Posted inଜାତୀୟ

ଅନୁଚ୍ଛେଦ ୩୭୦କୁ ନେଇ ମୁହଁ ଖୋଲିଲେ ମମତା

କୋଲକାତା,୬।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ସେ ସମର୍ଥନ ଜଣାଉ ନାହାଁନ୍ତି। ତାଙ୍କ ଦଳ ଏଥିପାଇଁ ମତ ମଧ୍ୟ ଦେଇ ନାହିଁ। ମମତା ସମସ୍ତ ରାଜନୈତିକ ଦଳ ଓ କଶ୍ମୀରବାସୀଙ୍କୁ କହିଛନ୍ତି ଯଦି ଅନୁଚ୍ଛେଦ ୩୭୦ର ସ୍ଥାୟୀ ସମାଧାନ ଲୋଡା ତେବେ ତୃତୀୟ ବ୍ୟକ୍ତିଙ୍କ ସହ କଥା ହେବା ଜରୁରୀ। ଏମିତି କହି ସେ ପୁଣି ଥରେ ଭାଜପା ଉପରକୁ ଆଙ୍ଗୁଠି ଉଠାଛନ୍ତି। ସୂଚନାଯୋଗ୍ୟ, ସୋମବାର ଜମ୍ମୁ-କଶ୍ମୀରରେ ଧାରା ୩୭୦ ଓ ୩୫ଏ ଉଚ୍ଛେଦ କରାଯିବା ପରେ ଏହା ମୋଦି ସରକାରଙ୍କ ଏକ ଐତିହାସିକ ପଦକ୍ଷେପ ବୋଲି ଆଲୋଚନା ହୋଇଥିଲା। ଏହାପରେ ଜମ୍ମୁ-କଶ୍ମୀର ଓ ଲଦାଖ ଭିନ୍ନ ଭିନ୍ନ କେନ୍ଦ୍ରଶାସିତ ଅଞ୍ଚଳ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

ଖାଦ୍ୟ ଯୋଗାଣ ବିଭାଗର ବଡ଼ ଘୋଷଣା, ୫ କେଜି ଗ୍ୟାସ୍ କିଣିବାକୁ ହେଲେ…

ଭୁବନେଶ୍ବର,୬।୪: ରାଜ୍ୟରେ ଗ୍ୟାସ୍ ସଙ୍କଟକୁ ନେଇ ଚିନ୍ତାରେ ରହିଛନ୍ତି ଖାଉଟି । ଏହାରି ଭିତରେ  ୫ କେଜି ଗ୍ୟାସ୍ ବିକ୍ରିକୁ ନେଇ ସ୍ପଷ୍ଟୀକରଣ ଦେଇଛନ୍ତି ଖାଦ୍ୟ ଯୋଗାଣ…

ଦୁଇ ପ୍ରକାର କଥା କହୁଛନ୍ତି ଟ୍ରମ୍ପ, ଗୋଟିଏ ପଟେ ଆକ୍ରମଣର ଚେତାବନୀ, ଅନ୍ୟପଟେ ଚୁକ୍ତି କଥା ବି ଉଠାଇଛନ୍ତି

ଓ୍ବାଶିଂଟନ,୬।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଆକ୍ରମଣ ପାଇଁ ସମୟ ସୀମାକୁ – ହରମୁଜ ପ୍ରଣାଳୀକୁ ପୁନଃ ଖୋଲିବା ସମ୍ପର୍କରେ – ଆହୁରି ୨୪…

ଆମେରିକା-ଇରାନ ମଧ୍ୟରେ ହେବ ୪୫ ଦିନ ଯୁଦ୍ଧ ବିରତି! ଟ୍ରମ୍ପଙ୍କ ଧମକ ପରେ ଆସିଲା ଆଶ୍ଚର୍ଯ୍ୟଜନକ ରିପୋର୍ଟ

ଓ୍ବାଶିଂଟନ,୬।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ପାଇଁ ଏକ ସମୟସୀମା ଧାର୍ଯ୍ୟ କରି ଇରାନକୁ ଏକ ଅଲଟିମେଟମ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ତେହରାନ…

ପ୍ରଥମେ ଜୟଶଙ୍କରଙ୍କ ସହ କଥା ହୋଇ ପୁଣି ରୁଷିଆକୁ ଫୋନ ଲଗାଇଲା ଇରାନ, ବିଶ୍ୱକୁ ଦେଲା କେଉଁ ବିପଦର ଚେତାବନୀ? ଟ୍ରମ୍ପଙ୍କ ଧମକ ପରେ…

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ସହିତ ବିବାଦ ମଧ୍ୟରେ, ଇରାନର ବୈଦେଶିକ ମନ୍ତ୍ରୀ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଏବଂ ରୁଷିଆର ବୈଦେଶିକ ମନ୍ତ୍ରୀ ଲାଭରୋଭଙ୍କ ସହ ଟେଲିଫୋନ…

ଆଦର୍ଶ ବଜାରରୁ ବି ଉଠିପାରିଲାନି ଧାନ: କାଳବୈଶାଖୀ ମାଡ଼ି ଆସୁଥିବାରୁ ଚିନ୍ତାରେ ପଡ଼ିଛନ୍ତି ଚାଷୀ

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ): ଆଉ ପ୍ରାୟ ମାସକ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ମାତ୍ର ବିଡ଼ମ୍ବନାର ବିଷୟ ଏପର୍ଯ୍ୟନ୍ତ ବରଗଡ଼ ଜିଲାରେ ରହିଥିବା ବିଭିନ୍ନ ଧାନକ୍ରୟ କେନ୍ଦ୍ର(ମଣ୍ଡି)ରୁ…

ବିଧାୟକ-କାଉନସିଲର ବିବାଦ: ଶପଥ ପାଇଁ ସଭାମଞ୍ଚକୁ ଟଣାହେଲେ ମହାପ୍ରଭୁ, ଆଉ ତା’ ପରେ…

ଚିକିଟି,୬ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦର ସମ୍ମିଳନୀ କକ୍ଷ ଗୃହରେ ଶନିବାର ଭତ୍ତା ବଣ୍ଟନ ନେଇ ବିଧାୟକ ଏବଂ ଏନ୍‌ଏସି ଅଧ୍ୟକ୍ଷl…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri