Posted inଖେଳ

ଅନ୍ତିମ ଦିନିକିଆ ଉପରେ ସଭିଙ୍କ ନଜର

ନୂଆଦିଲ୍ଲୀ,୧୦ା୧୦: ଭାରତ-ଦକ୍ଷିଣ ଆଫ୍ରିକା ଅନ୍ତର୍ଜାତୀୟ ଦିନିକିଆ ସିରିଜ୍‌ର ଅନ୍ତିମ ମୁକାବିଲା ନୂଆଦିଲ୍ଲୀର ଅରୁଣ ଜେଟ୍‌ଲୀ ଷ୍ଟାଡିୟମରେ ଖେଳାଯିବ। ମଙ୍ଗଳବାର ଖେଳାଯିବାକୁ ଥିବା ସିରିଜ୍‌ ନିର୍ଣ୍ଣାୟକରେ ଭାରତୀୟ ଓପ୍‌ନରଙ୍କ ଉପରେ ସଭିଙ୍କ ନଜର ରହିବ। ସିରିଜ୍‌ ୧-୧ରେ ରହିଥିବା ବେଳେ ଉଭୟ ଖେଳାଳି ରନ୍‌ ସଂଗ୍ରହ କରିବାକୁ ଅସମର୍ଥ ହୋଇଛନ୍ତି। ଶିଖର ଧାଓ୍ବନ ମାତ୍ର ୧୭ ରନ୍‌ କରିଥିବା ବେଳେ ଶୁବମନ ଗିଲ୍‌ ମଧ୍ୟ ଏକ ଭଲ ଇନିଂସ ସହିତ ୨୦୨୩ ଦିନିକିଆ ବିଶ୍ୱକପ୍‌ରେ ସ୍ଥାନ ପକ୍କା କରିବାକୁ ଚାହିଁବେ। ଦ୍ୱିତୀୟ ମ୍ୟାଚ୍‌ରେ ଗିଲ୍‌ଙ୍କୁ ଭଲ ଆରମ୍ଭ ମିଳିଥିଲେ ହେଁ ଏହାକୁ ବଡ଼ ସ୍କୋରରେ ପରିଣତ କରିବାରେ ସେ ବିଫଳ ହୋଇଥିଲେ। ମିଡଲ ଅର୍ଡରରେ ଶ୍ରେୟାସ୍‌ ଆୟାର ଓ ସଞ୍ଜୁ ସାମସନ୍‌ ଚମତ୍କାର ଫର୍ମରେ ରହିଛନ୍ତି। ପ୍ରଥମ ଦୁଇ ମ୍ୟାଚ୍‌ରେ ଉଭୟ ଭଲ ସ୍କୋର କରିଥିବା ବେଳେ ନିର୍ଣ୍ଣାୟକ ମ୍ୟାଚରେ ମଧ୍ୟ ସମାନ ପ୍ରଦର୍ଶନ ଆଶା ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍‌ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି।…

୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯିବା ଘଟଣା: ତଦନ୍ତ ଆରମ୍ଭ କଲା ଯୋଗାଣ ବିଭାଗ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନକିଣାରେ ଫଲ୍ସ ଏଣ୍ଟ୍ରି ଜଣାପଡ଼ିଛି। ୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯାଇଥିବା ଘଟଣା ଜଣାପଡ଼ିବା ପରେ ବରଗଡ଼ ଜିଲା…

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଅନନ୍ତପୁର ଜିଲାର ମରୁଡ଼ିପ୍ରବଣ ଅଞ୍ଚଳରେ ଭାରତୀୟ ବନ ସେବା ଅଧିକାରୀ(ଆଇଏଫ୍‌ଏସ୍‌) ବିନିତ କୁମାର ଓ ତାଙ୍କ ସ୍ତ୍ରୀ ତଥା ବନ୍ୟପ୍ରାଣୀ ସଂରକ୍ଷକ ରୂପା ଯାଦବ ଜଳାଶୟ…

ଅପରେସନ୍ ବ୍ଲାକ୍‌ ଫରେଷ୍ଟ-୨: ଅଣ୍ଟା ଭିଡ଼ିଛନ୍ତି ୨ହଜାରରୁ ଊର୍ଦ୍ଧ୍ୱ ଯବାନ

ମାଲକାନଗିରି,୨୦।୨: ମାଓବାଦୀଙ୍କ ବିରୋଧରେ ସୁରକ୍ଷାବଳକୁ ମିଳିଛି ଏକ ବଡ଼ ସଫଳତା। ‘ଅପରେସନ୍ ବ୍ଲାକ୍ ଫରେଷ୍ଟ-୨’ରେ ଟଳିଛନ୍ତି ୫ ଜଣ ଦୁର୍ଦ୍ଦାନ୍ତ ମାଓବାଦୀ। ଛତିଶଗଡ଼ ଓ ତେଲଙ୍ଗାନା ସୀମାନ୍ତ…

ଶବ୍ଦଘାତକର ଯୁଗଯନ୍ତ୍ରଣା

ଡାକବାଜି,, ଡିଜେ, ବାଣ ଆଦି ଶବ୍ଦ ପ୍ରଦୂଷଣ ସୃଷ୍ଟିକାରୀ ଉପାଦାନ ଏବେ କେବଳ ଆଉ ପାର୍ବଣ ପାଳନ ମଧ୍ୟରେ ସୀମିତ ରହିନାହିଁ। ସହର ବଜାରରୁ ଆରମ୍ଭ କରି…

ପ୍ଲାଷ୍ଟିକମୟ ପୃଥିବୀ

ପୃଥିବୀ ସମ ଏକ ସୁନ୍ଦର ଗ୍ରହ ନାହିଁ କହିଲେ ଅତ୍ୟୁକ୍ତି ହେବନାହିଁ, ଯେଉଁଠାରେ ଆମେ ଜନ୍ମ ଗ୍ରହଣ କରି ନିଜକୁ ଭାଗ୍ୟବାନ ମନେକରୁ। କାରଣ ପୃଥିବୀ ଆମକୁ…

ବିଦ୍ରୋହୀ ରାଜା

୧୯୮୯ରେ ଆମେରିକାରେ ଗ୍ରୀଷ୍ମଋତୁ (ଜୁନ-ଅଗଷ୍ଟ)ରେ ଫ୍ରାନ୍ସିସ ଫୁକୁୟାମା ‘ଇତିହାସର ଶେଷ’ ସିଦ୍ଧାନ୍ତ ଉପସ୍ଥାପନ କରିଥିଲେ। ତାଙ୍କ ଦୃଷ୍ଟିକୋଣରେ ଉଦାରବାଦୀ ଗଣତାନ୍ତ୍ରିକ ପୁଞ୍ଜିବାଦ ବା ପାଶ୍ଚାତ୍ୟ ଉଦାରବାଦ ଗଣତନ୍ତ୍ର…

ବିରୋଧୀ ଯେଉଁ ଅପଚେଷ୍ଟା କରୁଛନ୍ତି ସେଥିରେ ବିଫଳ ହେବେ: ମନମୋହନ

ଭୁବନେଶ୍ୱର,୨୦।୨ (ସୁନିତ୍‌ ମିଶ୍ର): ଧାନର ଅଭାବୀ ବିକ୍ରି ନ ହେବା ଏବଂ ଚାଷୀ ତା’ର ଉଚିତ ମୂଲ୍ୟ ପାଇବା ପାଇଁ ଭାଜପା ସବୁବେଳେ ପ୍ରୟାସ କରୁଛି। ଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri