ବଡ଼ସାହି,୯ା୧୨(ସ୍ବ.ପ୍ର)-ବଡ଼ସାହି ଥାନା ଅଞ୍ଚଳରୁ ନଭେମ୍ବର ୨୪ତାରିଖରେ ଅପହୃତା ଜଣେ ନାବାଳିକାଙ୍କୁ ପୋଲିସ ଉଦ୍ଧାର କରିବା ସହ ଅପହରଣକାରୀ ଯୁବକଙ୍କୁ କାବୁ କରିଛି। ଅଷ୍ଟମ ଶ୍ରେଣୀରେ ପଢୁଥିବା ଉକ୍ତ ନାବାଳିକାଙ୍କ ସନ୍ଧାନ ଲାଗି ତାଙ୍କ ପିତାମାତା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା ରୁଜୁ କରି ଚୁପ ବସିପଡ଼ିବାରୁ ନାବାଳିକାଙ୍କ ପରିବାର ଲୋକେ ଏସ୍ପିଙ୍କୁ ଭେଟି ନ୍ୟାୟ ପାଇଁ ନିବେଦନ କରିଥିଲେ। ଏସ୍ପିଙ୍କ ନିର୍ଦ୍ଦେଶରେ ପୋଲିସ ମୋବାଇଲ ଟ୍ରାକିଂ କରି ଅଭିଯୁକ୍ତ ତାମିଲନାଡୁର ଏକ ସହରରେ ଆତ୍ମଗୋପନ କରିଥିବା ଜାଣିବାକୁ ପାଇଥିଲେ। ପରେ ପୋଲିସ ଟିମ ସେଠାକୁ ଯାଇ ଅଭିଯୁକ୍ତଙ୍କୁ କାବୁ କରିବା ସହ ନାବାଳିକାଙ୍କୁ ଉଦ୍ଧାର କରିବାରେ ସକ୍ଷମ ହୋଇଛି।

୬ରେ କଳା ଦିବସ ପାଳିବ କୁଡୁମୀ ସେନା
ବାରିପଦା ଅଫିସ,୨ା୯- ୧୯୫୦ ସେପ୍ଟେମ୍ବର ୬ ତାରିଖରେ କେନ୍ଦ୍ର ସରକାରଙ୍କ ପକ୍ଷରୁ କୁଡୁମୀ ଜାତିକୁ ଜନଜାତି ତାଲିକାରୁ ବାଦ ଦିଆଯାଇଥିଲା ା ଏହାର ପ୍ରତିବାଦରେ ବିଗତ...

ପୋଷ୍ଟ ପିଅନଙ୍କୁ କରୋନା
ଚିତ୍ରଡ଼ା,୨୨ା୭(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଞ୍ଚଳର ଜଣେ ପୋଷ୍ଟ ପିଅନ କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସ୍ଥାନୀୟ ଅଞ୍ଚଳବାସୀ ଭୟଭୀତ ହୋଇ ପଡ଼ିଛନ୍ତି।...

ଚୋରା କାଠ ଜବତ, ୫ ଗିରଫ
ଠାକୁରମୁଣ୍ଡା,୧୧ା୧୧(ଡି.ଏନ୍.ଏ.)- ଠାକୁରମୁଣ୍ଡା ବନ ବିଭାଗ ଶନିବାର ବିଳମ୍ବିତ ରାତିରେ ଭଦ୍ରକ ଅଞ୍ଚଳକୁ ଯାଉଥିବା ଏକ ଚୋରା କାଠ ବୋଝେଇ ପିକ୍ଅପ୍ ଭ୍ୟାନ୍ ସହିତ ଏକ ବାଇକ୍କୁ...

ମୁଣ୍ଡାରୀ ସମ୍ପ୍ରଦାୟର ବୁରୁବଙ୍ଗା ମହୋତ୍ସବ
ବଡ଼ସାହି,୨୦ା୧(ସ୍ବ.ପ୍ର)-ବଡସାହି ପଞ୍ଚାୟତ କେନ୍ଦୁଆସାହି ବିର୍ସା ମଇଦାନରେ ବୁରୁବଙ୍ଗା ସାସାଂକିର୍ କମିଟି ଓ ବୁରୁବଙ୍ଗା ଯୁବକ ସଂଘ ଆନୁକୂଲ୍ୟରେ ମୁଣ୍ଡାରୀ ସମ୍ପ୍ରଦାୟ ତରଫରୁ ୬ଷ୍ଠ ବାର୍ଷିକ ‘ବୁରୁବଙ୍ଗା...

ନିଜାମୁଦ୍ଦିନ ଫେରନ୍ତାଙ୍କ ଉପରେ ନଜର
ବାରିପଦା ଅଫିସ,୪।୪: ନିଜାମୁଦ୍ଦିନରୁ ଫେରିଥିବା ମୟୂରଭଞ୍ଜ ଜିଲା ବାରିପଦା ଅଞ୍ଚଳର ୫ ପରିବାରର ରକ୍ତ ନମୂନା ପରୀକ୍ଷା ପାଇଁ ପଠା ଯାଇଛି। ଜିଲା ପ୍ରଶାସନ ପକ୍ଷରୁ...

୩ୟ ସ୍ତ୍ରୀଙ୍କୁ ମାରି ଥାନାରେ ଅଭିଯୁକ୍ତ
ବିଶୋଇ,୧୩ା୨(ଡ଼ି.ଏନ୍.ଏ.)- ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଧୀନ ଖଡ଼ମବେଡା ପଞ୍ଚାୟତର ବାଢୁଣିଆ ଗ୍ରାମ କଲୋନୀ ସାହିରେ ତୃତୀୟ ସ୍ତ୍ରୀଙ୍କୁ ହତ୍ୟା କରି ଜଣେ ବ୍ୟକ୍ତି ଥାନାରେ...

ଜିଲାପାଳଙ୍କୁ ଭେଟିଲା ପୌରାଞ୍ଚଳ ପଟ୍ଟାବିହୀନ ବାସିନ୍ଦା ସଂଘ
ବାରିପଦା ଅଫିସ,୩ା୧୨- ମୟୂରଭଞ୍ଜ ଜିଲା ବାରିପଦା ପୌରାଞ୍ଚଳ ପଟ୍ଟାବିହୀନ ବାସିନ୍ଦା ସଂଘର ଏକ ପ୍ରତିନିଧି ଦଳ ସୋମବାର ଜିଲାପାଳ ବିନୀତ ଭରଦ୍ୱାଜଙ୍କୁ ସାକ୍ଷାତ କରି ସଂଘର...

ଅଜଣା ଗାଡ଼ି ଧକ୍କାରେ ଦୁଇ ସାଙ୍ଗଙ୍କ ଜୀବନ ଗଲା
ବାରିପଦା ଅଫିସ,୯।୧୨: ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଧୀନ ଜ୍ୟୋତିପୁର ନିକଟରେ ସୋମବାର ଭୋର୍ରେ ଏକ ଅଜଣା ଗାଡି ଧକ୍କାରେ ଦୁଇ ଯୁବକଙ୍କ ମୃତ୍ୟୁ...