ଅନୁଭବଙ୍କୁ ହତ୍ୟା ଧମକ ଦେଇଥିବା ଯୁବକ ଗିରଫ

କଟକ ଅଫିସ/ଭୁବନେଶ୍ୱର,୧୯।୫(ବ୍ୟୁରୋ): ବିଜେଡି ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତିକୁ ହତ୍ୟା ଧମକ ଦେଇଥିବା ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ସେ ହେଲେ କାଳିଆ ବାରିକ। କାଳିଆ କଟକସ୍ଥିତ ଝାଞ୍ଜିରୀମଙ୍ଗଳା ଅଞ୍ଚଳରେ ରହି ମିସ୍ତ୍ରି କାମ କରୁଥିଲେ। କଟକ ସ୍ପେଶାଲ ସ୍କ୍ବାଡ୍‌ ଗୁଜରାଟରୁ ତାଙ୍କୁ ଗିରଫ କରି ପୁରୀଘାଟ ଥାନାରେ ରଖି ପଚରାଉଚରା କରୁଛି।
ସୂଚନାଯୋଗ୍ୟ, କାଳିଆ ଅନୁଭବଙ୍କ ଫୋନ୍‌କୁ ହ୍ବାଟ୍ସଆପ୍‌ ମେସେଜ୍‌ କରି ୧୦ ଲକ୍ଷ ଟଙ୍କା ମାଗିଥିଲେ। ଟଙ୍କା ନ ଦେଲେ ସେ ତାଙ୍କୁ ଜୀବନରୁ ମାରିଦେବେ ବୋଲି ହତ୍ୟା ଧମକ ଦେଇଥିଲେ। ଏ ନେଇ ଗତମାସରେ ପୁରୀଘାଟ ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ କାର୍ଯ୍ୟାନୁଷ୍ଠାନରେ ଭୟଭୀତ ହୋଇ ସେ ଗୁଜରାଟ ଚାଲିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକଳ୍ପ ନିର୍ମାଣରେ ଗୁଣବତ୍ତାକୁ ଉପେକ୍ଷା

ଯାଜପୁର ଅଫିସ,୩୧।୮: ରାଜ୍ୟରେ ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟରେ ୧୬,୬୭୬ କୋଟି ଟଙ୍କାର ୯୦ ମେଗା ପାଇପ ଜଳ ଯୋଗାଣ (ପିଡବ୍ଲ୍ୟୁଏସ୍‌) ପ୍ରକଳ୍ପର ନିର୍ମାଣ କାର୍ଯ୍ୟ...

୫୪୫ ପ୍ରାର୍ଥିପତ୍ର ଦାଖଲ କଲେ ଆଶାୟୀ

ବଅଁରପାଳ/ ବଇଣ୍ଡା/ ଛେଣ୍ଡିପଦା, ୧୮।୧(ଡି.ଏନ.ଏ.) ପଞ୍ଚାୟତ ନିର୍ବାଚନ ପାଇଁ ସୋମବାରଠାରୁ ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ ହୋଇଛି। ନିୟମ ଅନୁଯାୟୀ ଏହା ୨୧ ତାରିଖ ପର୍ଯ୍ୟନ୍ତ ଚାଲିବ।...

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା, ସ୍ବାମୀ ଗିରଫ

ଡାବୁଗାଁ,୨।୯(ଡି.ଏନ.ଏ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଅଧୀନ ସରଗୁଡା ଗ୍ରାମରେ ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ସ୍ବାମୀ ଟାଙ୍ଗିଆରେ ହାଣି ରବିବାର ବିଳମ୍ବିତ ରାତିରେ ହତ୍ୟା...

କର୍ଲାମୁଣ୍ଡା ସମବାୟ ସମିତି: ୨୩ ହଜାର କୁଇଣ୍ଟାଲ ଧାନ କିଣିବାକୁ ଲକ୍ଷ୍ୟ

କର୍ଲାମୁଣ୍ଡା,୨୯।୫(ଡି.ଏନ.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର କର୍ଲାମୁଣ୍ଡା ସମବାୟ ସମିତି ପକ୍ଷରୁ ବୁଧବାର ମଣ୍ଡି ଉଦ୍‌ଘାଟନ କରାଯାଇ ଧାନ କ୍ରୟ କରିବା ଆରମ୍ଭ ହୋଇଯାଇଛି।...

ଲାଗୁନି ସୂଚନା ଫଳକ

କେନ୍ଦୁଝର, ୧୨ା୪ (ସ୍ବ.ପ୍ର.) ସଦର ବ୍ଲକ ନେଲୁଙ୍ଗ ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ନବ ନିର୍ମିତ ଶ୍ରେଣୀ ଗୃହ ନିର୍ମାଣ କାର୍ଯ୍ୟ...

ଆଶାର ଉତ୍ସ

ଆଜିକାଲି ରୋଗୀମାନେ ସେମାନଙ୍କ ରୋଗ ଓ ତା’ର ଚିକିତ୍ସା ପାଇଁ ଇଣ୍ଟରନେଟ୍‌ ଉପରେ ଅତ୍ୟଧିକ ଭାବେ ନିର୍ଭର କରିବା ଏକ ବଡ଼ ସଙ୍କଟ ଭାବେ ଦେଖାଦେଇଛି।...

ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥାରେ ପରିବର୍ତ୍ତନ

ପୁରୀ ଅଫିସ,୧୭।୧୧: ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବ୍ୟବସ୍ଥାରେ ପରିବର୍ତ୍ତନ କରାଯାଇଛି। ସକାଳ ୭ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ। ଏହି...

ସ୍ମାର୍ଟସିଟିର ବାସ୍ତବ ଚିତ୍ରରୁ ବହୁ ଦୂରରେ ରାଜଧାନୀ:ଭାଜପା

ଭୁବନେଶ୍ୱର,୩୧।୮(ବ୍ୟୁରୋ): ମୋଦି ସରକାର ସ୍ମାର୍ଟ ସିଟି ତାଲିକାରେ ଭୁବନେଶ୍ୱରକୁ ଅନ୍ତର୍ଭୁକ୍ତ କରିବା ସହ ପର୍ଯ୍ୟାପ୍ତ ପରିମାଣର ଅନୁଦାନ ପ୍ରଦାନ କରିଛନ୍ତି ା ରାଜଧାନୀ ଭୁବନେଶ୍ୱର ଦେଶର...

Advertisement
Archives

Model This Week