ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟରେ ଫଳାଫଳ ପ୍ରକାଶିତ: ପାସ୍‌ ହାର ୮୫.୩୧%, ବିଜ୍ଞାନରେ ମଧୁସ୍ମିତା ବେହେରା ଟପ୍ପର

ଅନୁଗୋଳ ଅଫିସ,୭।୬: ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟର ସ୍ନାତକ ଓ ସ୍ନାତକୋତ୍ତର ଫଳାଫଳ ପ୍ରକାଶ ପାଇଛି। ସ୍ନାତକରେ କଳାରେ ପାସ ହାର ୮୫.୩୧ ପ୍ରତିଶତ ଥିବାବେଳେ ବିଜ୍ଞାନରେ ୯୨.୮୩ ପ୍ରତିଶତ ଓ ବାଣିଜ୍ୟରେ ୭୧.୮୩ ପ୍ରତିଶତ ରହିଛି। ସେହିପରି ସ୍ନାତକୋତ୍ତରରେ ପାସ୍‌ ହାର ୯୭.୮୭ ପ୍ରତିଶତ ରହିଛି। ଅପରପକ୍ଷରେ ବିଜ୍ଞାନରେ ମଧୁସ୍ମିତା ବେହେରା ଶ୍ରେଷ୍ଠ ସ୍ନାତକ ହୋଇଥିବାବେଳେ କଳାରେ ସୁବ୍ରତ ପ୍ରଧାନ ଓ ବାଣିଜ୍ୟରେ ଗୁରୁପ୍ରସାଦ ସାହୁ ହୋଇଛନ୍ତି। ତେବେ ବିଭିନ୍ନ ବିଭାଗର ୧୮ଟି ଅନର୍ସରେ ୧୩ ଜଣ ଛାତ୍ରୀ ପ୍ରଥମ ହୋଇଥିବାବେଳେ ୫ ଜଣ ପୁଅ ପ୍ରଥମ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

କ୍ରିକେଟ ଖେଳୁଥିବା ବେଳେ ଯୁବକଙ୍କ ଉପରେ ହେଲା ବଜ୍ରପାତ: ଟଳିପଡ଼ିଲେ…

ମୋହନା,୧୬।୫(ମନ୍ମଥ ମିଶ୍ର ):  ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବାଘମାରି ପଞ୍ଚାୟତ ଶୁଲୁବା ଗାଁ ରେ ଅଘଟଣ ଘଟିଛି।  ଗାଁ ନିକଟସ୍ଥ ଏକ ପଡିଆରେ ବୟନ୍ତ…

ଏପ୍ରିଲ ୩୦ ସନ୍ଧ୍ୟାରୁ ମୁଖ୍ୟ କେନାଲରେ ପାଣି ଯୋଗାଣ ବନ୍ଦ: ୨ ମାସ ଠପ୍‌ ପଡିବ…

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ୩୦ ତାରିଖ ସନ୍ଧ୍ୟା ୫ଟାରୁ ବରଗଡ଼ ମୁଖ୍ୟ କେନାଲରେ ପାଣି ଯୋଗାଣ ବନ୍ଦ ରହିବ। ସେହିପରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକୁ ତ୍ୱରାନ୍ବିତ କରିବା…

ଡେପୁଟେସନ ନୁହେଁ, ସ୍ଥାୟୀ ଶିକ୍ଷକ ଦରକାର: ଆନ୍ଦୋଳନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୧୬।୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନ ବିରିକୋଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ସୃଷ୍ଟି ହୋଇଥିବା…

କୁମାର ପୂର୍ଣ୍ଣିମା, ଗଜଲକ୍ଷ୍ମୀ ପୂଜା ତାରିଖକୁ ନେଇ ଦ୍ୱନ୍ଦ୍ୱ

ଭୁବନେଶ୍ୱର,୫ା୧୦: ଓଡ଼ିଶାରେ ପାରମ୍ପରିକ ଭାବେ ଗୋଟିଏ ଦିନରେ ପାଳନ କରାଯାଉଥିବା କୁମାର ପୂର୍ଣ୍ଣିମା ଓ ଗଜଲକ୍ଷ୍ମୀ ପୂଜାର ତାରିଖକୁ ନେଇ ଚଳିତ ଦ୍ୱନ୍ଦ୍ୱ ଦେଖାଦେଇଛି। କ୍ୟାଲେଣ୍ଡରରେ ଏକ…

ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଧର୍ମପତ୍ନୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

ବରଗଡ଼,୫ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜଣାଶୁଣା ରାଜନେତା, ବିରୋଧୀ ଦଳ ଉପନେତା, ରେଢ଼ାଖୋଲ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ, ପୂର୍ବତନ ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟଙ୍କ ଧର୍ମପତ୍ନୀ ଚାରୁଶୀଳା ଆଚାର୍ଯ୍ୟ(୬୮)ଙ୍କ…

ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର: ସମସ୍ୟାର ତ୍ୱରିତ୍‌ ସମାଧାନ ନିର୍ଦ୍ଦେଶ

ସୋହେଲା,୧୯।୫(ଅଶ୍ବିନୀ ପାତ୍ର):ବରଗଡ ଜିଲା ସୋହେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ଜିଲାପାଳ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ…

କବାଟ ଭାଙ୍ଗି ଘରୁ ସୁନାଗହଣା, ଟଙ୍କା ଚୋରି

ଦିଗପହଣ୍ଡି,୯ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଗୁଡ଼ିଆଗଳି ବାସିନ୍ଦା ସୁଦର୍ଶନ ସାହୁଙ୍କ ଘରୁ ଦୁର୍ବୃତ୍ତମାନେ ପ୍ରାୟ ୪୦ ହଜାର ଟଙ୍କା ଏବଂ ବହୁ ପରିମାଣର ସୁନାଗହଣା ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri