ଅନୁଷ୍କା ଶର୍ମା ପ୍ରଯୋଜିତ ‘ବୁଲ୍‌ବୁଲ’ର ଟ୍ରେଲର ରିଲିଜ୍‌: ଅପରାଧ, ସସ୍‌ପେନ୍ସ, ପ୍ରେମରେ ଭରପୂର

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଦ୍ୱିତୀୟ ଓ୍ବେବ୍‌ ସିରିଜ୍‌ ‘ବୁଲବୁଲ’ର ଟ୍ରେଲର ରିଲିଜ୍‌ ହୋଇଛି। ଏଥିରେ ଅଭିନେତ୍ରୀ ତୃପ୍ତି ଡିମରୀଙ୍କୁ ବଙ୍ଗାଳୀ ବୋହୂ ଚରିତ୍ରରେ ଦେଖିବାକୁ ମିଳୁଛି। ସୁପରନେଚୁରାଲ କାହାଣୀ ଉପରେ ଆଧାରିତ ଏହି ଓ୍ବେବ୍‌ ସିରିଜ୍‌ ଅପରାଧ, ସସ୍‌ପେନ୍ସ ଏବଂ ପ୍ରେମ କାହାଣୀରେ ଭରପୂର। ଜୁନ୍‌ ୨୪ରେ ନେଟଫିକ୍ସରେ ‘ବୁଲବୁଲ’ ରିଲିଜ୍‌ ହେବାର ରହିଛି।
ଫିଲ୍ମର କହାଣୀ ୧୯ ଏବଂ ୨୦ ଶତାବ୍ଦୀର ପୃଷ୍ଠଭୂମି ଉପରେ ଆଧାରିତ। ଫିଲ୍ମର ପ୍ରମୁଖ ତଥା ବୁଲବୁଲ ଚରିତ୍ରରେ ତୃପ୍ତି ଅଭିନୟ କରୁଥିବା ବେଳେ ଅନ୍ୟ ଚରିତ୍ରରେ ରହିଛନ୍ତି ଅବିନାଶ ତିଓ୍ବାରୀ, ପାଓଲୀ ଡମ୍‌, ପରଂବ୍ରତ ଚାଟାର୍ଜୀ ଏବଂ ରାହୁଲ ବୋସ। ପିଲାଦିନେ ଶୋଇବା ସମୟରେ ଶୁଣୁଥିବା କାହାଣୀ ଯଦି ସତ ହୁଏ ତେବେ କ’ଣ ହେବ ବୋଲି ଅନୁଷ୍କା ଟ୍ରେଲର ରିଲିଜ୍‌ କରି ଏପରି ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାଡପତ୍ର ପରେ ଏହି ଅଭିନେତାଙ୍କୁ ମିଳିଛି ପ୍ରକୃତ ଜୀବନସାଥୀ

ବମ୍ବେ: ପ୍ରଥମ ବିବାହର ବିଫଳତା ପରେ ଜୀବନସାଥୀଟିଏ ମିଳିବା ସହଜ କଥା ନୁହେଁ। କିନ୍ତୁ କିଛି ବଲିଉଡ୍‌ କଳାକାରଙ୍କ କ୍ଷେତ୍ରରେ ଉକ୍ତିଟି ଭୂଲ ସାବ୍ୟସ୍ତ ହୋଇଛି।...

‘ଏକ୍‌ ଭିଲେନ୍‌’ ସିକୁଏଲରେ ନଜର ଆସିବେ ତାରା ସୁତରିୟା

୨୦୧୪ରେ ରିଲିଜ୍‌ ହୋଇଥିବା ସୁପରହିଟ୍‌ ଫିଲ୍ମ ‘ଏକ୍‌ ଭିଲେନ’କୁ ଦର୍ଶକ ବେଶ୍‌ ପସନ୍ଦ କରିଥିଲେ। ଏବେ ଏହାର ଏହାର ସିକୁଏଲ ହେବ। ଏଥର ଫିଲ୍ମରେ ଜନ୍‌...

୩୪ ବର୍ଷରେ ସୁଶାନ୍ତ ସିଂ: ଅଙ୍କିତାଙ୍କ ପରେ କ୍ରିତି ସେନନ୍‌ଙ୍କ ସହ କରୁଥିଲେ ଡେଟିଂ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ମଙ୍ଗଳବାର ୩୪ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୬ ଜାନୁୟାରୀ ୨୧ରେ ସେ ବିହାର ପାଟନାଠାରେ ଜନ୍ମଗ୍ରହଣ କରିଥିଲେ।...

ଧାରା ୩୭୦ ହଟିବା ନେଇ ନିଜ ନିଜର ଖୁସି ପ୍ରକାଶ କଲେ ବଲିଉଡ୍‌ କଳାକାର

ମୁମ୍ବାଇ,୫।୮: ଜମ୍ମୁ-କଶ୍ମୀରରୁ ୭୨ ବର୍ଷ ପୁରାତନ ଧାରା ୩୭୦ ହଟିବା ନେଇ ବଲିଉଡ୍‌ର ଖ୍ୟାତି ସମ୍ପନ୍ନ ବ୍ୟକ୍ତି ବିଶେଷ ଟୁଇଟ୍‌ କରି ନିଜର ଖୁସି ବ୍ୟକ୍ତ...

ଏମାନେ ଦାମୀ ଷ୍ଟାର କିନ୍ତୁ ଚଢ଼ନ୍ତି ଶସ୍ତା କାର

ବଲିଉଡ୍‌ର କିଛି ଷ୍ଟାରଙ୍କ ଲାଇଫ୍‌ଷ୍ଟାଇଲ ସବୁବେଳେ ଚର୍ଚ୍ଚାରେ ରହିଥାଏ। ଫିଲ୍ମ କ୍ୟାରିୟର ବାଦ୍‌ ସେମାନଙ୍କ ଦୈନନ୍ଦିନ ଚଳଣି ସାଧାରଣ ଲୋକଙ୍କ ପରି ହୋଇଥାଏ।  ବିଗ୍‌ ଟାଉନ୍‌ରେ...

ବନ୍ଦ ହେବ ଫିଲ୍ମ ଶୁଟିଂ

ମୁମ୍ବାଇ,୧୫।୩: କରୋନା ଭାଇରସର ପ୍ରଭାବକୁ ଦେଖି ଏବେ ବିଭିନ୍ନ ରାଜ୍ୟର ସିନେମା ହଲ ବନ୍ଦ କରି ଦିଆଯାଇଛି। କରୋନାଠାରୁ ଦୂରେଇ ରହିବାକୁ ସରକାର ଏହି ପଦକ୍ଷେପ...

ସାରାଙ୍କୁ ଆଣିବାକୁ ଏୟାରପୋର୍ଟ ପହଞ୍ଚିଲେ ଆର୍ୟନ

ମୁମ୍ବାଇ: ନିକଟରେ ସୈଫଙ୍କ ଲଳନା ତଥା ବଲିଉଡ୍‌ ଅଭିନେତ୍ରୀ ସାରା ଅଲ୍ଲୀ ଖାଁ ଇମତିଆଜ୍‌ ଅଲ୍ଲୀଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଲଭ୍‌ ଆଜ କଲ୍‌-୨’ର ଶୁଟିଂ ସାରିବା...

ଇନଷ୍ଟାଗ୍ରାମରେ କାଜଲଙ୍କର ୧ କୋଟି ଫଲୋୟର୍ସ

ମୁମ୍ବାଇ: ସୋସିଆଲ ମିଡିଆରେ ବଲିଉଡ୍‌ ସେଲିବ୍ରିଟିଙ୍କର ରହିଛନ୍ତି କୋଟି କୋଟି ପ୍ରଶଂସକ। ତେବେ ନିକଟରେ ଅଭିନେତ୍ରୀ କାଜଲଙ୍କର ଇନଷ୍ଟାଗ୍ରାମ ଫଲୋୟର୍ସଙ୍କ ସଂଖ୍ୟା ୧ କୋଟି ଅତିକ୍ରମ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *