Posted inଜାତୀୟ

ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନର ଷଡ଼ଯନ୍ତ୍ର ହୋଇଛି ବିଫଳ: ସେନାଧ୍ୟକ୍ଷ

ନୂଆଦିଲ୍ଲୀ,୧୫।୧: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ର ଉଚ୍ଛେଦ ପରେ ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନର ପକ୍ଷରୁ ହୋଇଥିବା ଷଡ଼ଯନ୍ତ୍ର ବିଫଳ ହୋଇଛି। ୭୨ତମ ସେନା ଦିବସ ପାଳନ ଅବସରରେ ସେନାଧ୍ୟକ୍ଷ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ଏହା କହିଛନ୍ତି। ଭାରତୀୟ ସେନା ଯେ କୌଣସି ଆହ୍ବାନର ମୁକାବିଲା ପାଇଁ ପ୍ରସ୍ତୁତ। ଜମ୍ମୁ-କଶ୍ମୀରରେ ସେନା ପକ୍ଷରୁ ଜିରୋ ଟଲୋରାନ୍ସ୍‌ ଯୋଜନା ଗ୍ରହଣ କରାଯାଇଛି। ଫଳରେ ଆତଙ୍କବାଦୀ ଅନୁପ୍ରବେଶ ଘଟଣା କମିବାରେ ଲାଗିଛି ବୋଲି ନରାଓ୍ବଣେ କହିଛନ୍ତି। ଏହି ଅବସରରେ ସେ ଯବାନଙ୍କୁ ସମ୍ମାନୀତ କରିଛନ୍ତି। ପ୍ରଥମଥର ପାଇଁ ସେନା ଦିବସ ପରେଡରେ ପୁରୁଷଙ୍କ କଣ୍ଟିଜେଣ୍ଟ୍‌ର ନେତୃତ୍ୱ ଆର୍ମି କ୍ୟାପଟେନ୍‌ ତାନିଆ ଶେରଗିଲ୍‌ ନେଇଛନ୍ତି। ଏପରି କରି ସେ ପ୍ରଥମ ମହିଳା କ୍ୟାପଟେନ୍‌ ପାଲଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

ସ୍କୁଲ-କଲେଜ ଛୁଟି ଘୋଷଣା

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ବଢ଼ି ଚାଲିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଗତ ୪ ଦିନ ହେବ ଜିଲାରେ ପ୍ରାୟ ୪୧ରୁ ୪୨ ଡିଗ୍ରୀ ଉପରେ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ଇରାନର ବଡ଼ ଘୋଷଣା: ହର୍ମୁଜକୁ ସମ୍ପୂର୍ଣ୍ଣ ଖୋଲିଦେଇ କହିଲା ଏଥର…

ତେହରାନ,୧୭ା୪: ଇସ୍ରାଏଲ-ଲେବାନନ ଅସ୍ତ୍ରବିରତି ପରେ ବଡ଼ ଘୋଷଣା କରିଛି ଇରାନ। ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ଖୋଲି ଦେଇଥିବା କହିଛନ୍ତି ଇରାନର ବୈଦେଶିକ ମନ୍ତ୍ରୀ ସୟଦ ଆବାସ ଆରାଘଚି।…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri