Posted inଖେଳ

ଅନୈତିକ ସମ୍ପର୍କ ରଖିଥିଲେ ପ୍ରସିଦ୍ଧ କ୍ରିକେଟର

ବିବାହିତ ହୋଇ ମଧ୍ୟ ଅନ୍ୟ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିବା ବିଶ୍ୱ କ୍ରିକେଟରେ ନୂଆ ଘଟଣା ନୁହେଁ। କିଛି ପ୍ରସିଦ୍ଧ କ୍ରିକେଟର ଅନ୍ୟ ମହିଳାଙ୍କ ସହ ଅନୈତିକ ସମ୍ପର୍କ (ଏକ୍ସଟ୍ରା ମାରିଟାଲ ଆଫାୟର୍ସ) ରଖି ପ୍ରଶଂସକଙ୍କୁ ଚକିତ କରି ଦେଇଛନ୍ତି। ଏମାନଙ୍କ ମଧ୍ୟରେ ରହିଛନ୍ତି ପୂର୍ବତନ ଭାରତୀୟ ଅଧିନାୟକ ମହମ୍ମଦ ଆଝାରୁଦ୍ଦିନ। ସେ ଦୁଇ ଥର ବିବାହ କରିବା ପରେ ଡାଇଭୋର୍ସ ନେଇଛନ୍ତି। ପ୍ରଥମେ ୧୯୮୭ରେ ନୌରିନଙ୍କୁ ବିବାହ କରିଥିଲେ। ଉଭୟଙ୍କ ଦୁଇ ସନ୍ତାନ ଥିଲେ। ୧୯୯୬ରେ ବିବାହ ବିଚ୍ଛେଦ କରି ପୂର୍ବତନ ମିସ୍‌ ଇଣ୍ଡିଆ ସଙ୍ଗୀତା ବିଜଲାନିଙ୍କୁ ଦ୍ୱିତୀୟ ବିବାହ କରିଥିଲେ। ଏଥିପୂର୍ବରୁ ଉଭୟଙ୍କ ମଧ୍ୟରେ ଥିଲା ଏକ୍ସଟ୍ରା ମାରିଟାଲ ଆଫାୟର୍ସ। ୨୦୧୦ରେ ବ୍ୟାଡମିଣ୍ଟନ ଖେଳାଳି ଜ୍ୱାଲା ଗୁଟ୍ଟାଙ୍କ ସହ ଆଝାରଙ୍କ ଆଫାୟର ଯୋଗୁ ଦ୍ୱିତୀୟ ପତ୍ନୀ ସଙ୍ଗିତା ଡାଇଭୋର୍ସ ଦେଇଥିଲେ। ଗୁଟ୍ଟାଙ୍କ ପରେ ଆମେରିକୀୟ ମହିଳା ଶାନ୍ନନ ମେରିଙ୍କ ସହ ପୂର୍ବତନ ଭାରତୀୟ ଅଧିନାୟକଙ୍କ ନାମ ଯୋଡ଼ା ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri