Posted inଜାତୀୟ

ଅନ୍ତର୍ଜାତୀୟ ବ୍ୟବସାୟିକ ବିମାନ ଚଳାଚଳ ଫେବୃୟାରୀ ୨୮ ପର୍ଯ୍ୟନ୍ତ ବନ୍ଦ ରହିବ

ନୂଆଦିଲ୍ଲୀ,୨୯।୧: ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (ଡିଜିସିଏ) ଗୁରୁବାର ଦେଶ ତଥା ଦେଶରୁ ନିର୍ଦ୍ଧାରିତ ଅନ୍ତର୍ଜାତୀୟ ବ୍ୟବସାୟିକ ବିମାନ ଚଳାଚଳ ଉପରେ ସ୍ଥଗିତାଦେଶକୁ ଫେବୃୟାରୀ ୨୮ ତାରିଖ ପର୍ଯ୍ୟନ୍ତ ବଢାଇ ଦେଇଛନ୍ତି। ବିଦେଶରେ କରୋନାର ନୂତନ ଷ୍ଟ୍ରେନ ମାମଲା ବୃଦ୍ଧିକୁ ଦୃଷ୍ଟିରେ ରଖି ନିର୍ଦ୍ଦେଶାଳୟ ପକ୍ଷରୁ ଏହି ନୋଟିସ ଜାରି କରାଯାଇଛି। ତେବେ କେତେକ ସ୍ବତନ୍ତ୍ର କ୍ଷେତ୍ରରେ ଅନ୍ତର୍ଜାତୀୟ ବିମାନ ଚଳାଚଳକୁ ଅନୁମତି ଦିଆଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେହି ସୋନିଆ ସେହରାୱତ, ଯାହାଙ୍କ ଏକ ଇନଷ୍ଟାଗ୍ରାମ ଷ୍ଟୋରୀ ଉପରେ ହେଲା ହଙ୍ଗାମା, CJPକୁ କହିଲେ…

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀରେ ଚାଲିଥିବା କକ୍ରୋଚ ଜନତା ପାର୍ଟି (CJP) ର ବିରୋଧ-ପ୍ରଦର୍ଶନ ମଧ୍ୟରେ ରାପିଡ ଆକ୍ସନ ଫୋର୍ସ (RAF)ର ଜଣେ ଅଧିକାରୀ ସୋନିଆ ସେହରାୱତ ଆଲୋଚନାର ବିଷୟ…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ ସଲମାନ ଖାନ୍‌, ଏମିତି କହିଲେ ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୩।୭: ବଲିଉଡ୍ ସୁପରଷ୍ଟାର୍ ସଲମାନ ଖାନ୍ ଛାତ୍ର ଆନ୍ଦୋଳନକୁ ନେଇ ପ୍ରଥମ ଥର ପାଇଁ ଖୋଲାଖୋଲି ଭାବେ ନିଜର ମତ ରଖିଛନ୍ତି। ସେ ସୋସିଆଲ ମିଡିଆରେ ଲେଖିଛନ୍ତି…

ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ଉଦ୍‌ଯାପିତ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ); ବରଗଡ଼ ଜିଲାସ୍ତରୀୟ ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ସୋମବାର ବରଗଡ଼ ବିଜ୍ଞାନ କେନ୍ଦ୍ର ଟୁକୁର୍ଲାରେ ଉଦ୍‌ଯାପିତ ହୋଇଯାଇଛି। ଜିଲା ଶିକ୍ଷା ଅଧିକାରୀ ସରୋଜ…

ଶିକ୍ଷାନୁଷ୍ଠାନ ନିକଟରୁ ମଦ ଦୋକାନ ବନ୍ଦ ନିର୍ଦ୍ଦେଶ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ଷଷ୍ଠ ଜିଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ…

ଚାଷକାର୍ଯ୍ୟ ଆରମ୍ଭରୁ ସାର କଳାବଜାର: ଚାଷୀ ହଟହଟା

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସରୁ ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଛି। ଜମିରେ ଧାନ ବିହୁଡ଼ା, ପହ୍ଲାରୁଆ କାର୍ଯ୍ୟ ଏବେ ଜୋରସୋର୍‌ରେ ଚାଲିଛି। ଅନ୍ୟପଟେ ଚାଷ ଆରମ୍ଭରୁ…

ବିଦ୍ରୋହ ଭିତରେ ସୁପ୍ରିମକୋର୍ଟର CJI ସୂର୍ଯ୍ୟକାନ୍ତଙ୍କ ବିସ୍ଫୋରକ ବୟାନ, ସୋସିଆଲ ମିଡିଆରେ ଫେମସ୍‌ ହୁଅ ନାହିଁ…

ନୂଆଦିଲ୍ଲୀ,୨୩।୭: ଦେଶର ରାଜଧାନୀ ଦିଲ୍ଲୀରେ ଛାତ୍ର ଆନ୍ଦୋଳନ ଓ policeର କାର୍ଯ୍ୟାନୁଷ୍ଠାନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଏବେ ଦେଶର ସୁପ୍ରିମକୋର୍ଟରେ ପହଞ୍ଚିଛି । ବଡ଼ କଥା…

କଠୋର କାର୍ଯ୍ୟାନୁଷ୍ଠାନ ନେଲେ ସରକାର! ସକାଳୁ ସକାଳୁ CJP ଦେଲା ବଡ଼ ସୂଚନା, ଦେଶରେ ହଇଚଇ

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜୀତ ଦୀପକେ କହିଛନ୍ତି ଯେ ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ସମ୍ପୂର୍ଣ୍ଣ ଶାନ୍ତି ଏବଂ ଅହିଂସା ପନ୍ଥାରେ ଆଗକୁ ବଢିବ।…

ବିଦ୍ରୋହ ଭିତରେ ଇନଷ୍ଟାଗ୍ରାମ୍‌ ଛାଡିଲେ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ, କାରଣ ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ, ୨୩ା୭: ଜନ୍ତର-ମନ୍ତରରେ ଛାତ୍ର ଏବଂ ‘କକରୋଚ୍ ଜନତା ପାର୍ଟି’ର ପ୍ରଦର୍ଶନ ଜାରି ରହିଛି। ଏହି ସମୟରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ ନୈମିଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri