Posted inଜାତୀୟ

ଅନୁଚ୍ଛେଦ ୩୭୦ ଉଚ୍ଛେଦ ବିଲ୍‌ ଆଗତ ସମୟରେ ମନରେ ଥିଲା ଭୟ: ଅମିତ ଶାହ

ଚେନ୍ନାଇ,୧୧।୮: ରାଜ୍ୟ ସଭାରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ବିଲ୍‌ ଆଗତ ସମୟରେ ମନରେ ଭୟ ଥିଲା ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କହିଛନ୍ତି। ତାମିଲନାଡୁର ଚେନ୍ନାଇରେ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁଙ୍କ ଜୀବନୀ ଉପରେ ପ୍ରକାଶିତ ପୁସ୍ତକ ‘ ଲିଶିନିଂ, ଲର୍ଣ୍ଣିଂ ଆଣ୍ଡ୍‌ ଲିଡିଂ’ର ଲୋକାର୍ପଣ ଅବସରରେ ଶାହ ସମବେତ ଜନତାଙ୍କ ସମ୍ମୁଖରେ ଏଭଳି କହିଛନ୍ତି। ରାଜ୍ୟ ସଭାରେ ଏନଡିଏ ସଂଖ୍ୟା ଗରିଷ୍ଠ ନ ଥିଲେ ମଧ୍ୟ ଏହାକୁ ପ୍ରଥମେ ସେଠାରେ ଆଗତ କରାଇବା ପାଇଁ ଶାହ ଯୋଜନା କରିଥିଲେ। ଏହାପରେ ବିଲ୍‌କୁ ଲୋକ ସଭାରେ ଆଗତ କରାଇବା ଲାଗି ଶାହ ଚାହୁଁଥିଲେ ବୋଲି କହିଛନ୍ତି। ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏବେ ଜମ୍ମୁ-କଶ୍ମୀରରେ ଆତଙ୍କବାଦ ଶେଷ ହେବା ସହିତ ସ୍ଥାନୀୟ ଲୋକଙ୍କ ବିକାଶ ସମ୍ଭବ ହୋଇପାରିବ ବୋଲି ଶାହ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ଉଠାଇବେ ସୋନମ ୱାଙ୍ଗଚୁକଙ୍କ ଚିକିତ୍ସା ଖର୍ଚ୍ଚ: ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରେ ଭର୍ତ୍ତି ହେବା ପରେ ସବୁଠାରୁ ବଡ଼ ପ୍ରଶ୍ନ ଏହା ଯେ ଏହି ଚିକିତ୍ସା ପାଇଁ ହେଉଥିବା ମୋଟ ଖର୍ଚ୍ଚ କିଏ ଦେବ? ବର୍ତ୍ତମାନ ପର୍ଯ୍ୟନ୍ତ…

ପୋଲିସ ସହ ଛାତ୍ରୀଛାତ୍ରଙ୍କ ଘମାଘୋଟ ସଂଘର୍ଷ: ଦିଲ୍ଲୀ ପରେ ଏବେ ଏଇଠି ତେଜିଲା ଆନ୍ଦୋଳନ, CJPକୁ ସମର୍ଥନ କରି…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ସଂସଦ ଭବନ ମାର୍ଚ୍ଚ ସମୟରେ ଯେପରି ଚିତ୍ର ସାମ୍ନାକୁ ଆସିଥିଲା, କିଛି ସେହିପରି ଚିତ୍ର ବୁଧବାର ରାଜଧାନୀ ପାଟନାରେ ଦେଖିବାକୁ ମିଳିଛି। ‘ଆଇସା’ (AISA)…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri