ଅନ୍ତର୍ଜାତୀୟ ଏଟିଏମ୍‌ ଠକେଇ ରାକେଟ୍‌ର ପର୍ଦ୍ଦାଫାଶ: ୪ ଗିରଫ

ସମ୍ବଲପୁର,୨୦।୧୨(ବ୍ୟୁରୋ)-ସମ୍ବଲପୁର ଜିଲା ପୋଲିସ ଶୁକ୍ରବାର ଏଟିଏମ୍‌ ଠକେଇ ରାକେଟ୍‌ର ପର୍ଦ୍ଦାଫାଶ କରିଛି। ଏଥିରେ ପୋଲିସ ୪ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ବିହାର ନନ୍ଦପୁରର ରାଜେଶ ପ୍ରସାଦ ସିଂ( ୩୭), ଗୟା ଜିଲାର ସ୍ବରୁଭ କୁମାର( ୨୭), ଶଶୀ ଭୂଷଣ କୁମାର(୨୦) ଓ ସମ୍ବଲପୁର ଜିଲା ଅଇଁଠାପାଲି ଥାନା ସିମ୍ପାଲି ଗ୍ରାମର ସ୍ବାଧୀନ ବହିଦାର। ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କ ସହ ଅନ୍ୟ ୨ ଜଣ ଫେରାର ଅଛନ୍ତି। ଗିରଫ ଅଭିଯୁକ୍ତଙ୍କ ନିକଟରୁ ୧ ଲକ୍ଷ ୪୬ ହଜାର ଟଙ୍କା ସହ ଲାପଟପ୍‌, ମୋବାଇଲ, ସ୍କାନିଙ୍ଗ ମେଶିନ, କୋଲିନ ମେଶିନ, ହାର୍ଡଡିକ୍ସ ଆଦି ସାମଗ୍ରୀ ସହ ଦୁଇଟି କାର ଜବତ କରାଯାଇଛି। ଏ ନେଇ ଅଇଁଠାପାଲି ଥାନାରେ କେସ ନଂ ୩୨୧/୧୯ରେ ଏକ ମାମଲା ରୁଜୁ ହୋଇଥିବା ଅଫିସ ପରିସରରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଏସ୍‌ପି କନୱର ବିଶାଲ ସିଂ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ

ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri