ଅପହୃତା ନାବାଳିକା ଉଦ୍ଧାର, ନାଚ ମାଷ୍ଟର ଗିରଫ

ଭଞ୍ଜନଗର,୬।୧୨(ଡି.ଏନ୍‌.ଏ.)- ବେଲଗୁଣ୍ଠା ଫାଣ୍ଡି ପୋଲିସ ଜଣେ ଅପହୃତା ନାବାଳିକାଙ୍କୁ ଶୁକ୍ରବାର ଉଦ୍ଧାର କରିବା ସହ ଅପହରଣ କରିଥିବା ନାଚ ମାଷ୍ଟରଙ୍କୁ ଗିରଫ କରିଛି। ନଂ୪୪୪।୧୯ରେ ମାମଲା ରୁଜୁ କରି ଅଧିକ ତଦନ୍ତ ଚଳାଇଛି। ପ୍ରକାଶ ଯେ, ବେଲଗୁଣ୍ଠା ଫାଣ୍ଡି ଅଞ୍ଚଳରୁ ଜଣେ ୧୨ ବର୍ଷର ନାବାଳିକାଙ୍କ ଘରକୁ ବୁଗୁଡ଼ା ଥାନା ଅଞ୍ଚଳର ଜଣେ ଶିକ୍ଷକ (୫୨ବର୍ଷ) କୁଣିଆ ଆସିଥିଲେ। ଏହାପରେ ନାବାଳିକାକୁ ବିଭିନ୍ନ ପ୍ରଲୋଭନ ଦେଖାଇ ଗତ ୪ ତାରିଖ ଦିନ ନାଚ ଶିକ୍ଷକ ନେଇଯାଇଥିଲେ। ଏନେଇ ନାବାଳିକାଙ୍କ ପରିବାର ପକ୍ଷରୁ ଫାଣ୍ଡିରେ ଅଭିଯୋଗ ହୋଇଥିଲା। ଶୁକ୍ରବାର ପୋଲିସ ଫିରିଙ୍ଗିଆ ଅଞ୍ଚଳରୁ ଅଭିଯୁକ୍ତ ନାଚ ଶିକ୍ଷକଙ୍କୁ ଗିରଫ କରିବା ସହ ନାବାଳିକାଙ୍କୁ ଉଦ୍ଧାର କରିଛି। କେଉଁ ଉଦ୍ଦେଶ୍ୟରେ ସେ ନାବାଳିକାଙ୍କୁ ନେଇଥିଲେ ତାର ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଞ୍ଜିନିୟର ହେବା ଲକ୍ଷ୍ୟରେ ଶୁଭମ୍‌-କାର୍ତ୍ତିକେୟ, ଯୁକ୍ତ୨ ବିଜ୍ଞାନରେ ରଖିଛନ୍ତି…

ପୁରୁଷୋତ୍ତମପୁର,୨୧ା୫(ସବିତା ମିଶ୍ର): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତଦୁଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ଛାତ୍ର…

ଯୁକ୍ତ ୨ ବିଜ୍ଞାନରେ ବିଘ୍ନେଶ ଚୌଧୁରୀ ଛତ୍ରପୁର ବ୍ଲକ ଟପ୍ପର, ମିଷ୍ଟାନ ବାଣ୍ଟି ଖୁସି ଜାହିର କଲେ ବିଦ୍ୟାର୍ଥୀ

ଛତ୍ରପୁର, ୨୧।୫(ଦିଲ୍ଲୀପ ସାମଲ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ( ସିଏଚଏସଇ ) ଦ୍ୱାରା +୨ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି l ଏହି ପରିପ୍ରେକ୍ଷୀରେ ଗଞ୍ଜାମ…

ମୁଖ୍ୟଅତିଥି ଭାବେ ଯୋଗ ଦେଇ ରାଜୀବ ଗାନ୍ଧୀଙ୍କ ତିରୋଧାନ ଦିବସ ପାଳିଲେ ପ୍ରଫୁଲ୍ଲ ପଣ୍ଡା, କହିଲେ ଭାରତକୁ ସମଗ୍ର ବିଶ୍ୱରେ…

