ଅପରାହ୍ନ ୪ଟା ସୁଦ୍ଧା ୪୨.୭ ପ୍ରତିଶତ ମତଦାନ

ନୂଆଦିଲ୍ଲୀ,୮।୨: ଦିଲ୍ଲୀ ବିଧାନସଭା ପାଇଁ ଶନିବାର ସକାଳେ ଭୋଟ ଗ୍ରହଣ ପ୍ରକ୍ରିୟା ଆରମ୍ଭ କରାଯାଇଥିଲା। ଗତ ବିଧାନସଭା ନିର୍ବାଚନ ତୁଳନାରେ ଏଥର ମତଦାନ ହାର କମ୍‌ ରହିବ ବୋଲି ଆଲୋଚନା ହେଉଛି। ତେବେ ଏଥର ମତଦାନ ହାର ଅପରାହ୍ନ ୪ଟା ସୁଦ୍ଧା ୪୨.୭ ପ୍ରତିଶତ ଥିବା ଜଣାପଡିଛି। ସୂଚନାଯୋଗ୍ୟ, ଦିଲ୍ଲୀର ୭୦ ବିଧାନସଭା ଆସନ ପାଇଁ ଶନିବାର ମତଦାନ ହୋଇଥିବା ବେଳେ ମଙ୍ଗଳବାର ଏହାର ଫଳାଫଳ ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ହେବ ସରକାରୀ ନିୟନ୍ତ୍ରଣ ମୁକ୍ତ…

ବେଙ୍ଗାଲୁରୁ, ୩୦।୧୨: ଖୁବ୍‌ ଶୀଘ୍ର କର୍ନାଟକର ସମସ୍ତ ମନ୍ଦିର ସରକାରଙ୍କ ନିୟନ୍ତ୍ରଣ ମୁକ୍ତ ହେବ। ମନ୍ଦିର ଗୁଡ଼ିକ ସ୍ବତନ୍ତ୍ର ଭାବେ କାର୍ଯ୍ୟ କରିବେ ବୋଲି ମୁଖ୍ୟମନ୍ତ୍ରୀ...

ଭାଜପା ଛାଡିଲେ ଜତିନ ବୋରା

ନୂଆଦିଲ୍ଲୀ,୧୨।୧୨: ନାଗରିକତ୍ୱ (ସଂଶୋଧନ) ବିଲ୍‌(ସିଏବି)କୁ ନେଇ ଆସାମରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ଇତି ମଧ୍ୟରେ ଭାରତୀୟ ଜନତା ପାର୍ଟି(ଭାଜପା) ନେତା ତଥା ଅଭିନେତା ଜତିନ...

୧ କୋଟି ନୂଆ ଉଜ୍ୱଳା ସଂଯୋଗ, ସ୍ଥାପିତ ହେବ ୭୫୦ ଏକଲବ୍ୟ ମଡେଲ ସ୍କୁଲ

ନୂଆଦିଲ୍ଲୀ, ୧।୨: ଚଳିତ ବଜେଟରେ ସରକାର ଉଜ୍ୱଳା ଯୋଜନାରେ ୧ କୋଟି ନୂଆ ସଂଯୋଗ ଦିଆଯିବା ନେଇ ଘୋଷଣା କରିଛନ୍ତି। ଆସନ୍ତା ୩ ବର୍ଷରେ ୧୦୦...

୧୯ ଦିନ ଧରି ନିଜାମୁଦ୍ଦିନ୍‌ ପାଲଟିଥିଲା କରୋନା ସଂକ୍ରମଣର କେନ୍ଦ୍ର !

ନୂଆଦିଲ୍ଲୀ,୧।୪: ନିଜାମୁଦ୍ଦିନ୍‌ର ତବଲିଗ୍‌ ଜମାତ୍‌ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଆରମ୍ଭ ହୋଇଛି। ଜମାତ୍‌ ମାର୍ଚ୍ଚ ୧୬ରୁ ୨୪ ପର୍ଯ୍ୟନ୍ତ ହେବାର ଯୋଜନା ଥିଲା।...

କାର୍ଯ୍ୟରେ ଯୋଗ ଦେଲେ କେନ୍ଦ୍ରମନ୍ତ୍ରୀ, ବରିଷ୍ଠ ଅଧିକାରୀ

ନୂଆଦିଲ୍ଲୀ,୧୩।୪: କରୋନା ଭାଇରସ ସଂକ୍ରମଣକୁ ନେଇ ସାରା ଦେଶରେ ୨୧ ଦିନିଆ ଲକ୍‌ଡାଉନ ଘୋଷଣା କରାଯାଇଥିବା ବେଳେ ସବୁ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ବନ୍ଦ...

ହଜାରେ ଦିନରେ ୬ ଲକ୍ଷ ଗାଁରେ ବିଛାଯିବ ଅପ୍ଟିକାଲ ଫାଇବର

ନୂଆଦିଲ୍ଲୀ, ୧୫।୮: ଦେଶରେ ଯୋଗାଯୋଗ ବ୍ୟବସ୍ଥା ଦ୍ରୁତ ଗତିରେ ଆଗେଇବାରେ ଲାଗିଛି। ୨୦୧୪ ପୂର୍ବରୁ ଦେଶର ୬୦ ପଞ୍ଚାୟତରେ ଅପ୍ଟିକାଲ ଫାଇବର ବିଛାଯାଇଥିଲା। ତେବେ ପରବର୍ତ୍ତୀ...

ମୋଦିଙ୍କ ଶପଥ ଗ୍ରହଣ ଲାଗି ଦିଲ୍ଲୀରେ ୧୦ ହଜାର ଯବାନ ମୁତୟନ

ନୂଆଦିଲ୍ଲୀ,୩୦।୫: ସଜେଇ ହୋଇଛି ରାଜଧାନୀ ଦିଲ୍ଲୀ, ମଞ୍ଚ ପ୍ରସ୍ତୁତ, ଅତିଥି ମଧ୍ୟ ପହଞ୍ଚି ସାରିଛନ୍ତି। ଗୁରୁବାର ସନ୍ଧ୍ୟା ୭ଟାରେ ଦ୍ୱିତୀୟ ଥର ଲାଗି ପ୍ରଧାନମନ୍ତ୍ରୀ ଭାବେ...

ବର୍ଷିଲେ ଅମିତ ଶାହ: କଶ୍ମୀର ପ୍ରସଙ୍ଗରେ ରାଜନୀତି କରୁଛି କଂଗ୍ରେସ, ଭାଜପା ଦେଶଭକ୍ତି

ମୁମ୍ବାଇ,୨୨।୯: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ସଜବାଜ ଆରମ୍ଭ ହୋଇଯାଇଛି। ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରଚାର ଆରମ୍ଭ ହୋଇଯାଇଛି। ଏହି କ୍ରମରେ ଭାଜପା ଅଧ୍ୟକ୍ଷ...

Advertisement
Archives

Model This Week