ଭବାନୀପାଟଣା,୨୨।୧୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ ମଣ୍ଡଳ ଧାନମଣ୍ଡିରେ ଆଲୋକ ବ୍ୟବସ୍ଥା ନ ଥିବା ଅଭିଯୋଗ ହେଉଛି। ଏ ନେଇ ରାତିରେ ଚାଷୀ ଏବଂ ଶ୍ରମିକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିବା କହିଛନ୍ତି। ଅନ୍ଧାର ସୁଯୋଗ ନେଇ ବସ୍ତାରେ ଥିବା ଧାନ ଚୋରି ହେବାର ଆଶଙ୍କା ରହିଛି । ଏ ନେଇ ଆର୍ଏମ୍ସି ଏବଂ ପ୍ୟାକ୍ସ କର୍ମଚାରୀଙ୍କୁ ବାରମ୍ବାର ଅଭିଯୋଗ କରାଯାଉଥିଲେ ମଧ୍ୟ ଏଥିପ୍ରତି କେହି ଗୁରୁତ୍ୱ ଦେଉ ନ ଥିବା ସେମାନେ କହିଛନ୍ତି । ଆର୍ଏମ୍ସି କର୍ମଚାରୀ ରାହାସ ଧଙ୍ଗଡାମାଝିଙ୍କୁ ପଚାରିବାରୁ ଅସ୍ଥାୟୀ ମଣ୍ଡିରେ ପ୍ୟାକ୍ସ ନିଜେ ଆଲୁଅ ବ୍ୟବସ୍ଥା କରିବା କଥା ବୋଲି କହିଛନ୍ତି।
Posted inଆମ ଜିଲା ଖବର, କଳାହାଣ୍ଡି View All
ଅଧ୍ୟାପକ ନିଯୁକ୍ତି ଓ ବିଭିନ୍ନ ଦାବିରେ କଲେଜ ଫାଟକରେ ତାଲା: ଧାରଣାରେ ୫ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର
ପାଟଣା, ୯/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ୱାମପାଟଣାରେ ଅଧ୍ୟାପକ ନିଯୁକ୍ତି ସହ କଲେଜର ବିଭିନ୍ନ ସମସ୍ୟାର ସମାଧାନ…
ମଦ ନିଶାରେ ବାପାଙ୍କୁ ପିଟି ହତ୍ୟା, ଥାନାରେ ଆତ୍ମସମର୍ପଣ କଲା ପୁଅ
ପାଟଣା, ୯/୯ (ବୀର କିଶୋର ଦାଶ): ପାରିବାରିକ କଳହକୁ କେନ୍ଦ୍ର କରି କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ନୁଆଖମଣ ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି।…
ବ୍ଲାକ୍ରୋଜ୍ ଜାହାଜ ବୁଡ଼ି ଘଟଣାକୁ ୧୭ ବର୍ଷ ପୂରିଲା: କାରଣ ଏବେବି ଅସ୍ପଷ୍ଟ
ପାରାଦୀପ, ୯।୯(ଶରତ ରାଉତ):ପାରାଦୀପ ବନ୍ଦରରୁ ଚାଇନା ଅଭିମୁଖେ ଯାଉଥିବା ଏମ୍ଭି ବ୍ଲାକରୋଜ୍ ଜାହାଜ ବୁଡ଼ିବା ଘଟଣାକୁ ଇତିମଧ୍ୟରେ ୧୭ ବର୍ଷ ପୂରିଗଲାଣି। ଉକ୍ତ ବ୍ଲାକରୋଜ୍ ବୁଡ଼ି ଘଟଣାକୁ…
ମଦ ବିରୋଧରେ ତାତିଲେ ମହିଳା: ଦୋକାନରେ ପକାଇଲେ ତାଲା
ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାଙ୍କୀଛନ୍ଦା ଗ୍ରାମରେ ବେଆଇନ ଦେଶୀ ଓ ବିଦେଶୀ ମଦ ଦୋକାନରେ ମହିଳା ଗୋଷ୍ଠୀ ମଙ୍ଗବଳାର ତାଲା ପକାଇ…
ବ୍ରିଟିଶ ଗଣ୍ଡ ପୋତିବା ପାଇଁ ଗଦା ହୋଇଛି ଆସ୍ପଣ୍ଡ: ଜମିରେ ମାଡ଼ୁଛି ବିଷାକ୍ତ ପାଣି
ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ – ମାର୍ଶାଘାଇ ମୁଖ୍ୟ କେନାଲ ବ୍ରିଟିଶ ଗଣ୍ଡ ପୋତିବା ପାଇଁ ପାହାଡ଼ ଭଳି…
କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ
କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ…
ସିକନ୍ଦରାବାଦରୁ ଓଡ଼ିଆ ଶ୍ରମିକ ନିଖୋଜ: ସୁପରଫାଷ୍ଟ ଟ୍ରେନରେ ଗାଁକୁ ଫେରୁଥିବାବେଳେ ବାଟରୁ ଉଭାନ୍
ଦିଗପହଣ୍ଡି,୯।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ନନ୍ଦ ଗାଁ ର ସମୀର ଗୌଡ଼(୨୬) ଦାଦନ ଶ୍ରମିକ ଭାବେ ମହାରାଷ୍ଟ୍ରର ପୁଣେ ନିକଟ…
ଓଭରବ୍ରିଜ ନିର୍ମାଣ ଦାବି: ଗମନାଗମନରେ ଲୋକେ ହେଉଛନ୍ତି ହନ୍ତସନ୍ତ
କେସିଙ୍ଗା,୯।୯(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ଡୁମେରମୁଣ୍ଡା ଗ୍ରାମ ଦେଇ କେସିଙ୍ଗା ସହରକୁ ଯାଇଥିବା…
Archives

