Posted inଜାତୀୟ

ଅନୁଚ୍ଛେଦ ୩୭୦: ବଡ଼ ଖଣ୍ଡପୀଠରେ ହେବନି ଶୁଣାଣି

ନୂଆଦିଲ୍ଲୀ,୨।୩: ଅନୁଚ୍ଛେଦ ୩୭୦ର ଶୁଣାଣି ୭ ଜଣିଆ ବଡ଼ ଖଣ୍ଡପୀଠରେ ହେବନି। ଏହାର ବିଚାର ୫ ଜଣିଆ ଖଣ୍ଡପୀଠରେ କରାଯିବ ବୋଲି ସୋମବାର ସୁପ୍ରିମ୍‌କୋର୍ଟ ପ୍ରକାଶ କରିଛନ୍ତି। ଗତବର୍ଷ ଅଗଷ୍ଟ ୫ରେ ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଯିବା ବିରୋଧରେ ସର୍ବୋଚ୍ଚ ନ୍ୟାୟାଳୟରେ ଆବେଦନ କରାଯାଇଥିଲା। ଏହାର ବୈଧତା ନେଇ ଆବେଦନରେ ପ୍ରଶ୍ନ କରାଯାଇଥିଲା। ସୂଚନାଯୋଗ୍ୟ, ଏବେ ଏହାର ଶୁଣାଣି ବିଚାରପତି ଏନ୍‌.ବି. ରମନ୍ନାଙ୍କ ନେତୃତ୍ୱରେ ଗଠିତ ୫ ଜଣିଆ ଖଣ୍ଡପୀଠରେ ଜାରି ରହିଛି। ଜାନୁୟାରୀ ୨୩ରେ ଖଣ୍ଡପୀଠ ରାୟ ସଂରକ୍ଷିତ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସାମରେ ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ ନେଲାଣି ୫୬ ଜୀବନ: ସ୍ବାସ୍ଥ୍ୟ ବିଭାଗର ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ

ଦିଶପୁର,୮।୭: ଆସାମରେ ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ ଆତଙ୍କ ଦେଖାଦେଇଛି। ଗତ ଏପ୍ରିଲରୁ ଏବେ ପର୍ଯ୍ୟନ୍ତ ଏହି ରୋଗରେ ୫୬ଜଣଙ୍କ ଜୀବନ ଯାଇଥିବା ସୂଚନା ମିଳିଛି। ସେହିପରି ଗତ...

ମହାମାରୀ ମୁକାବିଲା ପାଇଁ ପୁଣି ପ୍ରସ୍ତୁତି, ରାଜ୍ୟକୁ କେନ୍ଦ୍ରର ଚିଠି…

ନୂଆଦିଲ୍ଲୀ, ୨୨।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ସଂକ୍ରମଣ ବ୍ୟାପିବାରେ ଲାଗିଛି। ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ ସଂକ୍ରମଣକୁ ନେଇ କେନ୍ଦ୍ର...

ମୁମ୍ବାଇରେ ହାଇ ପ୍ରୋଫାଇଲ ସେକ୍ସ ର଼୍ୟାକେଟ: ହୋଟେଲରୁ ୩ ଅଭିନେତ୍ରୀ ଗିରଫ

ମୁମ୍ବାଇ, ୨୪।୧୦: ମୁମ୍ବାଇ ଉପନଗର ଗୋରେଗାଓଁର ଏକ ୫ଷ୍ଟାର ହୋଟେଲରେ ଚାଲିଥିଲା ସେକ୍ସ ର଼୍ୟାକେଟ୍‌। ବିଶେଷ ସୂତ୍ରରୁ ଖବର ପାଇ ଶୁକ୍ରବାର ରାତିରେ ପୋଲିସ ଉକ୍ତ...

ରାଜସ୍ଥାନରୁ ରାଜ୍ୟ ସଭା ଯିବେ ମନମୋହନ

ନୂଆଦିଲ୍ଲୀ,୩ା୭ (ପି.ଟି.): ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ମନମୋହନ ସିଂ ରାଜସ୍ଥାନରୁ ରାଜ୍ୟ ସଭାକୁ ଯିବେ। କଂଗ୍ରେସ ପକ୍ଷରୁ ଏନେଇ ପ୍ରସ୍ତୁତି ଶେଷ...

ତୃତୀୟ ଝିଅ ହେବାରୁ ମନ୍ଦିର ବାହାରେ ଛାଡିଦେଇ ମା’ ରଚିଲେ ଅପହରଣ ନାଟକ, ଆଉ ତା’ପରେ…

ନୂଆଦିଲ୍ଲୀ,୧୦।୨: ମଧ୍ୟ ଦିଲ୍ଲୀର ଦେଶବନ୍ଧୁ ଗୁପ୍ତା ରୋଡ ପୋଲିସ ଷ୍ଟେଶନ ଅଞ୍ଚଳରେ ଏକ ଅଜବ ଘଟଣା ଘଟିଛି। ତୃତୀୟ ଝିଅ ହେବାରୁ ମନ୍ଦିର ବାହାରେ ଶିଶୁକୁ...

କେତେ ଟଙ୍କା କ୍ଷତି ପୂରଣ ଦିଆଯିବ ନିଶ୍ଚିତ କରନ୍ତୁ ସରକାର, ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ..

ନୂଆଦିଲ୍ଲୀ,୩୦।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ମୃତ୍ୟୁ ଘଟିଥିବା ମୃତକଙ୍କ ପରିବାର ସଦସ୍ୟଙ୍କୁ ଅନୁକମ୍ପାମୂଳକ ଆର୍ଥିକ ସହାୟତା ଯୋଗାଇ ଦେବା ନେଇ ସୁପ୍ରିମ୍‌କୋର୍ଟ କେନ୍ଦ୍ର...

ନିର୍ବାଚନ ପ୍ରଚାର କରିପାରିବେ ନାହିଁ ମମତା

କୋଲକାତା, ୧୨ା୪- ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ପ୍ରଚାର ଉପରେ ପ୍ରତିବନ୍ଧକ ଲଗାଇଛନ୍ତି ନିର୍ବାଚନ ଆୟୋଗ (ଇସି)। ତୃଣମୂଳ କଂଗ୍ରେସ ସୁପ୍ରିମୋ ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ...

ଜୁଲାଇରୁ ୧ରୁ ୩୦୦ୟୁନିଟ୍‌ ଯାଏ ମାଗଣା ବିଦ୍ୟୁତ୍‌ ସେବା

ଚଣ୍ଡିଗଡ଼,୧୬।୪: ପଞ୍ଜାବରେ ଭଗଓ୍ବନ୍ତ ମାନ ସରକାର କ୍ଷମତାକୁ ଆସିବାର ମାସେ ପୁରିଯାଇଛି। ୩୦ଦିନର ରିପୋର୍ଟ କାର୍ଡ ପ୍ରସ୍ତୁତ କରାଯାଇଥିବା ବେଳେ ଏଏପି ସରକାର ନିଜର ନିର୍ବାଚନ...

Advertisement
Archives

Model This Week