ଅନ୍ତିମ ସଂସ୍କାର ପୂର୍ବରୁ ସୁଶାନ୍ତଙ୍କର ହେବ କରୋନା ଟେଷ୍ଟ

ମୁମ୍ବାଇ, ୧୫।୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ସୋମବାର ମୁମ୍ବାଇ ସ୍ଥିତ ପବନ ହଂସ ଶ୍ମଶାନ ନିକଟ ଭିଲେ ପାର୍ଲେରେ ଅନ୍ତିମ ସଂସ୍କାର କରାଯିବ। ବିହାର ପାଟନାରୁ ଶୁଶାନ୍ତଙ୍କ ବାପା ମୁମ୍ବାଇ ପହଞ୍ଚିବା ପରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ସୂଚନା ରହିଛି। ତେବେ ଅନ୍ତିମ ସଂସ୍କାର ପୂର୍ବରୁ ତାଙ୍କର କରୋନା ଯାଞ୍ଚ କରାଯିବ ବୋଲି ଜଣାପଡ଼ିଛି। ପୋଷ୍ଟମର୍ଟମ ପୂର୍ବରୁ କରୋନା ଯାଞ୍ଚ ପାଇଁ ନମୂନା ସଂଗ୍ରହ ମଧ୍ୟ କରାଯାଇସାରିଛି। ସୂଚନାଯୋଗ୍ୟ, ଦେଶରେ ଦିନକୁ ଦିନ ଲଗାତର ଭାବେ ବଢ଼ୁଥିବା କରୋନା ସଂକ୍ରମଣ ମାମଲାକୁ ଦେଖି ଏଭଳି ନିଷ୍ପତ୍ତି ନିଆଯାଇଛି। ଯଦି ତାଙ୍କର ରିପୋର୍ଟ ପଜିଟିଭ୍‌ ଆସେ ତେବେ ଅନ୍ତିମ ସଂସ୍କାର ପାଇଁ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ପୃଥକ୍‌ ଗାଇଡ୍‌ଲାଇନ୍‌କୁ ଅନୁସରଣ କରିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗାରେ ହେଲା ସୁଶାନ୍ତଙ୍କ ଅସ୍ଥି ବିସର୍ଜନ

ପାଟନା, ୧୮।୬: ବଲିଉଡ୍‌ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ଅସ୍ଥି ଗୁରୁବାର ଗଙ୍ଗାରେ ବିସର୍ଜନ କରାଯାଇଛି। ତାଙ୍କ ପିତା ଓ ପରିବାର ସଦସ୍ୟ ମିଶି ଗଙ୍ଗାରେ...

ଶୋପିଆନ୍‌ରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୨୭।୭: ଜମ୍ମୁ-କଶ୍ମୀରର ଶୋପିଆନ୍‌ରେ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ମୃତକଙ୍କ ମଧ୍ୟରେ ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀ ସଂଗଠନର କମାଣ୍ଡର...

ମହଙ୍ଗା ପଡ଼ିଲା ଉଦ୍ଧବଙ୍କ ବିରୋଧରେ ବିବାଦୀୟ ପୋଷ୍ଟ: ଯୁବକଙ୍କୁ ମାଡ଼ମାରି ଲଣ୍ଡା କଲେ ଶିବସେନା ସମର୍ଥକ

ମୁମ୍ବାଇ,୨୪।୧୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ବିରୋଧରେ ବିବାଦୀୟ ପୋଷ୍ଟ କରିବା ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଶିବସେନା ସମର୍ଥକ ଉକ୍ତ ଯୁବକଙ୍କୁ ମାଡ଼ମାରିବା ସହ...

ମହାରାଷ୍ଟ୍ର ରାଜନୀତିରେ ଆସିଲା ନୂଆ ମୋଡ଼: ଶିବସେନା ସହିତ ସରକାର ଗଠନ ପାଇଁ ସୋନିଆଙ୍କୁ ପରାମର୍ଶ ଦେଲେ କଂଗ୍ରେସ ସଦସ୍ୟ

ମୁମ୍ବାଇ,୨।୧୧: ମହାରାଷ୍ଟ୍ର ରାଜନୀତିରେ ଏବେ ଏକ ନୂଆ ମୋଡ଼ ଆସିଛି। ଶିବସେନା-ଭାଜପା ମଧ୍ୟରେ ଅଙ୍କକଷା ଛିଣ୍ଡୁନି। ଏହାକୁ ଦୃଷ୍ଟିରେ ରଖି କଂଗ୍ରେସ ସଦସ୍ୟମାନେ ଶିବସେନା ସହିତ...

ରବିବାର ଅପରାହ୍ନ ୨ଟାରେ ନିଗମ ବୋଧ ଘାଟରେ ଜେଟଲୀଙ୍କର ହେବ ଅନ୍ତିମ ସଂସ୍କାର

ନୂଆଦିଲ୍ଲୀ,୨୪।୮: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ ଶନିବାର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ରବିବାର ଅପରାହ୍ନ ୨ଟାରେ ଦିଲ୍ଲୀ ସ୍ଥିତ ନିଗମ ବୋଧ ଘାଟରେ ତାଙ୍କର...

ଖୋଲିଲା ବିଭିନ୍ନ ରାଜ୍ୟର ଧାର୍ମିକ ଅନୁଷ୍ଠାନ

ନୂଆଦିଲ୍ଲୀ,୮।୬: କରୋନା ଭାଇରସ ସଂକ୍ରମଣକୁ ନେଇ ସାରା ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଥିବା ବେଳେ ମନ୍ଦିର, ମସ୍‌ଜିଦ, ଚର୍ଚ୍ଚ, ଗୁରୁଦ୍ୱାର ଆଦି ସମସ୍ତ ଧାର୍ମିକ ଅନୁଷ୍ଠାନକୁ...

ଅଗଷ୍ଟ ପ୍ରଥମ ସପ୍ତାହରେ ୨୦ ଲକ୍ଷ ଛୁଇଁପାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଲଗାତାର ୫ମ ଦିନ ନୂଆ ସଂକ୍ରମିତଙ୍କ ସଂଖ୍ୟା ୧୧ ହଜାର ଟପିଲା

ନୂଆଦିଲ୍ଲୀ, ୧୫।୬: କରୋନା ମହାମାରୀ ଯୋଗୁ ଭାରତରେ ଆତଙ୍କ ସୃଷ୍ଟି ହୋଇଛି। ସୋମବାର ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୪୨୪ରେ...

କେବିସି ମଞ୍ଚରେ ‘ଦୌଡ଼ରାଣୀ’: ଆଜି ହଟ୍‌ ସିଟ୍‌ରେ ନଜର ଆସିବେ ଦୂତୀ, ହିମା

ମୁମ୍ବାଇ: ଛୋଟ ପରଦାର ଲୋକପ୍ରିୟ ଶୋ’ କୌନ୍‌ ବନେଗା କରୋଡପତି(କେବିସି)ରେ ନଜର ଆସିବେ ଦୌଡ଼ରାଣୀ ଦୂତି ଚାନ୍ଦ ଏବଂ ହିମା ଦାସ। ସୋନି ଚ୍ୟାନେଲର ଆଧିକାରୀକ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *