ଅଫିସର

ଏକ ରାଜ୍ୟରେ ପାଞ୍ଚଜଣ ଅଫିସରଙ୍କ ଭିତରେ ଥାଏ ଅତୁଟ ବନ୍ଧୁତା। ସତେଯେମିତି ସେମାନେ ଗୋଟିଏ ରଜ୍ଜୁରେ ବନ୍ଧା। କାହାର ଅସୁବିଧା ପଡ଼ିଲେ ଏକାଠି ହୋଇ ସାହାଯ୍ୟର ହାତ ବଢ଼ାଇ ଦିଅନ୍ତି। ହେଲେ ହଠାତ୍‌ ସେମାନଙ୍କ ମଧ୍ୟରୁ ଦୁଇଜଣଙ୍କ ଜୀବନ ଆକାଶରେ କଳା ବାଦଲ ମାଡ଼ିଆସେ। ସେତେବେଳେ ସେମାନଙ୍କ ବନ୍ଧୁତା ଏହାଦ୍ୱାରା ପ୍ରଭାବିତ ହୁଏ କି ? ଏହା ପରେ ରାଜ୍ୟ ଚଳାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରୁଥିବା ଏହି ପାଞ୍ଚଜଣ ଅଫିସର ନିଜ ଦାୟିତ୍ୱକୁ ଠିକ୍‌ ଭାବରେ ତୁଲାଇ ପାରନ୍ତି ତ? ଏସବୁ ପ୍ରଶ୍ନର ଉତ୍ତରକୁ ଆଧାର କରି ପ୍ରସ୍ତୁତ ହୋଇଛି ଏକ ଭିନ୍ନ ଧରଣର କାହାଣୀ, ଯାହାକୁ ନେଇ ନିର୍ମିତ ହେବାକୁ ଯାଉଛି ନୂଆ ଓଡ଼ିଆ ସିନେମା ‘ଅଫିସର’। ଅନୀତା ଏଣ୍ଟରଟେନ୍‌ମେଣ୍ଟ ବ୍ୟାନରରେ ଚିତ୍ରଟିର ପ୍ରଯୋଜନା କରିଛନ୍ତି ପ୍ରଭାକର ମହାନ୍ତି। ଡ. ନିର୍ମଳ ନାୟକ ସଂଳାପ ରଚନା କରିଥିବା ବେଳେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ଯଜ୍ଞ ଦାଶ। ଫିଲ୍ମର ମେଲ୍‌ ଲିଡ୍‌ରେ ନବୀନ, ରୁଦ୍ର ପାଣିଗ୍ରାହୀ, ଦୁଷ୍ମନ୍ତ, ଜଗା, ପ୍ରିନ୍ସ, ରାମ, ନାଗଜ ନିରଞ୍ଜନ, ଜିନା, ସୁନୟନା, ସୋନୁ, ଦେବୀ ବାରିକ, ଦେବୁ ବ୍ରହ୍ମା, ଥିନ୍‌, ପ୍ରିୟ ମିଶ୍ର, ପ୍ରିୟଙ୍କା, ରତନ ମେହେର, ମିଟୁ ମିଥୁନ୍‌ ପ୍ରମୁଖ କଳାକାର ଅଭିନୟ କରିବେ। ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେବେ ନାରାୟଣ ଘଡ଼େଇ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri