Posted inଜାତୀୟ

ଅପରାହ୍ନରେ ଘୋଷଣା ହେବ ଦିଲ୍ଲୀ ବିଧାନସଭା ନିର୍ବାଚନର ତାରିଖ

ନୂଆଦିଲ୍ଲୀ,୬।୧: ଦିଲ୍ଲୀ ବିଧାନସଭା ନିର୍ବାଚନର ତାରିଖ ସୋମବାର ଅପରାହ୍ନରେ ଅର୍ଥାରତ ୩ଟା ୩୦ରେ ଘୋଷଣା କରାଯାଇପାରେ। ଏକ ଖବରଦାତା ସମ୍ମିଳନୀ ମାଧ୍ୟମରେ ନିର୍ବାଚନ କମିଶନ ଏହା ଘୋଷଣା କରିବାର କାର୍ଯ୍ୟକ୍ରମ ରହିଛି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଫେବୃୟାରୀ ପ୍ରଥମ ସପ୍ତାହରେ ଦିଲ୍ଲୀରେ ନିର୍ବାଚନ ହୋଇପାରେ ବୋଲି ଅନୁମାନ କରାଯାଉଛି। ଗୋଟିଏ ପର୍ଯ୍ୟାୟରେ ନିର୍ବାଚନ ହେବ ବୋଲି ଆଲୋଚନା ହେଉଛି। ତାରିଖ ଘୋଷଣା ହେବା ପରେ ଦିଲ୍ଲୀରେ ଆଚାର ସଂହିତା ଲାଗୁ କରାଯିବ। ସୂଚନାଯୋଗ୍ୟ, ଫେବୃୟାରୀରେ ଦିଲ୍ଲୀ ବିଧାନସଭାର କାର୍ଯ୍ୟକାଳ ସରୁଛି। ତେଣୁ ଏହା ପୂର୍ବରୁ ନୂଆ ସରକାର ଗଠନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଝାଡ଼ଖଣ୍ଡରେ ଚିହ୍ନଟ ଭାରିଆଣ୍ଟ ଅଧିକ ବିପଜ୍ଜନକ

ରାଞ୍ଚି,୧୮।୬: ଝାଡ଼ଖଣ୍ଡରେ କରୋନା ଭୂତାଣୁର ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ଚିହ୍ନଟ ହୋଇଛି। ଫଳରେ ଏହି ରାଜ୍ୟରେ ଖୁବ୍‌ଶୀଘ୍ର ସଂକ୍ରମଣର ତୃତୀୟ ଲହର ଆସିବା ସମ୍ଭାବନା ବୃଦ୍ଧି...

କାଜୁ ବିକ୍ରି କରି ଘର ଚଳାଉଥିବା ଏହି ଝିଅ ଏବେ ଯିବେ ନାସା

କଥାରେ ଅଛି ଇଚ୍ଛା ଥିଲେ ଉପାୟ ଆପେ ଆପେ ଆସେ ଏବଂ କଠିନ ପରିଶ୍ରମ ଦ୍ୱାରା ସାରା ଜଗତକୁ ମଧ୍ୟ ଜିଣିହୁଏ। ଏହି ଉକ୍ତିଟିର ସଫଳ...

ଜଗନ ମୋହନଙ୍କ କ୍ୟାବିନେଟ୍‌ରେ ବଡ ପରିବର୍ତ୍ତନ

ଅମରାବତୀ,୭।୪: ୨୦୨୪ ବିଧାନସଭା ନିର୍ବାଚନ ପୂର୍ବରୁ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ କିଛି ବଡ ଧରଣର ଅଦଳବଦଳ କରିବାକୁ ଯାଉଛନ୍ତି । ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ...

‘ଭର୍ଚୁଆଲରେ ହୋଇପାରିବ ବିବାହ ପଞ୍ଜୀକରଣ’

ନୂଆଦିଲ୍ଲୀ, ୧୨ା୯: ଭିଡିଓ କନଫରେନ୍ସ ମାଧ୍ୟମରେ ଭର୍ଚୁଆଲ ଉପସ୍ଥିତିରେ ମଧ୍ୟ ଦମ୍ପତିଙ୍କ ବିବାହ ପଞ୍ଜୀକରଣ ହୋଇପାରିବ। ଏଥିପାଇଁ ବ୍ୟକ୍ତିଗତ ଉପସ୍ଥିତି ନିମନ୍ତେ ଥିବା କଠୋର ଆଇନ...

ଛେଳିକୁ ବାନ୍ଧି ନେଲେ ପୋଲିସ ବାବୁ: ଭିଆଇପି ବଙ୍ଗଳାରେ ଗଛପତ୍ର ଖାଇବା ଅଭିଯୋଗ

ଭୋପାଳ,୯।୯: ପୋଲିସ ଥାନାକୁ ଅପରାଧି ବନ୍ଧା ହୋଇ ଆସିବା ସାଧାରଣ ଘଟଣା। ତେବେ ମଧ୍ୟପ୍ରଦେଶ ମୁରେନା ସହରର ଓ୍ବାଟର ଓ୍ବାକର୍ସ କଲୋନୀରେ ବାସ କରୁଥିବା ଦୀପକ...

୫ ଏମ୍‌ପିଙ୍କୁ ଦଳରୁ ବିଦା କଲେ ଚିରାଗ

ନୂଆଦିଲ୍ଲୀ,୧୫ା୬: ଚିରାଗ ପାଶ୍ୱାନଙ୍କ ନେତୃତ୍ୱାଧୀନ ଲୋକ ଜନଶକ୍ତି ପାର୍ଟି (ଏଲ୍‌ଜେପି)ରେ କନ୍ଦଳ ଓ ଫାଟ ବଢ଼ିବାରେ ଲାଗିଛି। ଚିରାଗଙ୍କ ଗୋଷ୍ଠୀ ମଙ୍ଗଳବାର ୫ ବିଦ୍ରୋହୀ ଏମ୍‌ପିଙ୍କୁ...

ଗ୍ରାହକ ସାଲାଡକୁ ବାସି କହିବାରୁ ରେଷ୍ଟୁରାଣ୍ଟ ମାଲିକ କଲେ ଏମିତି

ଜୟପୁର,୨୩।୧: ରାଜସ୍ଥାନର ଯୋଧପୁରସ୍ଥିତ ଏକ ରେଷ୍ଟୁରାଣ୍ଟରେ ଜଣେ ଗ୍ରାହକ ସାଲାଡକୁ ବାସି କହିବାରୁ ତାଙ୍କୁ ଭାରି ପଡ଼ିଛି। ଗ୍ରାହକଙ୍କୁ ରେଷ୍ଟୁରାଣ୍ଟର ମାଲିକ ଏବଂ ତାଙ୍କ କର୍ମଚାରୀମାନେ...

ସର୍ବାଧିକ ଆୟକର ଦେଲେ ଧୋନୀ: ପୈଠ କଲେ ୨୮ କୋଟି

ରାଞ୍ଚି,୨୬।୨: କ୍ରିକେଟ ପଡ଼ିଆରେ ହେଲିକପ୍ଟର ସଟ୍‌ ମାରି ପ୍ରଂଶସକଙ୍କୁ ରୋମାଞ୍ଚିତ କରୁଥିବା ମହେନ୍ଦ୍ର ସିଂ ଧୋନୀ ଏବେ ସର୍ବାଧିକ ଆୟକର ଦାଖଲ କରି ଚର୍ଚ୍ଚାରେ ରହିଛନ୍ତି।...

Advertisement
Archives

Model This Week