Posted inଜାତୀୟ

ଅନ୍ୟ କାହାର ସହାୟତା ବିନା ୨୦ ବର୍ଷ ଧରି ମତଦାନ ଅଧିକାର ସାବ୍ୟସ୍ତ କରୁଛନ୍ତି ଦିବ୍ୟାଙ୍ଗ ଦମ୍ପତି

ମୁମ୍ବାଇ,୨୧।୧୦: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଜାରି ରହିଛି। ଜୁହୁସ୍ଥିତି ଭୋଟ କେନ୍ଦ୍ରରେ ଦିବ୍ୟାଙ୍ଗ ଦମ୍ପତି ଦେବଶଙ୍କର ଏବଂ ପାନ୍ନା ନିଜର ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। ସେମାନେ ଫିଲ୍ମ ତାରକା ନୁହଁନ୍ତି। ତେବେ ସେମାନଙ୍କୁ ଦେଖିବା ଲାଗି ଏବଂ ସେମାନଙ୍କର ଫଟୋ ତଥା ଭିଡ଼ିଓ ଶୁଟିଂ କରିବା ନିମନ୍ତେ ମତଦାନ କେନ୍ଦ୍ର ବାହାରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଛି। ଗତ ୨୦ ବର୍ଷ ଧରି ଏହି ଦମ୍ପତି ଅନ୍ୟ କାହାର ସହାୟତା ବିନା ମତଦାନ କେନ୍ଦ୍ରକୁ ଆସି ଭୋଟ ଦେଉଛନ୍ତି। ଦେବଶଙ୍କର ସ୍ତ୍ରୀ ପାନ୍ନାଙ୍କ ସହିତ ସକାଳୁ ଆସି ଭୋଟ ଦେଇ ସାରିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମ୍ମୁ-କଶ୍ମୀରରେ ଆତଙ୍କ ସୃଷ୍ଟି ପାଇଁ ୟାସିନ୍‌ ମଲିକ୍‌ଙ୍କୁ ପାଣ୍ଠି ଯୋଗାଉଥିଲେ ହାଫିଜ୍‌ ସଇଦ୍‌: ଏନ୍‌ଆଇଏ ରିପୋର୍ଟ

ଶ୍ରୀନଗର,୩୦।୯: ଜମ୍ମୁ-କଶ୍ମୀରରେ ଆତଙ୍କ ସୃଷ୍ଟି ପାଇଁ ବିଚ୍ଛିନ୍ନତାବାଦୀ ନେତା ୟାସିନ୍‌ ମଲିକ୍‌ଙ୍କୁ ଲଶ୍କର-ଇ-ତୋଏବା ମୁଖ୍ୟ ୟାସିନ୍‌ ମଲିକ୍‌ ପାଣ୍ଠି ଯୋଗାଉଥିଲେ। ଏନେଇ ଏନ୍‌ଆଇଏ ପକ୍ଷରୁ ଏକ...

ବଦଳିଲା ଦିଲ୍ଲୀ ମୋଗଲ ଗାର୍ଡେନର ନାମ

ନୂଆଦିଲ୍ଲୀ,୩୦।୧: ରାଷ୍ଟ୍ରପତି ଭବନ ପରେ ବର୍ତ୍ତମାନ ଦିଲ୍ଲୀ ୟୁନିଭର୍ସିଟିର ଉତ୍ତର କ୍ୟାମ୍ପସ ସ୍ଥିତ ମୋଗଲ ଗାର୍ଡେନର ନାମ ପରିବର୍ତ୍ତନ କରାଯାଇଛି। ଦିଲ୍ଲୀ ୟୁନିଭର୍ସିଟି (ଡିୟୁ)ର ମୋଗଲ...

‘ସୌଭାଗ୍ୟବତୀ ଯୋଜନା’ରେ ଗର୍ଭବତୀ ମହିଳା, ନବଜାତ ଶିଶୁଙ୍କୁ ମିଳିବ ସ୍ବତନ୍ତ୍ର କିଟ୍‌

ଡେରାଡୁନ, ୧୦।୧୦: ଉତ୍ତରାଖଣ୍ଡ ସରକାର ଖୁବ୍‌ ଶୀଘ୍ର ଏକ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ଯାହାର ନାମ ‘ସୌଭାଗ୍ୟବତୀ’ ଯୋଜନା ରଖିଛନ୍ତି। ଏହି ଯୋଜନାରେ ରାଜ୍ୟର...

ଗୁଜରାଟ ମୁଖ୍ୟମନ୍ତ୍ରୀ କରୋନା ପଜିଟିଭ୍‌

ଅହମଦାବାଦ,୧୫।୨: ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୁପାଣିଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ରବିବାର ଏକ କାର୍ଯ୍ୟକ୍ରମରେ ସେ ମଞ୍ଚ ଉପରେ ଚେତା ହରାଇ...

ଡୋଭାଲ୍‌ଙ୍କୁ କ୍ୟାବିନେଟ୍‌ ର଼୍ୟାଙ୍କ୍‌: ବଢ଼ିଲା କାର୍ଯ୍ୟକାଳ

ନୂଆଦିଲ୍ଲୀ,୩।୬: ଭାରତୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍‌ ଡୋଭାଲ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି  କ୍ୟାବିନେଟ୍‌ ର଼୍ୟାଙ୍କ୍‌ ପ୍ରଦାନ କରିଛନ୍ତି। ଏହା ସହିତ ସେ ଏହି ପଦବୀରେ ଆଗାମୀ...

ଅଦାଲତରେ ଅଚଳାବସ୍ଥା

ନୂଆଦିଲ୍ଲୀ,୬ା୬: ମେ ୨୫ ତାରିଖରେ ଭାରତରେ ଇଦ୍‌-ଉଲ୍‌-ଫିତର ପାଳନ କରାଯାଉଥିବାବେଳେ ୧୨ ବର୍ଷୀୟା ତଲ୍‌ହା ଓ ୫ ବର୍ଷୀୟା ମରିଅମ୍‌ ରାତିରେ ସେମାନଙ୍କ ମା’ଙ୍କ ମୋବାଇଲ୍‌...

ତାମିଲନାଡୁ ବିଧାନସଭାର ପୂର୍ବତନ ବାଚସ୍ପତିଙ୍କ ପରଲୋକ

ଚେନ୍ନାଇ,୪।୧: ତାମିଲନାଡୁ ବିଧାନସଭାର ପୂର୍ବତନ ବାଚସ୍ପତି ତଥା ଏଆଇଏଡିଏମ୍‌କେ ନେତା ପିଏଚ୍‌ ପାଣ୍ଡିଆନଙ୍କ ଶନିବାର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ...

ଶତାବ୍ଦି ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ

ଡେରାଡୁନ୍‌,୧୩।୩: ଦିଲ୍ଲୀ-ଡେରାଡୁନ୍‌ ଶତାବ୍ଦି ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ ଘଟିଛି। ଶନିବାର ୧୨ଟା ୨୦ରେ ଉତ୍ତରାଖଣ୍ଡର କାନସୋର ଅଞ୍ଚଳରେ ହଠାତ୍‌ ଏକ୍ସପ୍ରେସ୍‌ର ସି-୪ ବଗିରେ ନିଆଁ ଲାଗି ଯାଇଥିଲା।...

Advertisement
Archives

Model This Week