ଅନ୍‌ଲାଇନ୍‌ରେ ହେବ ବିପିୟୁଟି ପରୀକ୍ଷା

ଭୁବନେଶ୍ୱର,୧୨।୬(ବ୍ୟୁରୋ): ଅନ୍‌ଲାଇନ୍‌ରେ ହେବ ବିଜୁ ପଟ୍ଟନାୟକ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି(ବିପିୟୁଟି)ପରୀକ୍ଷା। ବିପିୟୁଟିର ଅଷ୍ଟମ ସେମିଷ୍ଟାର ପରୀକ୍ଷା ଜୁଲାଇ ପ୍ରଥମ ସପ୍ତାହରେ ହେବ। ସବୁ ଜିଲାରେ ଓ ରାଜ୍ୟ ବାହାରେ ପରୀକ୍ଷା କେନ୍ଦ୍ର କରାଯିବ। ଛାତ୍ରୀଛାତ୍ର ଚାହିଁଲେ ଅଫ୍‌ଲାଇନ୍‌ରେ ବି ପରୀକ୍ଷା ଦେଇପାରିବେ। ତେବେ ଶିକ୍ଷାନୁଷ୍ଠାନ ଖୋଲିବା ପରେ ଅଫ୍‌ଲାଇନ୍‌ରେ ପରୀକ୍ଷା କରାଯିବ। ଏନେଇ ଶୁକ୍ରବାର ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରେମାନନ୍ଦ ନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଖୋଲିବ ଷ୍ଟ୍ରେଟ ଅଫ ହୁର୍ମଜ’, ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ଦେଲା ଜବାବ, ଜାଣନ୍ତୁ କ’ଣ କହୁଛି ପାକିସ୍ତାନ

ତେହରାନ/ଓ୍ବାଶିଂଟନ,୨୪।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ଦାବି କରିଛନ୍ତି ଯେ ଇରାନ ସହିତ ଏକ ଶାନ୍ତି ଚୁକ୍ତି ପ୍ରାୟ ଚୂଡ଼ାନ୍ତ ହୋଇସାରିଛି, ଏବଂ ଆଲୋଚନା ଏବେ…

ଓପିଟିସିଏଲ୍‌ର ସବୁ କର୍ମଚାରୀଙ୍କ ଛୁଟି ବାତିଲ: ମୁଖ୍ୟାଳୟ ଛାଡ଼ିବେନି କର୍ମଚାରୀ

ଭୁବନେଶ୍ୱର,୨୫।୫(ସୁନିତ୍‌ ମିଶ୍ର): ରାଜ୍ୟରେ ଘନ ଘନ ବିଦ୍ୟୁତ୍‌ କାଟ୍‌ ଲୋକଙ୍କୁ ଅସ୍ତବ୍ୟସ୍ତ କଲାଣି। ପ୍ରାୟ ସବୁ ଜିଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ସାଙ୍ଗକୁ ବିଜୁଳି କାଟ ଏବେ ଏକ…

ସରକାର ଆଗୁଆ ସମୀକ୍ଷା କରିଥିଲେ ବିଜୁଳି ସଙ୍କଟ ହୋଇ ନ ଥାଆନ୍ତା: କଂଗ୍ରେସ

ଭୁବନେଶ୍ୱର, ୨୪।୫(ସୁନିତ୍‌ ମିଶ୍ର): ସରକାରଙ୍କ ଅପରିଣାମଦର୍ଶିତା ଓ ଦୂରଦର୍ଶିତା ଅଭାବ ଯୋଗୁ ମେ ମାସର ପ୍ରଚଣ୍ଡ ଗରମରେ ରାଜ୍ୟବାସୀଙ୍କୁ ହଇରାଣ ହେବାକୁ ପଡୁଛି। ଯଦି ସରକାର ପୂର୍ବରୁ…

ପେଟ୍ରୋଲ, ଡିଜେଲ ଉପରୁ ଭାଟ୍‌ ହ୍ରାସ ଦାବିକଲେ ବିରୋଧୀ

ଭୁବନେଶ୍ୱର, ୨୪।୫(ସୁନିତ୍‌ ମିଶ୍ର): ରାଜ୍ୟରେ ତେଲ ଦର ବାରମ୍ବାର ବୃଦ୍ଧି ପାଇବାରେ ଲାଗିଛି। ଗତ ୧୦ ଦିନ ମଧ୍ୟରେ ତେଲ ଦର ୩ ଥର ବୃଦ୍ଧି ପାଇବାକୁ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧକଲେ ନବୀନ ‘ରାଜାଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେଉ’

ଭୁବନେଶ୍ୱର,୨୪।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ସନ୍ଧ୍ୟାରେ ଆଇନ ଶୃଙ୍ଖଳା ଆଲୋଚନା, ରାତିରେ ବଦଳି: ବଦଳିଲେ ୧୦ ଜିଲାର ଆଇପିଏସ୍‌ ଅଫିସର

ଭୁବନେଶ୍ବର, ୨୪।୫(ସୁନିତ୍‌ ମିଶ୍ର): ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ଆଲୋଚନାକରିବା ପରେ ରାତିରେ ଆଇପିଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ…

୩ ବର୍ଷ ପୂର୍ବେ ବିବାହ କରିଥିଲେ ପୁଅ ଅକାଳରେ ଚାଲିଗଲା ଜୀବନ: ଶେଷକୁ ବାପା କରିଦେଲେ ଏମିତି କାମ …

ଦଶରଥପୁର,୨୪।୫(ସୁଶାନ୍ତ କୁମାର ବେହୁରିଆ): ରୋଜଗାରିଆ ପୁଅର ଅକାଳ ମୃତ୍ୟୁକୁ ସହ୍ୟ କରିପାରିଲେନି ବାପା। ବେକରେ ଗାମୁଛା ଭିଡ଼ି ଆତ୍ମହତ୍ୟା କରିଦେଲେ। ଏଭଳି ଦୁଃଖଦ ଘଟଣା ଯାଜପୁର ଜିଲା…

ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri