ଅନ୍‌ଲାଇନ୍‌ରେ ହେବ ବିପିୟୁଟି ପରୀକ୍ଷା

ଭୁବନେଶ୍ୱର,୧୨।୬(ବ୍ୟୁରୋ)-ଏଥର ଅନ୍‌ଲାଇନ୍‌ରେ ବିପିୟୁଟି ପରୀକ୍ଷା ହେବ। ଅନଲାଇନ୍‌ରେ ଇଞ୍ଜିନିୟରିଂ କଲେଜର ଅଷ୍ଟମ ସେମିଷ୍ଟର ପରୀକ୍ଷା ହେବ। ଜୁଲାଇ ପ୍ରଥମରୁ ଦ୍ୱିତୀୟ ସପ୍ତାହ ଭିତରେ ଅନ୍‌ଲାଇନ୍‌ରେ ଏହି ପରୀକ୍ଷା ହେବ ବୋଲି ନିଷ୍ପତ୍ତି ହୋଇଛି। ଯେଉଁ ଛାତ୍ରୀଛାତ୍ର ଅନ୍‌ଲାଇନରେ ପରୀକ୍ଷା ଦେବେ ନାହିଁ, ସେମାନେ କଲେଜ ଖୋଲିବା ପରେ ଅଫ୍‌ଲାଇନ୍‌ରେ ପରୀକ୍ଷା ଦେଇପାରିବେ। ଜିଲା ଓ ରାଜ୍ୟ ବାହାରେ ମଧ୍ୟ ପରୀକ୍ଷା କେନ୍ଦ୍ର କରାଯିବ। ତେବେ ଛାତ୍ରୀଛାତ୍ରମାନେ କେଉଁ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବେ ସେ ନେଇ ଅପ୍ସନ୍‌ ମଧ୍ୟ ବାଛି ପାରିବେ। ଏନେଇ ଶୁକ୍ରବାର ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରେମାନନ୍ଦ ନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କସିବଣୀ ଗାଁକୁ ଛୁଇଁନି କରୋନା

କୁଆମରା,୧୧।୬(ଡି.ଏନ.ଏ.)- ଦୁଇବର୍ଷ ହେଲା ମହାମାରୀ କରୋନା ସାରା ବିଶ୍ୱକୁ କବଳିତ କରିଥିବା ବେଳେ ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ କୁଆମରା ପଞ୍ଚାୟତ...

ବିମାନବନ୍ଦରରେ ଆଣ୍ଟି ଏୟାରକ୍ରାଫ୍ଟ ହାଇଜାକ୍‌ ମକ୍‌ ଡ୍ରିଲ୍‌

ଭୁବନେଶ୍ୱର, ୨ା୧୧(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଶୁକ୍ରବାର ଆଣ୍ଟି ଏୟାରକ୍ରାଫ୍ଟ ହାଇଜାକ୍‌ ମକ୍‌ ଡ୍ରିଲ୍‌ କରାଯାଇଛି। ଆତଙ୍କବାଦୀମାନେ ଯଦି କୌଣସି ପରିସ୍ଥିତିରେ ବିମାନ...

ହାତୀ ରହୁଥିବା ଜଙ୍ଗଲରେ ନିଆଁ

ଯୋଡ଼ା,୬।୩: କେନ୍ଦୁଝର ଜିଲା ଚମ୍ପୁଆ ବନାଞ୍ଚଳ ଅଧୀନ ଯୋଡ଼ା ଫରେଷ୍ଟ ସେକ୍ସନର ବୈତରଣୀ ସଂରକ୍ଷିତ ଝରଣ ଜଙ୍ଗଲରେ ନିଆଁ ଲାଗି ବନାଞ୍ଚଳ ନଷ୍ଟ ହୋଇଯାଇଛି। ଯୋଡ଼ା...

ତିନିଦିନ ଘନ କୁହୁଡ଼ି

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ହେବ। ଏଥିପାଇଁ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି...

ଉପକୂଳ ମୁହାଁ ଅସାନି

ଭୁବନେଶ୍ୱର, ୯।୫(ବ୍ୟୁରୋ): ବାତ୍ୟା ଅସାନି ଯୋଗୁ ସମୁଦ୍ରରେ ଅଶାନ୍ତ ହେବାରେ ଲାଗିଛି। ଘଣ୍ଟା ପ୍ରତି ୨୫ କି.ମି. ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଏହା ଗତି କରୁଛି।...

ବିଧାନସଭା ଅଧିବେଶନ ପୂର୍ବରୁ ବିଧାୟକ, କର୍ମଚାରୀଙ୍କର ହେବ କରୋନା ଟେଷ୍ଟ

ଭୁବନେଶ୍ୱର, ୭ା୯(ବ୍ୟୁରୋ)- ଚଳିତମାସ ଶେଷ ସୁଦ୍ଧା ବିଧାନସଭା ଅଧିବେଶନ ବସିବ। ବୈଠକ ବସିବାର ଦୁଇଦିନ ପୂର୍ବରୁ ବିଧାୟକ ଓ କର୍ମଚାରୀମାନଙ୍କର କୋଭିଡ-୧୯ ପରୀକ୍ଷା କରାଯିବ। ଅଧିବେଶନର...

ହାଇକୋର୍ଟଙ୍କ ପକ୍ଷରୁ ସ୍ପଷ୍ଟୀକରଣ: ବରିଷ୍ଠ ନାଗରିକ, ଭିନ୍ନକ୍ଷମ ବ୍ୟବହାର କରିବେ ଦୁଇ ଚକିଆ ଯାନ

କଟକ ଅଫିସ, ୧୦।୩: ପାଦ ଚଲା ଦୂରତାରେ ଅତ୍ୟାବଶ୍ୟକ ସାମଗ୍ରୀ ମିଳୁ ନ ଥିବା ଯୋଗୁ ବାଇକ୍‌ ବ୍ୟବହାର କଟକଣାକୁ କୋହଳ କରିବା ପାଇଁ ଗୁରୁବାର...

୩ ଶିକ୍ଷକରେ ୧୦ ଶ୍ରେଣୀ

ଯାଜପୁର ଅଫିସ,୫ା୨: ଯାଜପୁର ଜିଲା ବ୍ୟାସନଗରରେ କେନ୍ଦ୍ର ସରକାରଙ୍କ ଦ୍ୱାରା ପରିଚାଳିତ କେନ୍ଦ୍ରୀୟ ବିଦ୍ୟାଳୟରେ ଭିତ୍ତିଭୂମି ସାଙ୍ଗକୁ ଶିକ୍ଷକ ଅଭାବ ପ୍ରାଥମିକ ଓ ଉଚ୍ଚପ୍ରାଥମିକ ଶିକ୍ଷାକୁ...

Advertisement
Archives

Model This Week