ଦିଗପହଣ୍ଡି, ୨୧।୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ଗୁରୁବାର ସ୍ବର୍ଗତ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ତିରୋଧାନ ଦିବସ ପାଳନ କରାଯାଇଥିଲା। ପୁଞ୍ଜିକଂୟା ଛକ…

ତାରାତାରିଣୀ କଲେଜର ସଫଳତା: ଯୁକ୍ତଦୁଇ ବିଜ୍ଞାନରେ ଆଗରେ ପୁଅ, କଳାରେ ଝିଅ

ପୁରୁଷୋତ୍ତମପୁର,୨୧ା୫(ସବିତା ମିଶ୍ର): ଚଳିତବର୍ଷ ଯୁକ୍ତଦୁଇ ଓ ଯୁକ୍ତତିନି ପରୀକ୍ଷାରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜକୁ ବଡ଼ ସଫଳତା ମିଳିଛି। ଅଧ୍ୟକ୍ଷ ଡଃ ପ୍ରଦୀପ କୁମାର ସାହୁ…

ବୈଶିଙ୍ଗାରେ ଛାତିଥରା ହତ୍ୟାକାଣ୍ଡ, ଶୋଇଥିବା ବେଳେ ମହିଳାଙ୍କ ତଣ୍ଟି ଚିପି ହତ୍ୟା

ବୈଶିଙ୍ଗା,୨୧।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଗଣେଶ୍ବରପୁର ଗ୍ରାମରେ ଏକ ଛାତିଥରା ହତ୍ୟାକାଣ୍ଡ ହୋଇଛି । ବୁଧବାର ରାତିରେ ଜନୈକା ୫୦ ବର୍ଷିୟା ମହିଳାଙ୍କୁ…

୩ ବର୍ଷ ପରେ ଧାନ ଖଳା ନିର୍ମାଣ ଶେଷ: ବିଡିଓଙ୍କୁ ଧନ୍ୟବାଦ ଜଣାଇଲେ ଚାଷୀବୃନ୍ଦ

କେସିଙ୍ଗା,୨୧।୫(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଶିରୋଲ ଗ୍ରାମ ପଞ୍ଚାୟତରେ ଚାଷୀଙ୍କ ସୁବିଧା ପାଇ ଗତ ୨୩-୨୪ ଆର୍ଥିକ ବର୍ଷରେ ଖଳା ନିର୍ମାଣ ପାଇଁ…

ମେଲୋଡି ଦେଖିବାକୁ ଯାଇଥିଲେ ଦିନେଶ, ହଠାତ୍‌ ହେଲା ମରଣାନ୍ତକ ଆକ୍ରମଣ: ଆଉ ତା’ପରେ…

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଲାଲ ବାହାଦୁର ଶାସ୍ତ୍ରୀ ଖେଳ ପଡିଆଠାରେ ବୁଧବାର ରାତିରେ ଭବାନୀପାଟଣା ସଦର ବିଧାୟକଙ୍କ ଦ୍ୱାରା ଖେଳ ମେଳା କାର୍ଯ୍ୟକ୍ରମ ଆୟୋଜିତ…

ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ସହକାରୀ ଯନ୍ତ୍ରୀ, ୭ଟି ସ୍ଥାନରେ ଏକକାଳୀନ ରେଡ୍‌

ଗୁଣପୁର,୨୧।୫(ସୁଜାତା ପାଢ଼ୀ) : ଭିଜିଲାନ୍ସ ଜାଲରେ ରାୟଗଡ଼ା କୋଲନରା ବ୍ଲକ୍‌ ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ସହକାରୀ ଯନ୍ତ୍ରୀ ମଳୟ କୁମାର ନାୟକ । ଆୟ ବହିର୍ଭୂତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri