ଅନୁଧ୍ୟାନ କଲେ ଏସ୍‌ପି

ସମ୍ବଲପୁର, ୩୦।୩ (ବ୍ୟୁରୋ)- ସଂପ୍ରତି ଲକ୍‌ ଡାଉନ ଯୋଗୁ ସମ୍ବଲପୁର ସହର ପ୍ରଭାବିତ ହୋଇଛି । ଜନସାଧାରଣ ନିହାତି ଜରୁରୀ ନଥିଲେ ଘରୁ ବାହାରକୁ ବାହାରିବାକୁ ମନା କରାଯାଇଛି । ପ୍ରଧାନମନ୍ତ୍ରୀ ଅନୁରୋଧ କରିଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶପଥ କରାଇଛନ୍ତି । ଏହାକୁ ଦୃଷ୍ଟିରେ ରଖି ସମ୍ବଲପୁର ସହରରେ ଯାନବାହାନ କମ୍‌ ଭାବରେ ଚଳାଚଳ କରିବ ସେ ନେଇ ଜିଲା ପୋଲିସ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି । ବିଭିନ୍ନ ଛକ ଗୁଡିକରେ ପୋଲିସ କର୍ମଚାରୀ ଓ ଅଧିକାରୀମାନଙ୍କୁ ମୁତୟନ କରାଯାଇଛି । ସୋମବାର ଏହି କ୍ରମରେ ସମ୍ବଲପୁର ଏସପି କନୱର ବିଶାଳ ସିଂ ଗଙ୍ଗାଧର ମେହେର (ଜିଏମ) କଲେଜ ଛକରେ ପହଞ୍ଚତ୍ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କ ସହ ଆଲୋଚନା କରିଥିଲେ । ଏଥିସହ ନିକଟସ୍ଥ ଔଷଧ ଦୋକାନୀ ପ୍ରଶାନ୍ତ କୁମାର ରଥଙ୍କ ସହ ଆଲୋଚନା କରିଥିବା ଦେଖିବାକୁ ମିଳିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ରୂପ ନେବ କୋଇଲା ନଗରୀ

ଅନୁଗୋଳ ଅଫିସ, ୯ା୬ ଅମିତ କୁମାର ସାମଲ  – କଳାହୀରାର ସହର ତାଳଚେରର ହେବ ନବକଳେବର। ନୂଆରୂପ ପାଇବ କୋଇଲା ନଗରୀ। ଆଖି ଝଲସାଇଦେଲା ଭଳି...

ଆବାସ ଯୋଜନାରେ ସହାୟତା ପ୍ରଦାନରେ ବିଳମ୍ବ: ବିଡିଓଙ୍କୁ ଦାବିପତ୍ର ଦେଲେ ହିତାଧିକାରୀ

କୋରେଇ,୨୨ା୧୧(ସ୍ବ.ପ୍ର.): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ଜହ୍ନା ପଞ୍ଚାୟତର ବହୁ ହିତାଧିକାରୀ ୧ ବର୍ଷ ହେବ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ବିଜୁ ଆବାସ...

ଖାଦ୍ୟ ବାଣ୍ଟିଲେ ଖଇରା ଥାନା ଆଇଆଇସି

ଖଇରା, ୩।୪(ଡି.ଏନ.ଏ.)-ଖଇରା ଥାନା ଆଇଆଇସି ସୁବ୍ରତ ବେହେରା ଗୁରୁବାର ବିଭିନ୍ନ ଗ୍ରାମକୁ ଯାଇ ଅସହାୟ ଲୋକଙ୍କୁ ଖାଦ୍ୟ ବଣ୍ଟନ କରିଛନ୍ତି ା ନନ୍ଦୁର ଗ୍ରମ ଆଦିବାସୀ...

ଆଇପିଏଲ୍‌ ବେଟିଂ ଧରିଲା ପୋଲିସ

ବ୍ରହ୍ମପୁର ଅଫିସ,୧୧ା୧୦: ଗଞ୍ଜାମ ଜିଲା ବ୍ରହ୍ମପୁର ସହରରେ ସୋମବାର ପୋଲିସ ଏକ ବଡ଼ ଧରଣର ଆଇପିଏଲ୍‌ କ୍ରିକେଟ୍‌ ବେଟିଂ କାରବାର ଠାବ କରିଛି। ପୋଲିସ ଏହି...

ବାଙ୍ଗାଲୋରରେ ଫସିଛନ୍ତି ଓଡ଼ିଆ: ବିସ୍କୁଟ ଖାଇ ବିତୁଛି ଦିନ

ବିଶୋଇ,୩୦ା୩(ଡି.ଏନ୍‌.ଏ.)- ‘ସାର ଆମକୁ ଆମ ଘରକୁ ନେଇ ଯାଆନ୍ତୁ। ଘର କଥା ମନେ ପଡୁଛି । ପାଖରେ ଟଙ୍କା ନାହିଁ ବିସ୍କୁଟ ଖାଇ ଦିନ କଟୁଛି’...

ସ୍ବାଧୀନତା ଲାଗି ନାରୀ ଆଜି ବି ସଂଘର୍ଷରତ

ପୁରୀ ଅଫିସ, ୧୩।୮: ପୁରୀର ନାଟ୍ୟାନୁଷ୍ଠାନ ‘ରଙ୍ଗଶାଳା’ ଆନୁକୂଲ୍ୟରେ ଅନ୍ନପୂର୍ଣ୍ଣା ରଙ୍ଗମଞ୍ଚରେ ଚାଲିଥିବା ଦ୍ୱାଦଶ ଜାତୀୟ ନାଟକ ମହୋତ୍ସବର ସୋମବାର ଥିଲା ଦ୍ୱିତୀୟ ଦିବସ। ଭୁବନେଶ୍ୱରର...

ଗଞ୍ଜାମରେ ୭୨ତମ ସାଧାରଣତନ୍ତ୍ର ଦିବସ: ମୁଖ୍ୟ ଅତିଥି ସାଜିଲେ ପରିବହନ ମନ୍ତ୍ରୀ

ଛତ୍ରପୁର,୨୬।୧(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ୭୨ ତମ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଛତ୍ରପୁର ରିଜର୍ଭ ପୋଲିସ ପଡିଆଠାରେ ମଙ୍ଗଳବାର ପାଳନ କରାଯାଇଛି। ଏହି ଅବସରରେ...

କନିଅଆଁ ଟୁସୁଙ୍କ ନୌବିହାର ମନମୋହିଲା

ବାଲେଶ୍ୱର ଅଫିସ, ୨୮।୫-ବାହାଘର ପାଇଁ ସରିଛି ଲଗ୍ନଧରା ଓ ଗୁଆମଙ୍ଗଳା। ଆସନ୍ତା ୩୦ତାରିଖରେ ଶୁଭ ପରିଣୟ। ବଧୂ ବେଶ ସାଜି ଝଲସି ଉଠିବେ ଟୁସୁ। ବାଜା,...

Advertisement


Archives

Model This Week