ଅନ୍ନପୂର୍ଣ୍ଣା ହିତାଧିକାରୀଙ୍କୁ ମିଳିଲା ଚାଉଳ

ଆରଡି, ୯।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ସୁନ୍ଦରପୁର ପଞ୍ଚାୟତର ୫ଜଣ ଅନ୍ନପୁନ୍ନା ହିତାଧିକାରୀଙ୍କୁ ଶୁକ୍ରବାର ୩ ମାସର ଚାଉଳ ବଣ୍ଟନ କରାଯାଇଛି। ଜିଲା ଯୋଗାଣ ଅଧିକାରୀ ମିର୍‌ ରାଜା ଅଲ୍ଲିଙ୍କ ହସ୍ତକ୍ଷେପ ଯୋଗୁ ଏହା ସମ୍ଭବ ହୋଇଥିବା ଜଣାପଡିଛି। ଦୀର୍ଘଦିନ ହେଲା ଏହି ପଞ୍ଚାୟତର ସୁକାନ୍ତି ଲତା ମହାନ୍ତି, ଉମାମଣି ସାହୁ, କୈଳାସ ଚନ୍ଦ୍ର ସାହୁ, ଦେବକୀ ଜେନା ମାସିକ ୧୦ କିଲୋଗ୍ରାମ୍‌ ଅନ୍ନପୁର୍ଣ୍ଣା ଯୋଜନାରେ ଚାଉଳ ପାଉ ନ ଥିଲେ। ସେମାନଙ୍କୁ ପୁନଃ ଚାଉଳ ଯୋଗାଇଦେବାକୁ ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶ ପତ୍ର ମିଳିଥିଲା। ଏହାପରେ ଜିଲା ଯୋଗାଣ ଅଧିକାରୀ ଚାଉଳ ପ୍ରଦାନ କରିବାକୁ ବ୍ଲକ ଯୋଗାଣ ଅଧିକାରୀ ଓ ଏକ ସ୍ବୟଂ ସହାୟକ ଗୋଷ୍ଠୀକୁ ନିର୍ଦ୍ଦେଶ ଦେଇଥିଲେ। ତେବେ ଚାଉଳ ପାଇଲା ପରେ ସମସ୍ତ ହିତାଧିକାରୀ ଖୁସି ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଳ ବନ୍ଦିରେ ଶକ୍ତିନଗର ବାସିନ୍ଦା : ୨୦ ବର୍ଷ ପରେ ବି ନିର୍ମାଣ ହୋଇନି ଡ୍ରେନ

ବ୍ରହ୍ମପୁର ଅଫିସ୍‌,୮ା୯-ଉତ୍ତର- ପଶ୍ଚିମ ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଦୁଇଦିନ ଧରି ହୋଇଥିବା ଲଗାଣ ବର୍ଷାରେ ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳ ପ୍ରଭାବିତ ହୋଇଛି ।...

ହାଟରୁ ଧରାପଡ଼ିଲେ ୩ ପକେଟମାର ନିର୍ଧୂମ ଛେଚିଲେ, ପୋଲିସ ଜିମାଦେଲେ

ଭାପୁର, ୨୯।୯(ଡି.ଏନ୍‌.ଏ.)-ଢେଙ୍କାନାଳ ସଦର ଥାନା ଭାପୁର ମେଡିକାଲ ଛକ ନିକଟ ପରିବା ହାଟରୁ ରବିବାର ପକେଟମାର କରୁଥିବା ୩ଜଣଙ୍କୁ ସ୍ଥାନୀୟ ଲୋକେ ଧରି ପୋଲିସ ଜିମା...

