ଅନ୍ତର୍ଜାତୀୟ ‘ମହିଳା ସୁରକ୍ଷା ସମ୍ମିଳନୀ’ : ଭାରତରୁ ପ୍ରତିନିଧିତ୍ୱ କରିବେ ଓଡ଼ିଶାର ସୋନାକ୍ଷୀ

ଭୁବନେଶ୍ୱର, ୨୯ା୫(ବ୍ୟୁରୋ): ଆମେରିକାର କାନାଡ଼ାସ୍ଥିତ ଭାଙ୍କୋଭରଠାରେ ହେବାକୁ ଥିବା ‘ମହିଳା ସୁରକ୍ଷା ସମ୍ମିଳନୀ’ରେ ଅଂଶଗ୍ରହଣ କରିବା ପାଇଁ ଓଡ଼ିଶାର ସୋନାକ୍ଷୀ ମଲ୍ଲ ମନୋନୀତ ହୋଇଛନ୍ତି। ଆସନ୍ତା ୩୧ରୁ ଜୁନ୍‌ ୬ତାରିଖ ପର୍ଯ୍ୟନ୍ତ ଏହି ସମ୍ମିଳନୀ ଅନୁଷ୍ଠିତ ହେବ। ଏଥିରେ ସୋନାକ୍ଷୀ ଭାରତରୁ ଏକମାତ୍ର ସଦସ୍ୟା ଭାବେ ପ୍ରତିନିଧିତ୍ୱ କରିବା ପାଇଁ ମନୋନୀତ ହୋଇଛନ୍ତି। କଟକ ରେଭେନ୍ସା ଜୁନିୟର ମହାବିଦ୍ୟାଳୟରେ ଅଧ୍ୟୟନରତ ସୋନାକ୍ଷୀ ହେଉଛନ୍ତି ଓଡ଼ିିଶା ରାଜ୍ୟ ଭାରତ ସ୍କାଉଟସ୍‌ ଏବଂ ଗାଇଡସ୍‌ ସଙ୍ଗଠନର ରେଞ୍ଜର (ସିନିୟର ଗାଇଡ୍‌)। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ରାଜ୍ୟ ମୁଖ୍ୟାଳୟଠାରେ ସୋନାକ୍ଷୀଙ୍କୁ ଅଭିନନ୍ଦନ ଜ୍ଞାପନ କରାଯାଇଥିଲା। ପରେ ସଚିବାଳୟରେ ଉଚ୍ଚଶିକ୍ଷା ବିଭାଗର ବରିଷ୍ଠ ଅଧିକାରୀଙ୍କୁ ସେ ଭେଟିଥିଲେ। ସେଠାରେ ମଧ୍ୟ ତାଙ୍କୁ ବିଭାଗ ତରଫରୁ ଶୁଭେଚ୍ଛା ପ୍ରଦାନ କରାଯାଇଥିଲା। ଆସନ୍ତା ୨୯ତାରିଖରେ ସୋନାକ୍ଷୀ ଆମେରିକା ଯାତ୍ରା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ମସ୍ତିଷ୍କର ଭିନ୍ନ ଅଂଶରୁ ସୃଷ୍ଟି ହୁଏ ସ୍ବତଃସ୍ଫୂର୍ତ୍ତ, ଇଚ୍ଛାକୃତ ହସ

ନୂଆଦିଲ୍ଲୀ,୭।୭(ପି.ଟି.): ମଣିଷର ହସ ପଛରେ ଥିବା ରହସ୍ୟକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଆମର ସ୍ବତଃସ୍ଫୂର୍ତ୍ତ (ଆବେଗିକ) ଏବଂ ଇଚ୍ଛାକୃତ ହସ ପାଇଁ ମସ୍ତିଷ୍କର…

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri