Posted inଖେଳ

ଅନ୍ୟ ସମ୍ପ୍ରଦାୟରେ ବିବାହ କରିଛନ୍ତି ଏହିସବୁ କ୍ରିକେଟର

ଭାରତୀୟ କ୍ରିକେଟରେ ଏମିତି କିଛି ଖେଳାଳି ଅଛନ୍ତି ଯେଉଁମାନେ ଅନ୍ୟ ସମ୍ପ୍ରଦାୟରେ ବିବାହ କରି ସମାଜ ପାଇଁ ଏକ ଉଦାହରଣ ସୃଷ୍ଟି କରିଛନ୍ତି। ସେମିତି କିଛି କ୍ରିକେଟଙ୍କ ସମ୍ପର୍କରେ ଜାଣନ୍ତୁ

ମହମ୍ମଦ କୈଫ୍‌
ଭାରତୀୟ କ୍ରିକେଟରେ ଜଣେ ଜବରଦସ୍ତ ଫିଲ୍ଡର ଭାବେ ପରିଚିତ ମହମ୍ମଦ କୈଫ୍‌ ପୂଜା ଯାଦବଙ୍କୁ ବିବାହ କରିଛନ୍ତି। ପେସାରେ ଜଣେ ପତ୍ରକାର ଥିବା ପୂଜାଙ୍କ ସହ ୪ବର୍ଷ ଧରି ପ୍ରେମ ସମ୍ପର୍କ ପରେ ତାଙ୍କୁ ବିବାହ କରିଥିଲେ। ୨୦୧୧ରେ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ ଏଦୁହେଁ।

ଜାହିର୍‌ ଖାନ୍‌
ଭାରତୀୟ ଦଳର ପୂର୍ବତନ ପେସ୍‌ ବୋଲର୍‌ ଜାହିର୍‌ ଖାନ୍‌ ବଲିଉଡ୍‌ ଅଭିନେତ୍ରୀ ସାଗରିକା ଘାଟଗେଙ୍କୁ ବିବାହ କରିଥିଲେ। ଜାହିର୍‌ ମୁସଲମାନ ସମ୍ପ୍ରଦାୟର ହୋଇଥିବାବେଳେ ସାଗରିକା ହିନ୍ଦୁ ଧର୍ମର ଥିଲେ।

ଅଜିତ ଅଗରକର
ଭାରତୀୟ ଦଳର ପୂର୍ବତନ ପେସ୍‌ ବୋଲର୍‌ ଅଜିତ୍‌ ଅଗରକର ନିଜ ବନ୍ଧୁଙ୍କ ଭଉଣୀଙ୍କୁ ବିବାହ କରିଥିଲେ। ତାଙ୍କ ବନ୍ଧୁ ମଜହର ଭଉଣୀ ଫାତିମାକୁ ନେଇ ମ୍ୟାଚ୍‌ ଦେଖିବାକୁ ଆସୁଥିବାବେଳେ ଅଜିତ୍‌ଙ୍କ ପ୍ରେମରେ ପଡିଥିଲେ। ପରେ ଉଭୟ ବିବାହ କରିଥିଲେ।

ମହମ୍ମଦ ଆଜାରୁଦ୍ଦିନ
ପୂର୍ବତନ ଭାରତୀୟ ଅଧିନାୟକ ମହମ୍ମଦ ଆଜାରୁଦ୍ଦିନ ବଲିଉଡ୍‌ ଅଭିନେତ୍ରୀ ସଙ୍ଗୀତା ବିଜଲାନଙ୍କୁ ବିବାହ କରିଥିଲେ।

ମନସୁର୍‌ ଅଲ୍ଲୀ ଖାନ୍‌ ପଟୌଦୀ

ଭାରତୀୟ କ୍ରିକେଟର ପୂର୍ବତନ ଅଧିନାୟକ ମନସୁର୍‌ ଅଲ୍ଲୀ ଖାନ୍‌ ପଟୌଦୀ ବଲିଉଡ୍‌ ଅଭିନେତ୍ରୀ ଶର୍ମିଳା ଟାଗୋରଙ୍କୁ ପ୍ରେମ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁର୍ଲା ଏମସିଏଲର ମହିଳା କର୍ମଚାରୀଙ୍କ ଆତ୍ମହତ୍ୟା, କ୍ୱାର୍ଟରରୁ ଝୁଲନ୍ତା ମୃତଦେହ ଉଦ୍ଧାର

