Posted inଜାତୀୟ

ଅନୁଚ୍ଛେଦ ୩୭୦କୁ ନେଇ ମୁହଁ ଖୋଲିଲେ ମମତା

କୋଲକାତା,୬।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ସେ ସମର୍ଥନ ଜଣାଉ ନାହାଁନ୍ତି। ତାଙ୍କ ଦଳ ଏଥିପାଇଁ ମତ ମଧ୍ୟ ଦେଇ ନାହିଁ। ମମତା ସମସ୍ତ ରାଜନୈତିକ ଦଳ ଓ କଶ୍ମୀରବାସୀଙ୍କୁ କହିଛନ୍ତି ଯଦି ଅନୁଚ୍ଛେଦ ୩୭୦ର ସ୍ଥାୟୀ ସମାଧାନ ଲୋଡା ତେବେ ତୃତୀୟ ବ୍ୟକ୍ତିଙ୍କ ସହ କଥା ହେବା ଜରୁରୀ। ଏମିତି କହି ସେ ପୁଣି ଥରେ ଭାଜପା ଉପରକୁ ଆଙ୍ଗୁଠି ଉଠାଛନ୍ତି। ସୂଚନାଯୋଗ୍ୟ, ସୋମବାର ଜମ୍ମୁ-କଶ୍ମୀରରେ ଧାରା ୩୭୦ ଓ ୩୫ଏ ଉଚ୍ଛେଦ କରାଯିବା ପରେ ଏହା ମୋଦି ସରକାରଙ୍କ ଏକ ଐତିହାସିକ ପଦକ୍ଷେପ ବୋଲି ଆଲୋଚନା ହୋଇଥିଲା। ଏହାପରେ ଜମ୍ମୁ-କଶ୍ମୀର ଓ ଲଦାଖ ଭିନ୍ନ ଭିନ୍ନ କେନ୍ଦ୍ରଶାସିତ ଅଞ୍ଚଳ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପତଞ୍ଜଳି ଲଞ୍ଚ କଲା କରୋନା ପାଇଁ ପ୍ରଥମ ଆୟୁର୍ବେଦିକ ଔଷଧ କରୋନିଲ‌: ୭ଦିନରେ ସମ୍ପୂର୍ଣ୍ଣ ସୁସ୍ଥ

ହରିଦ୍ୱାର,୨୩।୬: ସାରା ବିଶ୍ୱରେ କରୋନା ମହାମାରୀ ବେଲଗାମ ହୋଇପଡ଼ିଛି। ସାରା ଦେଶର ବିଶେଷଜ୍ଞ ଏହାର ମୁକାବିଲା ପାଇଁ ଭ୍ୟାକସିନ୍‌ ଖୋଜିବାରେ ଲାଗିପଡ଼ିଛନ୍ତି। ଇତିମଧ୍ୟରେ ଯୋଗ ଗୁରୁ...

ମୋଦିଙ୍କୁ ଫୋନ କରି ଶୁଭେଚ୍ଛା ଜଣାଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୫: ସାଧାରଣ ନିର୍ବାଚନରେ ଭାଜପାର ଐତିହାସିକ ବିଜୟର ତିଦିଦିନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ୍‌ ଯୋଗେ ଶୁଭେଚ୍ଛା ଜଣାଇଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ...

ଗାନ୍ଧୀ ପରିବାର ସଦସ୍ୟ ଅଧ୍ୟକ୍ଷ ନ ହେଲେ ୨୪ ଘଣ୍ଟାରେ ଭାଙ୍ଗିବ କଂଗ୍ରେସ: ନଟଓ୍ବର ସିଂ

ନୂଆଦିଲ୍ଲୀ,୨୨।୭: କଂଗ୍ରେସରେ ଅଧ୍ୟକ୍ଷ ପଦ ନେଇ ସଙ୍କଟ ଜାରି ରହିଛି। ଏନେଇ ବରିଷ୍ଠ କଂଗ୍ରେସ ନେତା ନଟଓ୍ବର ସିଂ କହିଛନ୍ତି ଯେ, ଗାନ୍ଧୀ ପରିବାର ସଦସ୍ୟ...

ପାଇଲଟଙ୍କ ଉପରେ ବର୍ଷିଲେ ଗେହଲଟ

ନୂଆଦିଲ୍ଲୀ,୨୦।୭: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ପୁଣିଥରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟଙ୍କ ଉପରେ ଖୁବ୍‌ ବର୍ଷିଛନ୍ତି। ଗେହଲଟ କହିଛନ୍ତି ପାଇଟଲ କଂଗ୍ରେସ ପିଠିରେ ଛୁରି...

ବୁଧବାର ସିବିଏସ୍‌ଇ ଦଶମ ପରୀକ୍ଷା ଫଳ: ଏହି ଓ୍ବେବସାଇଟ୍‌ରେ ସହଜରେ ହେବ ଦେଖି

ନୂଆଦିଲ୍ଲୀ, ୧୪।୭: ବୁଧବାର ସିବିଏସ୍‌ଇ ଦଶମ ପରୀକ୍ଷା ଫଳ ପ୍ରକାଶ ପାଇବ। ଏନେଇ ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିଓ୍ବାଲ ଟୁଇଟ୍‌ କରି ସୂଚନା...

ଆର୍‌ଏସ୍‌ଏସ୍‌ ଖୋଲିବ ସୈନିକ ସ୍କୁଲ

ନୂଆଦିଲ୍ଲୀ,୨୯।୭: ଆର୍‌ଏସ୍‌ଏସ୍‌ ପକ୍ଷରୁ ଉତ୍ତରପ୍ରଦେଶରେ ସୈନିକ ସ୍କୁଲ ଖୋଲାଯିବା ପାଇଁ ଯୋଜନା ପ୍ରସ୍ତୁତ କରାଯାଇଛି। ଏଠାରେ ଶିକ୍ଷାର୍ଥୀଙ୍କୁ ସେନା ଅଧିକାରୀ ହେବା ପାଇଁ ତାଲିମ୍‌ ଦିଆଯିବ।...

ଶିଶୁଙ୍କ ବିରୋଧରେ ଯୌନ ହିଂସା: ତଦନ୍ତ, ଶୁଣାଣି ସ୍ଥିତି ଚିନ୍ତାଜନକ

ନୂଆଦିଲ୍ଲୀ,୨୦ା୧୧(ପି.ଟି.) : ଦେଶରେ ଶିଶୁଙ୍କ ବିରୋଧରେ ଯୌନ ହିଂସା ବଢ଼ିବାରେ ଲାଗିଥିବାରୁ ଏହାକୁ ନେଇ ସୁପ୍ରିମକୋର୍ଟ ଚିନ୍ତାବ୍ୟକ୍ତ କରିଛନ୍ତି। ଶିଶୁଙ୍କୁ ଯୌନ ଉତ୍ପୀଡ଼ନ କ୍ଷେତ୍ରରେ ତଦନ୍ତ...

ଟିକା ଭୟରେ ନଦୀକୁ ଡେଇଁଲେ ୨ ଶହ ଲୋକ

ଲକ୍ଷ୍ନୌ,୨୪ା୫: ଏବେ ବି’ ଲୋକଙ୍କ ମନରୁ ଯାଇନି କରୋନା ଟିକାର ଭୟ। ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଉତ୍ତରପ୍ରଦେଶର ବାରାବାଙ୍କି ଜିଲା ସିସୋଦା ଗ୍ରାମରେ।...

Advertisement


Archives

Model This Week

Why Dharitri