ଅପହୃତା ନାବାଳିକା ଉଦ୍ଧାର: ଅଭିଯୁକ୍ତ ଗିରଫ

ରୂପ୍‌ସା, ୪।୧(ଡି.ଏନ.ଏ.)-ବାଲେଶ୍ୱର ସଦର ଥାନା ପରିକ୍ଷୀ ଫାଣ୍ଡି ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ ଅଭିଯୋଗରେ ଶନିବାର ପୋଲିସ ଚଢ଼ାଉ କରି ଅଭିଯୁକ୍ତ ଦୀପକ ମାଝିଙ୍କୁ ଗିରଫ କରିଛି। ତାଙ୍କ ଘର ବାହାର୍ଦ୍ଦା ଗ୍ରାମରେ। ଏଥିସହ ଅଭିଯୁକ୍ତଙ୍କ ଘରୁ ଅପହୃତା ନାବାଳିକାଙ୍କୁ ଉଦ୍ଧାର କରାଯାଇଛି। ଉଭୟ ଅପହୃତା ଓ ଅପହରଣକାରୀଙ୍କ ଡାକ୍ତରୀମାଇନା କରାଯାଇଛି। ଏସ୍‌ଡ଼ିଜେଏମ୍‌ କୋର୍ଟରେ ନାବାଳିକାଙ୍କ ବୟାନ ରେକର୍ଡ଼ ପରେ ତାଙ୍କୁ ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଗତ ୧ତାରିଖରେ ନାବାଳିକାଙ୍କୁ ଦୀପକ ଅପହରଣ କରିଥିବା ନେଇ ଅଭିଯୋଗ ହୋଇଥିଲା। ଏନେଇ ଶୁକ୍ରବାର ଥାନାରେ ଏକ ମାମଲା (ନଂ. ୧/୨୦) ରୁଜୁ ହୋଇ ତଦନ୍ତ ଜାରି ରହିଥିଲା। ଫାଣ୍ଡି ଅଧିକାରୀ ଏଏସ୍‌ଆଇ ଉମାକାନ୍ତ ଧଳ ସଦଳବଳେ ଅଭିଯୁକ୍ତଙ୍କ ଘରେ ଚଢ଼ାଉ କରି ନାବାଳିକାଙ୍କୁ ଉଦ୍ଧାର କରିବା ସହ ଦୀପକ ମାଝୀଙ୍କୁ ଗିରଫ କରିବାରେ ସମର୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନେ ଛାଡ଼ି ଦେଇଥିଲେ ୧୦୭ କୋଟି ଟଙ୍କାର ଅଫର୍, ଆଜି ଖାନ ସାରଙ୍କ କୋଚିଂ ଫିସ୍‌, ମାସକୁ କେତେ ଲକ୍ଷ ଟଙ୍କା ରୋଜଗାର ଜାଣନ୍ତୁ…

ନୂଆଦିଲ୍ଲୀ,୩।୬: ପ୍ରସିଦ୍ଧ ଶିକ୍ଷକ ତଥା ୟୁଟ୍ୟୁବର୍‌ ଖାନ ସାର୍‌ (Khan Sir) ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ବିହାରର ରାଜଧାନୀ ପାଟନାରେ ଥିବା ତାଙ୍କ କୋଚିଂ ପ୍ରତିଷ୍ଠାନ…

କୃତୀ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା: ଭବିଷ୍ୟତରେ ନିଷ୍ଠାର ସହ ଆଗକୁ ବଢ଼ିବାକୁ ପରାମର୍ଶ

କୋରାପୁଟ,୩ା୬(ଅମିତାଭ ବେହେରା): କୋରାପୁଟ ଜିଲାର ନାରାୟଣପାଟଣା ବ୍ଲକ ପକ୍ଷରୁ ବୁଧବାର କୃତୀ ଛାତ୍ରୀଛାତ୍ରଙ୍କୁ ଉପଢୌକନ, ପ୍ରମାଣପତ୍ର ଓ ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଛି। ନାରାୟଣପାଟଣା ବ୍ଲକ…

IND vs AFG: ଆଫଗାନିସ୍ତାନ ବିପକ୍ଷ ମ୍ୟାଚରେ ଖେଳିବେନି ମହମ୍ମଦ ସିରାଜ! ସାମ୍ନାକୁ ଆସିଲା ବଡ଼ କାରଣ

ନୂଆଦିଲ୍ଲୀ,୩।୬: ଆଫଗାନିସ୍ତାନ ବିପକ୍ଷ ଟେଷ୍ଟ ମ୍ୟାଚ୍‌ରେ ଡାହାଣହାତୀ ଦ୍ରୁତ ବୋଲର ମହମ୍ମଦ ସିରାଜ ଖେଳିବା ସମ୍ଭାବନା ବହୁତ କମ୍ ରହିଛି । ଏହି ଟେଷ୍ଟ ମ୍ୟାଚ୍ ଜୁନ୍…

ସରକାରୀ କର୍ମଚାରୀଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ! ଲଞ୍ଚ ପାଇଁ ଘରକୁ ଯିବା ମନା, ୬ ମାସ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୩।୬: ଇନ୍ଧନ, ବିଜୁଳି ଏବଂ ଅତ୍ୟାବଶ୍ୟକ ସମ୍ପଦର ସୀମିତ ତଥା ମିତବ୍ୟୟୀ ବ୍ୟବହାର ସୁନିଶ୍ଚିତ କରିବା ପାଇଁ ରାଜ୍ୟ ସରକାର ସରକାରୀ କର୍ମଚାରୀଙ୍କ ପାଇଁ ନୂଆ ମାର୍ଗଦର୍ଶିକା…

ଚତୁର୍ଥୀ ରାତିରେ ଝୁଲିପଡ଼ିଲେ ସନ୍ତୋଷୀ: ଶାଶୁଘର ଲୋକେ…

କୁଜଙ୍ଗ,୩ା୬(ମନୋଜ ପ୍ରଧାନ):ବାହାଘରର ଚତୁର୍ଥୀ ରାତିରେ ଶୋଇବା ଘରୁ ନବବଧୂଙ୍କ ଝୁଲନ୍ତା ମୃତଦେହ ମିଳିଛି। ଜଗତ୍‌ସିଂହପୁର ଜିଲା କୁଜଙ୍ଗ ଥାନା ଅନ୍ତର୍ଗତ ବଳେଇପୁର ଗ୍ରାମରେ ସୋମବାର ଏହି ଘଟଣା…

ଏଲ୍‌ନିନୋକୁ ନେଇ IMD ଡିଜିଙ୍କ ବଡ଼ ସୂଚନା: ଚଳିତବର୍ଷ ମୌସୁମୀରେ ହେବ…

ଭୁବନେଶ୍ୱର,୩ା୬: ଚଳିତ ବର୍ଷ ମୌସୁମୀରେ ଏଲ୍‌ ନିନୋର ପ୍ରଭାବ ସମ୍ଭାବନା ରହିଛି। ଏହାର ପ୍ରଭାବରେ ଭାରତରେ ମୌସୁମୀ ଜନିତ ବର୍ଷା କମ୍‌ ରହିବ ବୋଲି କହିଛନ୍ତି ଆଇଏମ୍‌ଡି…

ମୁଁ ଅସୁନ୍ଦରୀ…କାହିଁକି ଏମିତି କହିଲେ ଶାହରୁଖଙ୍କ ଝିଅ

ଅଭିନେତା ଶାହରୁଖ ଖାନଙ୍କ ଝିଅ ତଥା ଅଭିନେତ୍ରୀ ସୁହାନା ଖାନ ଏବେ ଚର୍ଚ୍ଚାରେ। ସେ ଖୁବ୍‌ଶୀଘ୍ର ବାପାଙ୍କ ସହ ପରଦାରେ ଧୂମ୍‌ ମଚାଇବାକୁ ଯାଉଛନ୍ତି। ଆଜିକାଲି ସୁହାନା…

ଇନଷ୍ଟାଗ୍ରାମରେ କାହିଁକି କୌଣସି ଝିଅକୁ ଫଲୋ କରନ୍ତିନି ବୈଭବ? ପଛରେ ରହିଛି ସବୁଠୁ ବଡ଼ କାରଣ…

ନୂଆଦିଲ୍ଲୀ, ୩।୬: ୨୦୨୬ ଆଇପିଏଲରେ ବିସ୍ଫୋରକ ବ୍ୟାଟିଂ କରି ଖବର ଶିରୋନାମାରେ ସ୍ଥାନ ପାଇଥିବା ରାଜସ୍ଥାନ ରୟାଲ୍ସର ଯୁବ ଷ୍ଟାର ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri