Posted inଜାତୀୟ

ଅପରେଶନ୍‌ ଅଲ୍‌ ଆଉଟ୍‌: ୫ ମାସରେ ୧୦୧ ଆତଙ୍କବାଦୀ ନିହତ

ଶ୍ରୀନଗର, ୧।୬: ଜମ୍ମୁ-କଶ୍ମୀରକୁ ଆତଙ୍କବାଦ ମୁକ୍ତ କରାଯିବା ପାଇଁ ସେନା ପକ୍ଷରୁ ଅପରେଶନ୍‌ ଅଲ୍‌ଆଉଟ୍‌ ଜାରି ରହିଛି। ଗତ ୫ ମାସ ମଧ୍ୟରେ ସର୍ଚ୍ଚ ଅପରେଶନ୍‌ ସମୟରେ ଏନ୍‌କାଉଣ୍ଟରରେ ୧୦୧ ଆତଙ୍କବାଦୀ ନିହତ ହୋଇଥିବା ପ୍ରତିରକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ରିପୋର୍ଟରୁ ଜଣାପଡ଼ିଛି। ନିହତ ହୋଇଥିବା ଆତଙ୍କବାଦୀଙ୍କ ମଧ୍ୟରୁ ୨୫ ବିଦେଶୀ ଏବଂ ୭୬ ସ୍ଥାନୀୟ ଆତଙ୍କବାଦୀ ଥିବା ରିପୋର୍ଟରେ ଦର୍ଶାଯାଇଛି। ସ୍ଥାନୀୟ ଆତଙ୍କବାଦୀମାନେ ଜୈଶ୍‌-ଇ-ମହମ୍ମଦ, ଲଶ୍କର-ଇ-ତୋଏବା, ହିଜିବୁଲ୍‌ ମୁଜାହିଦ୍ଦିନ୍‌ ଆଦି ସଂଗଠନ ସହିତ ସମ୍ପର୍କରେ ଥିଲେ। ସ୍ଥାନୀୟ ଯୁବବର୍ଗଙ୍କୁ ବିଭିନ୍ନ ମନଗଢ଼ା କାହାଣୀ କହି ବିଭିନ୍ନ ଆତଙ୍କବାଦୀ ସଂଗଠନରେ ସାମିଲ କରାଯାଉଥିବା କୁହାଯାଉଛି। ଏଥିରେ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇର ପରୋକ୍ଷ ହାତ ଥିବାର ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଭାଜପାକୁ ଶକ୍ତ ଧକ୍କା, ନାମାଙ୍କନ ପ୍ରତ୍ୟାହାର କଲେ ଅଭିଷେକ ସିହ୍ନା

ପାଟନା,୧୦।୭: ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଅଭିଷେକ ସିହ୍ନା ‘ବଣ୍ଟି’ ନିର୍ବାଚନ ଲଢିବେ ନାହିଁ ବୋଲି ତାଙ୍କର ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ସେ ରାଜ୍ୟ ସଭାପତି…

ଦେଶରେ ମୌସୁମୀ ଆକ୍ଟିଭ: ଆସନ୍ତା ସପ୍ତାହରେ ପ୍ରବଳ ବର୍ଷିବ, ଜାଣନ୍ତୁ କ’ଣ କହୁଛି IMD

ନୂଆଦିଲ୍ଲୀ,୧୦।୭: ଆଗାମୀ କିଛି ଦିନ ମଧ୍ୟରେ ଦେଶର ବିଭିନ୍ନ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଶା କରାଯାଉଛି। ଭାରତୀୟ ପାଣିପାଗ ବିଭାଗ (IMD)ର ବରିଷ୍ଠ ବୈଜ୍ଞାନିକ…

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…

ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ

ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ…

‘ମୋତେ ମାରିଦେଲେ ବି ମୁଁ ବାଂଲାଦେଶ ଫେରିବି’, କାହିଁକି ଏମିତି କହିଲେ ଶେଖ ହାସିନା? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୦।୭: ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣାରେ, ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା କହିଛନ୍ତି ଯେ ସେ ଏବଂ ଆୱାମୀ ଲିଗର ଅନ୍ୟ ନିର୍ବାସିତ ନେତାମାନେ ଚଳିତ ବର୍ଷ…

ରାଜଧାନୀରେ ନକଲି ଆଡିଶନାଲ ଏସ୍‌ପି, ପୋଲିସ ଗିରଫ କରି…

ଭୁବନେଶ୍ୱର,୧୦ା୭: କୌଣସି ଉପାନ୍ତ ଅଞ୍ଚଳରେ ନୁହେଁ। ଖୋଦ୍‌ ରାଜଧାନୀ ଭୁବନେଶ୍ୱରରେ ନକଲି ଆଡିଶନାଲ ଏସ୍‌ପି ବା ନକଲି ଅତିରିକ୍ତ ଏସ୍‌ପିଙ୍କୁ ଗିରଫ କରିଛି ପୋଲିସ। ରଜନୀକାନ୍ତ ମହାନ୍ତି…

Bankipur By-Election: ବାଙ୍କିପୁରରେ BJPକୁ କାହିଁକି ହରାଇବା ଦରକାର? ୩ କାରଣ କହିଲେ ପିକେ

ପାଟନା,୧୦।୭: ଜନ ସୁରାଜ ପ୍ରାର୍ଥୀ ପ୍ରଶାନ୍ତ କିଶୋର ବାଙ୍କିପୁର ନିର୍ବାଚନମଣ୍ଡଳୀରେ ସକ୍ରିୟ ଭାବରେ ଗସ୍ତ କରୁଛନ୍ତି, ଲୋକଙ୍କୁ ବୁଝାଉଛନ୍ତି ଯେ ଉପନିର୍ବାଚନରେ ଭାଜପାକୁ କାହିଁକି ପରାସ୍ତ କରାଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri