Posted inଜାତୀୟ

ଅନୁଚ୍ଛେଦ ୩୭୦ ଉଚ୍ଛେଦ: ଦେଶର ସୁରକ୍ଷାକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଅନ୍ତୁ ସରକାର କହିଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୧୬।୯ : ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ନେଇ ସୋମବାର ସୁପ୍ରିମ୍‌କୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସରକାର ଦେଶର ସୁରକ୍ଷାକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଅନ୍ତୁ ବୋଲି ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି। ଏ ସମ୍ପର୍କିତ ୮ଟି ମାମଲାର ବିଚାର କରି ପ୍ରଧାନ ବିଚାରପତି ରଞ୍ଜନ ଗୋଗାଇ କେନ୍ଦ୍ର ସରକାରଙ୍କୁ କୌଣସି ନିର୍ଦ୍ଦେଶ ଜାରି କରିବାକୁ ମନା କରିଛନ୍ତି। ତେବେ ସରକାର ଜମ୍ମୁ-କଶ୍ମୀରରେ ଯୋଗାଯୋଗ ବ୍ୟବସ୍ଥାର ସୁଧାର ଲାଗି ପ୍ରୟାସ କରିବା ଆବଶ୍ୟକ ବୋଲି ଗୋଗୋଇ କହିଛନ୍ତି। ସୋଲିସିଟର ଜେନେରାଲ ତୁଷାର ମେହେଟା ଅଦାଲତରେ କହିଥିଲେ ଯେ, ଅଗଷ୍ଟ ୫ଠାରୁ ଇତିମଧ୍ୟରେ ଜମ୍ମୁ-କଶ୍ମୀରରେ କୌଣସି କ୍ଷୟକ୍ଷତି ହୋଇନାହିଁ। ଏଠାକାର ୮୭ ପ୍ରତିଶତ ଅଞ୍ଚଳରୁ ପ୍ରତିବନ୍ଧକ ହଟାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତକଙ୍କ ଚିତ୍କାର, ସରକାରୀ ବାବୁ ମତେ ଜୀବିତ କର…

ଆଗ୍ରା, ୩।୮ : ଉତ୍ତରପ୍ରଦେଶର ଜଣେ ବ୍ୟକ୍ତି ଜୀବିତ ହୋଇ ମଧ୍ୟ ସରକାରୀ କାଗଜ ପତ୍ରରେ ମୃତ ଘୋଷିତ। ନାମ ହେଉଛି ଗଙ୍ଗା ସିଂ। ବୟସ...

ଯୋଗୀଙ୍କୁ ଝଟ୍‌କା: ୫ ମନ୍ତ୍ରୀ ଦେଲେ ଇସ୍ତଫା

ଲକ୍ଷ୍ନୌ,୨୦।୮: ଉତ୍ତରପ୍ରଦେଶରେ ଯୋଗୀ ସରକାରଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ପୂର୍ବରୁ ରାଜନୈତିକ ହଟ୍ଟଚମଟ୍ଟ ସୃଷ୍ଟି ହୋଇଛି। ମଙ୍ଗଳବାର ୫ଜଣ ମନ୍ତ୍ରୀ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ପ୍ରଥମେ...

ପିତାଙ୍କୁ ଦେଖି କାନ୍ଦିଲେ ନିର୍ଭୟା ଦୋଷୀ ବିନୟ ଶର୍ମା

ନୂଆଦିଲ୍ଲୀ,୧୫।୧: ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ଦୋଷୀମାନେ କରିଥିବା ଶେଷ ପ୍ରୟାସ ବି ଫେଲ ମାରିଛି। ଆସନ୍ତା ୨୨ ତାରିଖ ସକାଳ ୭ଟାରେ ଫାଶୀ...

ଜେଲକୁ ଫେରିଲେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଆଶିଷ ମିଶ୍ରା

ଲଖିମପୁର ଖେରି, ୨୭ା୧୦: ଉତ୍ତରପ୍ରଦେଶ ଲଖିମପୁର ଖେରି ହିଂସା ମାମଲାରେ ଗିରଫ ହୋଇଥିବା କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ  ହସ୍ପିଟାଲରୁ ଜେଲକୁ ଫେରିଛନ୍ତି। ଡେଙ୍ଗୁରେ...

ସ୍ତ୍ରୀଙ୍କ ସହ ରହିବା ଜିଦ୍‌: ତିହାର ଜେଲ୍‌ରେ ଠକ ସୁକେଶଙ୍କ ଅନଶନ

ନୂଆଦିଲ୍ଲୀ,୧୭।୫: ୨୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଠକେଇ ସହ ଅଭିନେତ୍ରୀଙ୍କୁ ମହଙ୍ଗା ଉପହାର ଦେବା ମାମଲାରେ ଗିରଫ ହୋଇଥିବା ଠକ ସୁକେଶ ଚନ୍ଦ୍ର ଶେଖର ଅନଶନରେ...

ଭୋଟରଙ୍କୁ ସାଧାରଣ ବୋଲି ଭାବିବା ଭୁଲ: ଇନ୍ଦିରା, ଅଟଳ ବି ହାର ମାନିଥିଲେ

ମୁମ୍ବାଇ,୧୧।୭: ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରି ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି(ଏନ୍‌ସିପି) ଅଧ୍ୟକ୍ଷ ଶରଦ ପାଓ୍ବାର କହିଛନ୍ତି ରାଜନେତାମାନେ ଭୋଟରଙ୍କୁ ସାଧାରଣ ଭାବିବା ଭୁଲ୍‌। ଶକ୍ତିଶାଳୀ...

ମନରେଗାର ଗୁରୁତ୍ୱ ଉପଲବ୍ଧି କରୁଛନ୍ତି ମୋଦି ସରକାର: ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୮।୬: କରୋନା ସଂକ୍ରମଣ ସମୟରେ ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଏପରିସ୍ଥଳେ ମନରେଗା ଦ୍ୱାରା ଶ୍ରମିକ ଏବଂ ଦିନ ମଜୁରିଆଙ୍କ ପାଖରେ ସରକାରଙ୍କ ଆର୍ଥିକ ସହାୟତା...

ଦେଶର ସ୍ଥିତିକୁ ନେଇ ଚିନ୍ତିତ: ପଦ୍ମଶ୍ରୀ ଫେରାଇବେ ଉର୍ଦ୍ଦୁ ଲେଖକ ମୁଜ୍‌ତବା ହୁସେନ

ହାଇଦ୍ରାବାଦ,୧୯।୧୨: ପ୍ରଖ୍ୟାତ ଉର୍ଦ୍ଦୁ ଲେଖକ, ବ୍ୟଙ୍ଗକାର ତଥା ସିତାର ବାଦକ ମୁଜ୍‌ତବା ହୁସେନ ତାଙ୍କୁ ମିଳିଥିବା ପଦ୍ମଶ୍ରୀ ପୁରସ୍କାର ସରକାରଙ୍କୁ ଫେରାଇଦେବେ। ନୂଆ ନାଗରିକତ୍ୱ ସଂଶୋଧନ...

Advertisement
Archives

Model This Week