ଅନ୍ତର୍ଜାତୀୟ ଯୋଗ ଦିବସ: ଯୋଗରେ ନିମଗ୍ନ ବଲିଉଡ୍‌ର କିଛି ସେଲିବ୍ରିଟି

ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ସାଧାରଣତଃ ଲୋକେ ସୁସ୍ଥ ରହିବାକୁ ଯୋଗ କରିଥାନ୍ତି। ବଲିଉଡ୍‌ର ସେଲିବ୍ରିଟିମାନେ ମଧ୍ୟ ସୁସ୍ଥ ଏବଂ ସୌନ୍ଦର୍ଯ୍ୟକୁ ଅକ୍ଷୁଣ୍ଣ ରଖିବା ପାଇଁ ପ୍ରତିଦିନ ଯୋଗାଭ୍ୟାସ କରିଥାନ୍ତି। ଜାଣନ୍ତୁ ଏପରି କିଛି ସେଲିବ୍ରିଟିଙ୍କ ସମ୍ପର୍କରେ…

ଉର୍ବଶୀ ରୌତେଲା: ନିଜର ଗ୍ଲାମରସ୍‌ ଲୁକ୍‌ ପାଇଁ ଉର୍ବଶୀ ବେଶ୍‌ ଜଣାଶୁଣା। ତାଙ୍କର ଏହି ସୌନ୍ଦର୍ଯ୍ୟର ରାଜ୍‌ ହେଲା ସେ ପ୍ରତିଦିନ ଯୋଗାଭ୍ୟାସ କରିଥାନ୍ତି।

ମଲ୍ଲିକା ଶେରାଓ୍ବତ୍‌: ମଲ୍ଲିକା ସୁସ୍ଥ ରହିବା ପାଇଁ ପ୍ରତିଦିନ ଯୋଗ କରିଥାନ୍ତି। ସେ ଏକ ଫଟୋ ଶେୟାର କରି ଲେଖିଛନ୍ତି, ଏହା ମୋ’ ଅଭ୍ୟାସ।

କଙ୍ଗନା ରାଣାଓ୍ବତ୍‌: ସର୍ବଦା ଫିଟ୍‌ ରହିବା ପାଇଁ କଙ୍ଗନା ଯୋଗ ପ୍ରତି ବିଶେଷ ଧ୍ୟାନ ଦେଇଥାନ୍ତି।

କରୀନା କପୁର: ଜୀବନରେ ସୁସ୍ଥ ରହିବାକୁ ହେଲେ ଯୋଗ ହିଁ ଏକମାତ୍ର ବିକଳ୍ପ ବୋଲି ବଲିଉଡ୍‌ ଅଭିନେତ୍ରୀ କରୀନା କପୁର ବିଶ୍ୱାସ କରନ୍ତି। ତେଣୁ ସେ ପ୍ରତିଦିନ ଯୋଗାଭ୍ୟାସରୁ ଜୀବନଚର୍ଯ୍ୟା ଆରମ୍ଭ କରିଥାନ୍ତି।

ଶିଳ୍ପା ସେଟ୍ଟୀ: ଯୋଗାଭ୍ୟାସରେ ଶିଳ୍ପା କେତେ ନିମଗ୍ନ ରହିଥାନ୍ତି ତାହା ପ୍ରଶଂସକମାନେ ବେଶ୍‌ ଭଲ ଭାବେ ଜାଣିଛନ୍ତି। ପ୍ରତିଦିନ ଯୋଗ କରିବାକୁ ସେ ଆଦୌ ଭୁଲି ନ ଥାନ୍ତି। ଖାସ୍‌ ଏଥିପାଇଁ ତ ସେ ତାଙ୍କ ସୌନ୍ଦର୍ଯ୍ୟକୁ ଆଜି ବି ଅକ୍ଷୁଣ୍ଣ ରଖିଛନ୍ତି।
ସେହିପରି ଆଲିଆ ଭଟ୍ଟ, ବିପାଶା ବସୁ, ଜ୍ୟାକ୍‌ଲିନ୍‌ ଫର୍ନାଡିଜ୍‌, ରାକ୍ଷୀ ସାଓ୍ବନ୍ତ, ସୋହା ଅଲ୍ଲୀ ଖାନ୍‌, ପୂଜା ପାତ୍ରାଙ୍କ ପରି ଅନେକ ସେଲିବ୍ରିଟି ଯୋଗାଭ୍ୟାସ ପ୍ରତି ବିଶେଷ ଗୁରୁତ୍ୱ ଦେଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଙ୍ଗିପାରେ କପୁର ବଂଶର ୧୦୨ବର୍ଷ ପୁରୁଣା ପୈତୃକ ଘର

ଇସ୍‌ଲାମାବାଦ୍‌,୧୩।୭: ପାକିସ୍ତାନ ପେଶାଓ୍ବର ସହରରେ ଥିବା କପୁର ବଂଶଜଙ୍କ ଐତିହାସିକ ଉତ୍ତରଧିକାରୀ ଏବେ ସଙ୍କଟରେ। ପୃଥ୍ବୀରାଜ କପୁର ଓ ଶୋ ମ୍ୟାନ ରାଜ କପୁରଙ୍କ ଜନ୍ମର...

ସଞ୍ଜୟ ଦତ୍ତଙ୍କୁ ଫୁସ୍‌ଫୁସ୍‌ କ୍ୟାନସର, ଚିକିତ୍ସା ପାଇଁ ଯିବେ ବିଦେଶ

ମୁମ୍ବାଇ, ୧୨।୮: ବଲିଉଡ୍‌ ଅଭିନେତା ସଞ୍ଜୟ ଦତ୍ତଙ୍କ ପ୍ରଶଂସକଙ୍କ ପାଇଁ ଏକ ଖରାପ ଖବର। ସଞ୍ଜୟଙ୍କୁ ଫୁସ୍‌ଫୁସ୍‌ କର୍କଟ (କ୍ୟାନସର) ହୋଇଥିବା ସୂଚନା ମିଳିଛି। ବର୍ତ୍ତମାନ...

‘ଦ ସ୍କାଇ ଇଜ୍‌ ପିଙ୍କ୍‌’ର ଟ୍ରେଲର ରିଲିଜ୍‌

ମୁମ୍ବାଇ: ବଲିଉଡ୍‌ ଦେଶୀଗର୍ଲ ଓ ଫରହାନ ଅଖତରଙ୍କ ବହୁ ପ୍ରତିକ୍ଷୀତ ଫିଲ୍ମ ‘ଦ ସ୍କାଇ ଇଜ୍‌ ପିଙ୍କ୍‌ର ଟ୍ରେଲର ରିଲିଜ୍‌ ହୋଇଛି। ଏହି ଫିଲ୍ମ ଜରିଆରେ...

ପରିସ୍ଥିତି ନ ସୁଧୁରିଲେ ମେ’- ଜୁନ୍‌ରେ ବି ରିଲିଜ୍‌ ହେବନି ବଲିଉଡ୍‌ ଫିଲ୍ମ

ମୁମ୍ବାଇ,୨୯।୩: କରୋନା ଭାଇରସ କାରଣରୁ ଅକ୍ଷୟ କୁମାରଙ୍କ ‘ସୂର୍ଯ୍ୟବଂଶୀ’ ଓ ରଣବୀର ସିଂଙ୍କ ‘୮୩’ର ରିଲିଜ୍‌କୁ ସ୍ଥଗିତ ରଖାଯାଇଥିଲା। ହେଲେ ଏହି କରୋନା ଏବେ ଏଭଳି...

ପ୍ରବଳ ବର୍ଷାରେ ବିଲରେ ହଳ କରୁଛନ୍ତି ଏହି ପ୍ରସିଦ୍ଧ ଅଭିନେତା

କରୋନା ଯୋଗୁ ଏବେ ଫିଲ୍ମ ଶୁଟିଂ ବନ୍ଦ ରହିଛି। ଫଳରେ ଅଭିନେତ୍ରୀ ଅଭିନେତାମାନେ ପରିବାର ସହ ସମୟ ବିତାଉଛନ୍ତି। କିଏ ସୋସିଆଲ ମିଡିଆରେ ନିଜକୁ ଆକ୍ଟିଭ୍‌...

ବିବାହ ସାରି ଭାରତ ଫେରିଲେ ନୁସରତ ଜହାଁ

ପଶ୍ଚିମବଙ୍ଗର ଲୋକପ୍ରିୟ ଅଭିନେତ୍ରୀ ତଥା ଟିଏମସିର ନବନିର୍ବାଚିତ ଏମ୍‌ପି ନୁସରତ ଜହାଁ ବିବାହ ସାରି ଭାରତ ଫେରିଛନ୍ତି। ସ୍ବାମୀ ନିଖିଲ ଜୈନଙ୍କ ସହ ବିମାନ ବନନ୍ଦରରେ...

ପୁଲ୍‌ଓ୍ବାମା ସହିଦଙ୍କୁ ମନେ ପକାଇ ଗୀତ ରେକର୍ଡିଂ କଲେ ଐଶ୍ୱର୍ଯ୍ୟା

ପୁଲଓ୍ବାମା ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ବଲିଉଡ୍‌ ଷ୍ଟାରମାନେ ଏକ ଗୀତ ରେକର୍ଡିଂ କରିଛନ୍ତି। ଏହି ଗୀତର ନାଁ ‘ତୁ ଦେଶ୍‌ ମେରା’। ଅମିତାଭ ବଚ୍ଚନ,...

ରଣବୀର ସିଂଙ୍କୁ ଦେଖି କାନ୍ଦିଲେ ଶିଶୁ

ବଲିଉଡ୍‌ ଅଭିନେତା ରଣବୀର ସିଂ ସର୍ବଦା ନିଜ ଫ୍ୟାଶନ୍‌କୁ ନେଇ ଚର୍ଚ୍ଚାରେ ଥାନ୍ତି। ସେ ଫ୍ୟାଶନ ଶୋ’ ହେଉ କିମ୍ବା ରେଡ୍‌ କାର୍ପେଟ୍‌ ତାଙ୍କୁ ସବୁବେଳେ...

Coronavirus Update

Archives

Model This Week

Why Dharitri