Posted inଜାତୀୟ

ଅନୁଚ୍ଛେଦ ୩୭୦କୁ ନେଇ ମୁହଁ ଖୋଲିଲେ ମମତା

କୋଲକାତା,୬।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ସେ ସମର୍ଥନ ଜଣାଉ ନାହାଁନ୍ତି। ତାଙ୍କ ଦଳ ଏଥିପାଇଁ ମତ ମଧ୍ୟ ଦେଇ ନାହିଁ। ମମତା ସମସ୍ତ ରାଜନୈତିକ ଦଳ ଓ କଶ୍ମୀରବାସୀଙ୍କୁ କହିଛନ୍ତି ଯଦି ଅନୁଚ୍ଛେଦ ୩୭୦ର ସ୍ଥାୟୀ ସମାଧାନ ଲୋଡା ତେବେ ତୃତୀୟ ବ୍ୟକ୍ତିଙ୍କ ସହ କଥା ହେବା ଜରୁରୀ। ଏମିତି କହି ସେ ପୁଣି ଥରେ ଭାଜପା ଉପରକୁ ଆଙ୍ଗୁଠି ଉଠାଛନ୍ତି। ସୂଚନାଯୋଗ୍ୟ, ସୋମବାର ଜମ୍ମୁ-କଶ୍ମୀରରେ ଧାରା ୩୭୦ ଓ ୩୫ଏ ଉଚ୍ଛେଦ କରାଯିବା ପରେ ଏହା ମୋଦି ସରକାରଙ୍କ ଏକ ଐତିହାସିକ ପଦକ୍ଷେପ ବୋଲି ଆଲୋଚନା ହୋଇଥିଲା। ଏହାପରେ ଜମ୍ମୁ-କଶ୍ମୀର ଓ ଲଦାଖ ଭିନ୍ନ ଭିନ୍ନ କେନ୍ଦ୍ରଶାସିତ ଅଞ୍ଚଳ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ଉପରେ ବର୍ଷିଲେ ସ୍ମୃତି

କୋଲକାତା,୩୧ ।୧: କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ରବିବାର ପଶ୍ଚିମବଙ୍ଗ ଗସ୍ତ କରିଛନ୍ତି । ଜାନୁୟାରୀ ୩୦ ଓ ୩୧ରେ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପଶ୍ଚିମବଙ୍ଗ ଗସ୍ତ...

‘ଭାଜପାକୁ ହରାଇବାକୁ ଏକଜୁଟ୍‌ ହେବାକୁ ପଡିବ’

ଲକ୍ଷ୍ନୌ,୮।୨: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ୟୁପି ବାସୀଙ୍କୁ ସମାଜବାଦୀ ପାଟି(ଏସପି) ସପକ୍ଷରେ ଭୋଟ ଦେବାକୁ ନିବେଦନ କରିଛନ୍ତି। ସେ କହିଛନ୍ତି, ଦେଶକୁ ବଞ୍ଚାଇବା ପାଇଁ...

ଗୁଜରାଟର ୪ ଗାଁ ଦାଦର-ନଗର ହଭେଲିରେ ମିଶିବ…

ଅହମଦାବାଦ, ୧୬।୮ : କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଗୁଜରାଟର ୪ ଗାଁ ଏବଂ କିଛି ଜମି କେନ୍ଦ୍ରଶାସିତ ଅଞ୍ଚଳ ଦାଦର-ନଗର ହଭେଲି ଏବଂ ଦାମନ-ଡିୟୁକୁରେ ମିଶାଇବାକୁ...

୧୪ ଦିନ ମଧ୍ୟରେ ଶୀର୍ଷ ଛୁଇଁବ ସଂକ୍ରମଣ…

ନୂଆଦିଲ୍ଲୀ, ୨୩।୧ : ଦେଶରେ କରୋନାର ତୃତୀୟ ଲହର ଜାରି ରହିଛି। ତୃତୀୟ ଲହର ଆଉ ୧୪ ଦିନ ମଧ୍ୟରେ ଶୀର୍ଷ ଛୁଇଁବାର ଆଶଙ୍କା ରହିଛି...

ପୁଡୁଚେରୀରେ ୨୩ରୁ ଊର୍ଦ୍ଧ୍ୱ ଆସନ ଜିତିବ ଭାଜପା: ନଡ୍ଡା

ପୁଡୁଚେରୀ,୩୧ ।୧: ରବିବାର ପୁଡୁଚେରୀ ଗସ୍ତରେ ଥିବା ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା କହିଛନ୍ତି ଆଗାମୀ ନିର୍ବାଚନରେ ତାଙ୍କ ପାର୍ଟି ପୁଡୁଚେରୀରେ...

୩ ବର୍ଷ ପରେ ପାସ୍‌ପୋର୍ଟ ପାଇଲେ ମେହବୁବା

ଶ୍ରୀନଗର, ୫ା୬: ପିଡିପି ଅଧ୍ୟକ୍ଷା ତଥା ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫତିଙ୍କୁ ୩ ବର୍ଷ ପରେ ପାସ୍‌ପୋର୍ଟ ଇସ୍ୟୁ କରାଯାଇଛି। ଏହାର ବୈଧତା ଅବଧି...

‘ଅଯଥାରେ କେନ୍ଦ୍ର ମନ୍ତ୍ରୀଙ୍କୁ ଗିରଫ କରାଯାଇ ନ ଥିଲା’

ମୁମ୍ବାଇ,୨୫।୮ : ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଚାପୁଡ଼ା ମାରିବା ମନ୍ତବ୍ୟ ଦେଇ ଗତକାଲି ଗିରଫ ହୋଇଥିଲେ କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେ। ଗିରଫ ହେବାର ୮...

ଅଶାନ୍ତ ରାଜସ୍ଥାନ, ୮ ବର୍ଷରେ ୩୩୦୦ରୁ ଅଧିକ ହିଂସା, ୮୧ ସାମ୍ପ୍ରଦାୟିକ…

ଜୟପୁର, ୨୮।୬ : ରାଜସ୍ଥାନର ଉଦୟପୁରରେ ଘଟିଥିବା ବର୍ବର ହତ୍ୟା ଯୋଗୁ ଉତ୍ତେଜନା ସୃଷ୍ଟି ହୋଇଛି। ଜିଲା ପ୍ରଶାସନ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍‌ ସେବାକୁ...

Advertisement
Archives

Model This Week