ଅନୁଚ୍ଛେଦ ୩୭୦ ଉଚ୍ଛେଦ: ଭାରତକୁ ସମର୍ଥନ କଲା ରୁଷିଆ

ମସ୍କୋ,୨୮।୮: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ମାମଲାରେ ପାକିସ୍ତାନକୁ ପୁଣି ଏକ ଝଟକା ଲାଗିଛି। ବୁଧବାର ରୁଷିଆ ରାଜନେତା ନିକୋଲେ କୁଦାଶେଭ୍‌ କହିଛନ୍ତି ଯେ, ଏହା ସମ୍ପୂର୍ଣ୍ଣ ଭାବେ ଭାରତର ଆଭ୍ୟନ୍ତରୀଣ ମାମଲା। ଭାରତର ନିଷ୍ପତ୍ତି ଯୁକ୍ତିଯୁକ୍ତ ତଥା ନ୍ୟାୟ ସଙ୍ଗତ। ତେବେ ଭାରତ ପାକିସ୍ତାନ ଶିମଲା ଏବଂ ଲାହୋର ଚୁକ୍ତି ଅନୁସାରେ ନିଜ ମଧ୍ୟରେ ଆଲୋଚନା କରିବାର ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଭିଡ୍‌ ମୂଳକୁ ଖୋଜ

ଓ୍ବାଶିଂଟନ, ୧ା୬: କୋଭିଡ୍‌-୧୯ର ମୂଳ ଖୋଜି ବାହାର କରିବା ସହ ଭବିଷ୍ୟତ ମହାମାରୀ ଆଶଙ୍କାକୁ ରୋକିବାକୁ ହେବ। ଏଥିପାଇଁ ସାରା ବିଶ୍ୱ ଚାଇନା ସରକାରଙ୍କ ସହଯୋଗ...

କ୍ରିମିଆ ବ୍ରିଜ୍‌ ବିସ୍ଫୋରଣ ଘଟଣା: ୮ ଗିରଫ

ମସ୍କୋ,୧୨ା୧୦: କ୍ରିମିଆ ବ୍ରିଜ୍‌ ବିସ୍ଫୋରଣ ଘଟଣାରେ ରୁଷିଆର ସଂଘୀୟ ସୁରକ୍ଷା ସେବା ଫେଡେରାଲ ସିକ୍ୟୁରିଟି ସର୍ଭିସ (ଏଫ୍‌ଏସ୍‌ବି) ୮ ଜଣଙ୍କୁ ଗିରଫ କରିଛି। ୟୁକ୍ରେନ ପ୍ରତିରକ୍ଷା...

ସତର୍କ କରାଇଥିଲେ ସୁ ଚୀ

ୟାଙ୍ଗୁନ, ୩।୨: ମ୍ୟାନ୍‌ମାରରେ ଗଣତାନ୍ତ୍ରିକ ସଂସ୍କାର ସଫଳ ହେବ ଯଦି ଦେଶର ପ୍ରଭାବଶାଳୀ ସୈନ୍ୟବାହିନୀ ପରିବର୍ତ୍ତନକୁ ଗ୍ରହଣ କରିନିଏ। ପାଞ୍ଚ ଦଶନ୍ଧିର ସାମରିକ ଶାସନ ପରେ...

ବିଭିନ୍ନ ଗାଁରେ ନରସଂହାର: ୬୦ ମୃତ ଦେହ ମିଳିଲା…

କୀନସାସା,୨୭।୪ : ପୂର୍ବ କଙ୍ଗୋର ଉତ୍ତର କିଭୁ ପ୍ରଦେଶର କେତେକ ଗ୍ରାମରେ ୬୦ ଜଣଙ୍କ ମୃତଦେହ ମିଳିଛି। ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି। ସୂଚନା ଅନୁଯାୟୀ,...

ରକ୍ତରଞ୍ଜିତ ହେଲା ସାକ୍ରମେଣ୍ଟୋ ସହର

ସାନ ଫ୍ରାନସିସ୍କୋ,୩।୪: କାଲିଫର୍ନିଆର ସାକ୍ରାମେଣ୍ଟୋ ସହରରେ ରବିବାର ସକାଳେ ଘଟିଥିବା ଗୁଳିକାଣ୍ଡରେ ୬ ଜଣଙ୍କ ମୃତ୍ୟୁ ହୋଇଛି। ଅନ୍ୟ ୯ ଜଣ ଏହି ଘଟଣାରେ ଆହତ...

ଜଳୁଛି ଆମାଜନ ଜଙ୍ଗଲ

ହୁମାଇଟା,୨୪।୮: ବିଶ୍ୱର ଫୁସ୍‌ଫୁସ୍‌ କୁହାଯାଉଥିବା ସର୍ବବୃହତ ବିଷୁବ ମଣ୍ଡଳୀୟ ଜଙ୍ଗଲ ଆମାଜନର ବହୁ ଅଞ୍ଚଳ ହୁ ହୁ ହୋଇ ଜଳୁଛି। ପୃଥିବୀକୁ ୨୦ ପ୍ରତିଶତ ଅମ୍ଳଜାନ...

ମାଡ଼ି ଆସୁଛି ନୂଆ ମହାମାରୀ: ଚାଇନାରେ ଲୋକଙ୍କଠାରେ ଏଚ୍‌-୧୦-ଏନ୍‌-୩ ଭୁତାଣୁ ଚିହ୍ନଟ…

ବେଜିଂ,୧।୬: କରୋନା ମହାମାରୀର ଅନ୍ତୁଡ଼ିଶାଳ ଚାଇନାର ଉହାନ୍‌ ସହର ପାଲଟିଥିଲା। ଏହାଯୋଗୁୂ ପୃଥିବୀରେ ଦେଖାଦେଇଥିବା ଆତଙ୍କ ଏବେ ବି ଥମିନି। ଏପରିସ୍ଥଳେ ଚାଇନାରେ ପୁଣି ଏକ...

ମ୍ୟାନମାରରେ ଫସିରହିଥିବା ୪୫ ଭାରତୀୟଙ୍କୁ ଉଦ୍ଧାର କଲା ବୈଦେଶିକ ମନ୍ତ୍ରଣାଳୟ

ନାପିଦ୍ୱ,୫।୧୦: ମ୍ୟାନମାରରେ ଫସିରହିଥିବା ଅନେକ ଭାରତୀୟଙ୍କୁ ବୈଦେଶିକ ମନ୍ତ୍ରଣାଳୟ ଉଦ୍ଧାର କରିଛି। ମ୍ୟାନମାରରେ ନକଲି ଚାକିରି ରାକେଟରେ ଫସିରହିଥିବା ୪୫ ଭାରତୀୟଙ୍କୁ ଏପର୍ଯ୍ୟନ୍ତ ଉଦ୍ଧାର କରାଯାଇସାରିଛି...

Advertisement
Archives

Model This Week