ଇଟାଭାଟି ସୁପରଭାଇଜରଙ୍କୁ ଗୁଳିମାଡ଼ ଘଟଣା: ଅଭିଯୁକ୍ତ ଗଲେ ଜେଲ, ୨ ସୁପାରି କିଲର ଫେରାର

ଦିଗପହଣ୍ଡି,୧୧ା୩(ଡି.ଏନ.ଏ.)-ଦିଗପହଣ୍ଡି ଥାନା ମହୁଡ଼ା ଗ୍ରାମ ଶ୍ମଶାନ ନିକଟ ଇଟାଭାଟିରେ କାମ କରୁଥିବା ସୁପରଭାଇଜର ସାଗର ପାତ୍ରଙ୍କୁ ଗୁଳି ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗରେ ପୋଲିସ...

ମହିଳାଙ୍କ କାନରୁ ସୁନାଫୁଲ ଝାମ୍ପିନେଲେ ଦୁର୍ବୃତ୍ତ

ଦାରିଙ୍ଗବାଡ଼ି,୨୫।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡିରେ ଜଣେ ମହିଳାଙ୍କଠାରୁ ବୁଧବାର ଲୁଟ୍‌ ହୋଇଛି। ଦୁର୍ବୃତ୍ତ ଜଣେ ମହିଳାଙ୍କୁ ମାଡ଼ ମାରିବା ସହ ତାଙ୍କ କାନରୁ...

ଲଗାଣ ବର୍ଷାରେ ଧୋଇଗଲା ଅସ୍ଥାୟୀ କଲଭର୍ଟ, କଳାହାଣ୍ଡି-କନ୍ଧମାଳ ଯୋଗାଯୋଗ ବିଚ୍ଛିନ୍ନ

ବାଲିଗୁଡ଼ା,୭।୮(ଡି.ଏନ୍‌.ଏ.): ଲଗାଣ ବର୍ଷାରେ କନ୍ଧମାଳ ଜିଲାର ବାଲିଗୁଡ଼ା ଅଞ୍ଚଳ ବେହାଲ ହୋଇପଡ଼ିଛି। ଲଗାଣ ବର୍ଷା ଯୋଗୁ ମଙ୍ଗଳବାରଠାରୁ ବାଲିଗୁଡ଼ା ବ୍ଲକ ବାଟାଗୁଡା ୫୯ ନଂ ଜାତୀୟ...

ପୋଲିସ-ମାଜିଷ୍ଟ୍ରେଟ୍‌ ସମନ୍ବୟ ବୈଠକ: ସହଯୋଗରେ ସମାଧାନ ହେବ ମାମଲା

ଢେଙ୍କାନାଳ ଅଫିସ,୪ା୧୦- ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଗୁରୁବାର ଅପରାହ୍ନରେ ଜିଲାସ୍ତରୀୟ ପୋଲିସ-ମାଜିଷ୍ଟ୍ରେଟ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜିଲାପାଳ ଭୂମେଶ ଚନ୍ଦ୍ର...

ସ୍ତ୍ରୀଙ୍କ ତଣ୍ଟିଚିପି ହତ୍ୟା କଲେ ସ୍ବାମୀ

ରାଉରକେଲା ଅଫିସ,୬ା୫: ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀତରଙ୍ଗ ଥାନା ଅନ୍ତର୍ଗତ ସିଂଟୋଲାରେ ଘରୋଇ କଳହକୁ କେନ୍ଦ୍ର କରି ମଙ୍ଗଳବାର ବିଳମ୍ବିତ ରାତିରେ ସ୍ତ୍ରୀଙ୍କ ତଣ୍ଟିଚିପି ସ୍ବାମୀ ହତ୍ୟା...

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ଚିନିକଳ କର୍ମଚାରୀଙ୍କୁ ଉଠାଇ ନେଲା ପୋଲିସ

ବରଗଡ ଅଫିସ/ବିଜେପୁର, ୧୭ା୧୦- ବରଗଡ ଜିଲା ବିଜେପୁର ଉପନିର୍ବାଚନ ପ୍ରଚାର ପାଇଁ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୋଡ ଶୋ’ରେ ବିଜେପୁର ଅଞ୍ଚଳରେ ଦଳୀୟ ପ୍ରାର୍ଥିନୀ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *