Posted inଜାତୀୟ

ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଘାଟିରେ ଖୋଲିଲା ସମସ୍ତ ସ୍କୁଲ

ଶ୍ରୀନଗର,୨୧।୧୧: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦର ୧୦୮ ଦିନ ପରେ ଏବେ ଘାଟିର ସମସ୍ତ ସ୍କୁଲ ଖୋଲି ଯାଇଥିବା ଖବର ମିଳିଛି। ଏବେ କିନ୍ତୁ ପିଲାମାନେ ୟୁନିଫର୍ମ ବଦଳରେ ସାଧାରଣ ପୋଷାକରେ ସ୍କୁଲ ଯାଉଛନ୍ତି। ଆତଙ୍କବାଦୀ ଆକ୍ରମଣ ଆଶଙ୍କା କରି ସରକାରଙ୍କ ପକ୍ଷରୁ ଏମିତି ବ୍ୟବସ୍ଥା ଗ୍ରହଣ କରାଯାଇଛି।  ସମସ୍ତ ହସ୍ପିଟାଲ, କୋର୍ଟ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ସାମାନ୍ୟ ଭାବେ ଚାଲିଥିବା କୁହାଯାଉଛି। ସୂଚନାଯାଗ୍ୟ, ଜମ୍ମୁ-କଶ୍ମୀରରେ ଗତ ଅଗଷ୍ଟରେ ଅନୁଚ୍ଛେଦ ୩୭୦ ଓ ୩୫ଏ ଉଚ୍ଛେଦ ପରେ ସୁରକ୍ଷାକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ବନ୍ଦ ସହ ଇଣ୍ଟରନେଟ୍‌ ସେବାକୁ ମଧ୍ୟ ବନ୍ଦ କରି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୟୋତିର୍ବିଦ୍‌ ବେଜାନ ଦାରୁଓ୍ବାଲାଙ୍କ ପରଲୋକ

ନୂଆଦିଲ୍ଲୀ,୨୯ା୫- ଖ୍ୟାତନାମା ଜ୍ୟୋତିର୍ବିଦ୍‌ ବେଜାନ ଦାରୁଓ୍ବାଲାଙ୍କର ଶୁକ୍ରବାର ପରଲୋକ ହୋଇଛି। ତାଙ୍କୁ ୮୯ ବର୍ଷ ହୋଇଥିଲା। ଶ୍ୱାସକ୍ରିୟାରେ କଷ୍ଟ ଅନୁଭବ କରିବାରୁ ଗତ ସପ୍ତାହରେ ତାଙ୍କୁ...

ଘନ କୁହୁଡ଼ି ଯୋଗୁ ୪୮୧ ଟ୍ରେନ୍‌ ବାତିଲ…

ନୂଆଦିଲ୍ଲୀ, ୨୪।୧ : ସାରା ଦେଶରେ ପ୍ରବଳ ଥଣ୍ଡା ଏବଂ ଘନ କୁହୁଡ଼ି ଯୋଗୁ ରେଲଓ୍ବେର ସମସ୍ୟା ବୃଦ୍ଧି ପାଇଛି। ଘନ କୁହୁଡ଼ି ଯୋଗୁ ୪୮୧...

୧୫ବର୍ଷୀୟ ବାଳକଙ୍କ କରୋନାରେ ମୃତ୍ୟୁ: ରାଜସ୍ଥାନରେ ମୃତ୍ୟୁସଂଖ୍ୟା ୬୫କୁ ବୃଦ୍ଧି

ଜୟପୁର,୨।୫: ରାଜସ୍ଥାନରେ କରୋନା ଭାଇରସ୍‌ର ପ୍ରକୋପ ଜାରି ରହିଛି। ଶନିବାର ରାଜ୍ୟରେ କରୋନା ଯୋଗୁ ୩ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଜଣେ ୧୫ବର୍ଷୀୟ ବାଳକ...

ଟୁଇଟର ବାୟୋରୁ ଦଳର ନାମ ହଟାଇଲେ ହାର୍ଦ୍ଦିକ

ଗାନ୍ଧୀନଗର,୨।୫: ଗୁଜୁରାଟରେ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଏକ ବଡ଼ ଧରଣର ଝଟ୍‌କା ଲାଗିପାରେ। କଂଗ୍ରେସର କାର୍ଯ୍ୟକାରୀ ଅଧ୍ୟକ୍ଷ ହାର୍ଦ୍ଦିକ ପଟେଲଙ୍କ ଦଳ ଛାଡିବା ନେଇ...

ରାଜ୍ୟପାଳଙ୍କୁ ଅଟକାଇଲେ ଟିଏମ୍‌ସି ବିଧାୟକ

କୋଲକାତା,୯ା୩: ପଶ୍ଚିମବଙ୍ଗ ବିଧାନସଭାରେ ସୋମବାର ବଜେଟ ଅଧିବେଶନର ପ୍ରଥମ ଦିନରେ ଅପ୍ରୀତିକର ସ୍ଥିତି ଦେଖିବାକୁ ମିଳିଥିଲା। ପୌର ନିର୍ବାଚନ ପରବର୍ତ୍ତୀ ହିଂସା ଘଟଣାକୁ ନେଇ ଭାଜପା...

ବେକାରୀ ଯୁବତୀ ଯୁବକଙ୍କୁ ମିଳିବ ମାସିକ ଭତ୍ତା

ରାୟପୁର,୨୬।୧: ରାଜ୍ୟରେ ବେକାରୀ ଯୁବତୀ ଯୁବକଙ୍କୁ ମିଳିବ ମାସିକ ଭତ୍ତା। ଚଳିତ ବର୍ଷ ହେବାକୁ ଥିବା ଛତିଶଗଡ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ...

ପଲିଗ୍ରାଫ୍‌ ପରେ ନାର୍କୋ ଟେଷ୍ଟରେ ମଧ୍ୟ ନିଜ ଅପରାଧ ସ୍ବୀକାର କଲେ ଆଫ୍‌ତାବ

ନୂଆଦିଲ୍ଲୀ,୧।୧୨: ଶ୍ରଦ୍ଧା ହତ୍ୟାକାଣ୍ଡ ମାମଲାରେ ଅଭିଯୁକ୍ତ ଆଫ୍‌ତାବ ଅମିନ ପୁନାୱାଲାଙ୍କ ନାର୍କୋ ଟେଷ୍ଟ ଗୁରୁବାର ଦିଲ୍ଲୀର ରୋହିଣୀ ସ୍ଥିତ ଡା.ଭୀମାରାଓ ଆମ୍ବେଦକର ହସ୍ପିଟାଲରେ ହୋଇଛି। ଆଫ୍‌ତାବଙ୍କ...

ପ୍ରବଳ ବର୍ଷା ଯୋଗୁ ରାଜ୍ୟରେ ସ୍କୁଲ, କଲେଜ ବନ୍ଦ

ବେଙ୍ଗାଲୁରୁ,୭।୭: ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରଭାବରେ କର୍ନାଟକରେ ଗତ କିଛି ଦିନ ହେବ ପ୍ରବଳ ବର୍ଷା ଲାଗି ରହିଛି। ତେବେ ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳରେ ଆହୁରି ଅତ୍ୟଧିକ...

Advertisement
Archives

Model This Week