ସମ୍ବଲପୁର,୧୩।୬,(ପ୍ରମୋଦ ବହିଦାର): ବୁର୍ଲା ଆନନ୍ଦ ବିହାର ସ୍ଥିତ ମହାନଦୀ କୋଲଫିଲ୍ଡସ ଲିମିଟେଡ(ଏମସିଏଲ)ର ଜଣେ ମହିଳା କର୍ମଚାରୀ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ମୃତ ମହିଳା ଜଣକ ହେଉଛନ୍ତି…

ଇତିହାସ ରଚିଲା ‘ମାଇକେଲ’: ବିଶ୍ୱପ୍ୟାପୀ ଚମତ୍କାର ପ୍ରଦର୍ଶନ

ମାଇକେଲ ଜ୍ୟାକସନଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ମାଇକେଲ’ ବକ୍ସ ଅଫିସ୍‌ରେ ଚମତ୍କାର ପ୍ରଦର୍ଶନ କରିଛି। ଏହା ନମ୍ବର ୧ ମ୍ୟୁଜିକାଲ ବାୟୋପିକ ପାଲଟିଛି। ପୂର୍ବ ରେକର୍ଡଧାରୀ…

ରମେଶ-ଦେବାଶିଷଙ୍କୁ ଭାଜପା ଦେଲା ନୂଆ ଦାୟିତ୍ୱ: ଚାରିଆଡ଼ୁ ଛୁଟୁଛି ଶୁଭେଚ୍ଛା

ପୁରୁଷୋତ୍ତମପୁର,୧୩।୬(ସବିତା ମିଶ୍ର): ଭାରତୀୟ ଜନତାପାର୍ଟି ଗଞ୍ଜାମ ଜିଲାରେ ଦଳକୁ ଶକ୍ତିଶାଳୀ କରିବା ସହ ସଂଗଠନକୁ ଆଗେଇନେବା ଲାଗି ପୁରୁଷୋତ୍ତମପୁର ଦୁଇ ଯୁବନେତାଙ୍କୁ ଗୁରୁଦାଇତ୍ବ ଦେଇଛି। ବଡଖରିଡା ପଞ୍ଚାୟତ…

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ…

ମମତାଙ୍କ ପାଇଁ ଆସିଲା ଖୁସି ଖବର! ଦଳରେ ବିଦ୍ରୋହ ଭିତରେ ଏକାଠି ହେଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ରାଜନୀତି ଉପରେ ଏବେ ସାରା ଦେଶର ନଜର ରହିଛି। ଏହି ସମୟରେ ତୃଣମୂଳ କଂଗ୍ରେସ (TMC) ଭିତରେ ଗତ କିଛି ଦିନ ହେବ କଳହ…

ମାସକ ଭିତରେ ରାଜ୍ୟର ପ୍ରତିଷ୍ଠାନଗୁଡ଼ିକର ନାମ ସଂଶୋଧନ ହେବ: ରାଜସ୍ୱ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୩।୬: ରାଜ୍ୟର ବିଭିନ୍ନ ପ୍ରତିଷ୍ଠାନ, ସରକାରୀ କାର୍ଯ୍ୟାଳୟ ଓ ସଂସ୍ଥାଗୁଡ଼ିକର ନାମରେ ଥିବା ତ୍ରୁଟିକୁ ସଂଶୋଧନ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଆସନ୍ତା…

ରାଜ୍ୟବାସୀଙ୍କୁ ବଡ଼ ଝଟ୍‌କା, ଜୁନ ମାସ ଶେଷକୁ ବଢ଼ିକି ଆସିବ ବିଜୁଳି ବିଲ୍‌!

ନୂଆଦିଲ୍‌ଲୀ,୧୩।୬: ଗ୍ରାହକମାନଙ୍କୁ ଖୁବଶୀଘ୍ର ମହଙ୍ଗା ବିଜୁଳିର ଝଟକା ଲାଗିପାରେ। କାରଣ ପଶ୍ଚିମ ଏସିଆରେ ଜାରି ରହିଥିବା ଭୂ-ରାଜନୈତିକ ସଙ୍କଟ ଏବଂ ଯୁଦ୍ଧର ସିଧାସଳଖ ପ୍ରଭାବ ବିଦ୍ୟୁତ ଉତ୍ପାଦନ…

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri