Posted inଖେଳ

ଅନ୍ତର୍ଜାତୀୟ ଏଭରେଷ୍ଟ ଦିବସ ପାଳିତ

ଭୁବନେଶ୍ୱର, ୩୦।୫(କ୍ରୀଡ଼ା ପ୍ରତିନିଧି): ମେ’ ୨୯ ଅନ୍ତର୍ଜାତୀୟ ଏଭରେଷ୍ଟ ଦିବସ ପାଳିତ ହୋଇଯାଇଛି। ଓଡ଼ିଶାର ଏଭରେଷ୍ଟ ଆରୋହଣକାରୀ ଯୋଗବ୍ୟାସ ଭୋଇଙ୍କ ସହିତ କେସିଙ୍ଗାର ପର୍ବତାରୋହୀ ହରେଶ ବଗର୍ତ୍ତୀ ଓ ମହେଶ କୁମାର କଳାହାଣ୍ଡି ଜିଲ୍ଲା ନର୍ଲାବ୍ଲକ ରୁପ୍ରା ଗ୍ରାମପଞ୍ଚାୟତ ନିକଟସ୍ଥ ୧୦୦୦ ଫୁଟ ଉଚ୍ଚତା ବିଶିଷ୍ଟ ୩ୟ ଟାଙ୍ଗିରି ପାହାଡକୁ ଶୁକ୍ରବାର ସଫଳତାର ସହିତ ଆରୋହଣ କରିଥିଲେ। ଏମାନେ ପାହାଡ ଶିଖରରେ ପହଞ୍ଚି ଡଙ୍ଗରର ରାଜାରାଣୀ ପଥରକୁ ମୁଣ୍ଡିଆ ମାରିବା ସହ ଜାତୀୟ ପତାକା ଉଡାଇ ଏଭରେଷ୍ଟ ଦିବସ ପାଳନ କରିଥିଲେ। ଏଥି ସହିତ ଜଙ୍ଗଲର ସୁରକ୍ଷା ଏବଂ ପାହାଡ, ପର୍ବତକୁ ରକ୍ଷା କଲେ ମାନବଜାତିର ସୁରକ୍ଷା ହୋଇ ପାରିବ ବୋଲି ବାର୍ତ୍ତା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇତିହାସ ରଚିଲେ ନାଡାଲ

ମେଲବୋର୍ନ,୩୦।୧: ସ୍ପାନିଶ କିମ୍ବଦନ୍ତୀ ଟେନିସ ଖେଳାଳି ରାଫାଲ ନାଡାଲ ଚଳିତ ଅଷ୍ଟ୍ରେଲିଆ ଓପନ ଟାଇଟଲ ହାସଲ କରିଛନ୍ତି। ରବିବାର ଅନୁଷ୍ଠିତ ୫ ସେଟ୍‌ ବିଶିଷ୍ଟ ଫାଇନାଲରେ...

ଡେବ୍ୟୁ ମ୍ୟାଚ୍‌ରେ ୧୬ ଉଇକେଟ ନେଇ ଚମକାଇଥିଲେ ଏହି ଭାରତୀୟ ସ୍ପିନର୍‌: ଆଜି ବି ଭାଙ୍ଗିନି ରେକର୍ଡ

ନୂଆଦିଲ୍ଲୀ,୧୫।୧: ଯେକୌଣସି କ୍ରୀଡାରେ ଜଣେ ଯୁବ ଖେଳାଳି ପ୍ରଥମଥର ପାଇଁ ପଡ଼ିଆକୁ ଓହ୍ଲାଇବା ବେଳେ ନିଜର ଛାପ ଛାଡ଼ିବାର ପ୍ରଚେଷ୍ଟା କରିଥାନ୍ତି। ଏପରି କରିବା ଦ୍ୱାରା...

ଷ୍ଟୋଇନିସ୍‌ଙ୍କୁ ପଣ୍ଟିଂଙ୍କ ପ୍ରଶଂସା

ମେଲବୋର୍ନ, ୨୪ା୧୧:ଅଷ୍ଟ୍ରେଲିଆର ବ୍ୟାଟିଂ କିମ୍ବଦନ୍ତୀ ରିକି ପଣ୍ଟିଂ ତାଙ୍କ ଦେଶର ଅଲରାଉଣ୍ଡର ମାର୍କସ ଷ୍ଟୋଇନିସ୍‌ଙ୍କ ଉଚ୍ଚ ପ୍ରଶଂସା କରିଛନ୍ତି। ଷ୍ଟୋଇନିସ ବର୍ଷକ ପୂର୍ବେ ଯେପରି ଖେଳୁଥିଲେ...

ପୁଣି କ୍ରିକେଟକୁ ଫେରିବା ନେଇ କ’ଣ କହିଲେ ଧୋନୀ

ମୁମ୍ବାଇ,୨୮।୧୧: ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ କ୍ରିକେଟକୁ କେବେ ଫେରିବା ସେନେଇ କୌଣସି ସୂଚନା ନ ଥିବାବେଳେ ଏହା ଉପରୁ ନିଜେ...

ବୟସ ଜାଲିଆତି ରୋକିବାକୁ ବୋର୍ଡର ୨୪ ଘଣ୍ଟିଆ ହେଲ୍ପ ଲାଇନ୍‌

ନୂଆଦିଲ୍ଲୀ,୨।୧୦(ପି.ଟି.)- କ୍ରିକେଟରେ ବୟସ ଜାଲିଆତି ଏବେ ଉତ୍କଟ ସମସ୍ୟା ରୂପେ ଉଭା ହୋଇଛି। ଏହାକୁ ରୋକିବା ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏକ...

ପ୍ରେମ ପାଇଁ ପରିବାରଲୋକଙ୍କୁ ଏଭଳି ବଡ଼ ମିଛ କହିଥିଲେ ମାଷ୍ଟର ବ୍ଲାଷ୍ଟର; ହଁ ଭରିଥିଲେ ସ୍ତ୍ରୀ ଅଞ୍ଜଳି

ନୂଆଦିଲ୍ଲୀ,୨୫।୫: ବିଶ୍ୱର ମହାନ କ୍ରିକେଟରଙ୍କ ମଧ୍ୟରୁ ଜଣେ ହେଲେ ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର। ନିଜର ଉଲ୍ଲେଖନୀୟ ବ୍ୟାଟିଂ ଯୋଗୁ ସେ କ୍ରିକେଟ ଇତିହାସରେ ନିଜର...

ଦୁର୍ଘଟଣାରେ ପ୍ରାଣ ହରାଇଲେ ଦକ୍ଷିଣ ଆଫ୍ରିକା ଫୁଟବଲର

ଜୋହାନ୍ସବର୍ଗ, ୧୩।୧୨- ଦକ୍ଷିଣ ଆଫ୍ରିକୀୟ ଅନ୍ତର୍ଜାତୀୟ ଡିଫେଣ୍ଡର ମୋଟ୍‌ଜେକ ମଦିଶା ରବିବାର ଜୋହାନ୍ସବର୍ଗରେ ହୋଇଥିବା ଏକ କାର୍‌ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ଏ ନେଇ ରବିବାର...

ଜାତୀୟ ସିନିୟର ୫-ଏ-ସାଇଡ୍‌ ମହିଳା ହକି: ଓଡ଼ିଶା କ୍ୱାର୍ଟର ଫାଇନାଲରେ

ଭୁବନେଶ୍ୱର, ୨୫।୯(କ୍ରୀଡ଼ା ପ୍ରତିନିଧି)-କାନପୁରର ଗ୍ରୀନ୍‌ ପାର୍କ ଷ୍ଟାଡିୟମରେ ଚାଲିଥିବା ୪ର୍ଥ ହକି ଇଣ୍ଡିଆ ୫-ଏ-ସାଇଡ୍‌ ମହିଳା ହକି ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲରେ ଓଡ଼ିଶା ପ୍ରବେଶ କରିଛି।...

Advertisement
Archives

Model This Week