ୟବସ୍ଥାକୁ ବିଧାନସଭା ଉପବାଚସ୍ପତି ରଜନୀକାନ୍ତ ସିଂହ ଏବଂ ପୋଲିସ ମହାନିର୍ଦ୍ଦେଶକ ଡା. ରାଜେନ୍ଦ୍ର ପ୍ରସାଦ ଶର୍ମା ଶୁକ୍ରବାର ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ, ଏସ୍‌ପି ମିତ୍ରଭାନୁ ମହାପାତ୍ର, ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ, ଦେବଗଡ଼ ଏସ୍‌ପି ରାହୁଲ ଜୈନ, ଢେଙ୍କାନାଳ ଏସ୍‌ପି ଅନୁପମା ଜେମ୍ସ ପ୍ରମୁଖଙ୍କ ସହ ବରିଷ୍ଠ ପୋଲିସ ଅଧିକାରୀ, ଆଇନଜୀବୀ ଓ ବୁଦ୍ଧିଜୀବୀ ଉପସ୍ଥିତ ଥିଲେ। ଏହି ଅବସରରେ ଅଫିସ ଟ୍ରାନଜିଟ୍‌ ମେସ, ଛେଳିଆପଡ଼ାସ୍ଥିତ ପୋଲିସ ରିଜର୍ଭ କାର୍ଯ୍ୟାଳୟ ଉଦ୍‌ଘାଟନ କରିଛନ୍ତି। ପୋଲିସ ବିଭାଗରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ଅଧିକାରୀ ଓ କାଙ୍ଗୁଲା ନାବାଳିକା ବଳାତ୍କାର ଓ ହତ୍ୟା ମାମଲା ପରିଚାଳନା କରିଥିବା ସ୍ପେଶାଲ ପିପି ସରୋଜ ପଟ୍ଟନାୟକଙ୍କୁ ସମ୍ବଦ୍ଧିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଲିଗୁଡ଼ାରେ ଗ୍ୟାସ୍‌ ସମସ୍ୟା, ହୋଟେଲ ବନ୍ଦ

ବାଲିଗୁଡା,୨୦ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛି। ଫଳରେ ଗ୍ୟାସ୍‌ ଉପଭୋକ୍ତାଙ୍କ ମଧ୍ୟରେ ଘୋର ଅସନ୍ତୋଷ ବୃଦ୍ଧି ପାଇଛି। ଅନ୍ୟପଟେ…

ସରକାରଙ୍କ ବଡ଼ ଘୋଷଣା: ନିୟମିତ ହେବେ ସ୍କିମାଟିକ ଜୁନିୟର ଶିକ୍ଷକ

ଭୁବନେଶ୍ୱର,୨୦।୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଚୁକ୍ତିଭିତ୍ତିକ ସ୍କିମାଟିକ ଜୁନିୟର ଶିକ୍ଷକଙ୍କୁ ନିୟମିତ କର୍ମଚାରୀ ମାନ୍ୟତା ମିଳିବ ବୋଲି ସରକାରଙ୍କ…

ଛାତ୍ରୀମାନେ ନିଜ ସୁରକ୍ଷା ନିଜେ କରିବା ପାଇଁ ନେଲେ ଏମିତି ପଦକ୍ଷେପ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୩(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁଠାରେ ରହିଥିବା ଋଷିମାଳ ଡିଗ୍ରୀ ମହାବିଦ୍ୟାଳୟରେ ମାର୍ଚ୍ଚ ୫ରୁ ୧୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଦ୍ୱାରା…

ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଭାଜପା ନେତା ଆଲୋକଙ୍କୁ ମିଳିଲା ବଡ଼ ଦାୟିତ୍ୱ, ଦଳ ଆସ୍ଥା ପ୍ରକଟ କରି..

ହାଟଡିହୀ,୨୦ା୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ଭାଜପା ନେତା ଆଲୋକ ସେଠୀଙ୍କୁ ଦଳ ତରଫରୁ ବଡ଼ ଦାୟିତ୍ୱ ମିଳିଛି।ରାଜନୀତି ମଇଦାନରେ ଦଳର ଜଣେ ଦକ୍ଷ…

ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟକୁ ରାଜ୍ୟସ୍ତରୀୟ ପ୍ରଥମ ପୁରସ୍କାର, ଉତ୍କୃଷ୍ଟତା ପ୍ରମାଣ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୨୦ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ର ପୁନର୍ବାର ବିଭିନ୍ନ କ୍ଷେତ୍ରରେ ବିଭିନ୍ନ ସମୟରେ ନିଜର ଉତ୍କୃଷ୍ଟତା ପ୍ରମାଣ କରିଛନ୍ତି। ଇତିମଧ୍ୟରେ ଭାରତ ସରକାରଙ୍କ…

ଗଞ୍ଜାମରେ ଗ୍ୟାସ୍‌ ସମସ୍ୟା: ଅଧିକାଂଶ ଫାଷ୍ଟଫୁଡ୍‌-ହୋଟେଲ ବନ୍ଦ, ଖାଉଟି ଅସନ୍ତୁଷ୍ଟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛ। ଲୋକଙ୍କୁ ମିଳୁନି ଗ୍ୟାସ୍‌। ଫଳରେ ଖାଉଟି ତଥା ଗ୍ୟାସ୍‌ ଉପଭୋକ୍ତାଙ୍କ ମଧ୍ୟରେ ଘୋର…

ଜିଲାପାଳଙ୍କ ଅଫିସ ଆଗରେ ଚାଷୀ ପାଳିଲେ ପଖାଳ ଦିବସ: ଧାନବିକ୍ରି ଦାବି ନେଇ…

ବରଗଡ଼,୨୦ା୩(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ଦାବି ନେଇ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଆନ୍ଦୋଳନ ଜାରି ରହିଛି। ଗତ ୫ତାରିଖରୁ ଧାନବସ୍ତା ଗଦା କରି ବରଗଡ଼ ଜିଲା…

ତେଜିଲା ଆନ୍ଦୋଳନ: ତହସିଲଦାରଙ୍କ ଗାଡ଼ି ଆଗରେ ଶୋଇଲେ ଚାଷୀ

ଚାନ୍ଦବାଲି,୨୦।୩: ଭଦ୍ରକ ଜିଲା ତିହିଡି ବ୍ଲକ ଚାରିତରଫ ସୋସାଇଟରେ ଶୁକ୍ରବାର ଚାଷୀ ଅସନ୍ତୋଷ ଦେଖାଦେଇଛି। ମଣ୍ଡିରୁ ଧାନ ଉଠୁ ନ ଥିବା ଅଭିଯୋଗ କରି ଚାଷୀମାନେ ରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri