Posted inଜାତୀୟ

ଅଫିସରଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ଯୋଗୀ ସରକାର

ଲକ୍ଷ୍ନୌ,୭।୧୧: ଆକ୍ସନ ମୁଡ୍‌ରେ ଯୋଗୀ ସରକାର। ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୁରୁବାର ୭ଜଣ ପିପିଏସ୍‌ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଭ୍ରଷ୍ଟାଚାର କାରଣରୁ ଅଧିକାରୀଙ୍କୁ ଅବସର ଦିଆଯାଇଥିବା ଜଣାପଡ଼ିଛି। ତେବେ ସମସ୍ତ ଅଧିକାରୀ ଡେପୁଟି ଏସ୍‌ପି ଓ ସିଇଓ ପଦବୀରେ ରହିଥିଲେ। ଏଥିସହ କିଛି ଅଧିକାରୀଙ୍କୁ ଯୋଗୀ ନିଲମ୍ବନ ମଧ୍ୟ କରିଛନ୍ତି। ସୂଚନାଯୋଗ୍ୟ, ଗତ ୨ ବର୍ଷ ମଧ୍ୟରେ ଯୋଗୀ ସରକାର ବିଭିନ୍ନ ବିଭାଗରୁ ୨୦୦ରୁ ଊର୍ଦ୍ଧ୍ୱ ଅଧିକାରୀ ଓ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେଲେ ହାର୍ଦ୍ଦିକ ପଟେଲ

ଅହମଦାବାଦ,୨।୬: ଗୁଜରାଟର ପଟିଦାର ନେତା ହାର୍ଦ୍ଦିକ ପଟେଲ ଗୁରୁବାର ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି। ସେ ଅହମଦାବାଦରେ ଥିବା ଭାଜପା ମୁଖ୍ୟାଳୟରେ ରାଜ୍ୟର ଭାଜପା...

ଜଗନ ମୋହନଙ୍କ ଜେରୁଜେଲମ ଗସ୍ତ: ସୁରକ୍ଷାରେ ଖର୍ଚ୍ଚ ହେବ ୨୨.୫ ଲକ୍ଷ ଟଙ୍କା

ହାଇଦ୍ରାବାଦ,୨।୮: ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ଗତ ଗୁରୁବାର ଜେରୁଜେଲମ ଗସ୍ତ କରିଛନ୍ତି। ସେଠାରେ ତାଙ୍କ ସୁରକ୍ଷା ପାଇଁ ସୁରକ୍ଷାକର୍ମୀଙ୍କୁ ୨୨,୫୨,୫୦୦ ଟଙ୍କା...

ଦୃଢ଼ ଇଛା ଶକ୍ତି ଯୋଗୁ ସଫଳ ହେଲେ ଗୁଡ୍ଡି

ଲକ୍ଷ୍ନୌ,୧୯।୫: ଉତ୍ତରପ୍ରଦେଶ ଗାଜିଆବାଦ୍‌ ପ୍ରତାପ ବିହାରର ଅମୃତା ଆନନ୍ଦମୟୀ କୁଟିରମ୍‌ରେ ବାସ କରୁଥିବା ଗୁଡ୍ଡିଙ୍କ ଇଛା ଶକ୍ତି ଆଗରେ ସାମାଜିକ ବାଧା ହାର୍‌ ମାନିଛି। ୨୦୧୪ରେ...

ଟ୍ରମ୍ପ ଯାହା କହୁଛନ୍ତି ତାହା ସେ ବୁଝି ନାହାଁନ୍ତି: ଥରୁର

ନୂଆଦିଲ୍ଲୀ,୨୩।୭: କାଶ୍ମୀର ପ୍ରସଙ୍ଗକୁ ନେଇ ଭାରତ ପାକିସ୍ତାନ ମଧ୍ୟରେ ମଧ୍ୟସ୍ଥତା କରିବାକୁ ଟ୍ରମ୍ପ ଯାହା କହିଛନ୍ତି ତାହାର ଜବାବ ରଖିଛନ୍ତି କଂଗ୍ରେସ ନେତା ଶଶି ଥରୁର।...

ଚାଷଜମିରେ ୧୧ ପାକିସ୍ତାନୀ ଶରଣାର୍ଥୀଙ୍କ ମୃତଦେହ: ହତ୍ୟା ସନ୍ଦେହ

ଯୋଧପୁର, ୯।୮: ରାଜସ୍ଥାନର ଯୋଧପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ଥାନୀୟ ଦେଚୁ ଅଞ୍ଚଳର ଲୋଡ଼ତା ଗାଁର ଏକ ଚାଷ ଜମିରୁ ୧୧ ଜଣ ପାକିସ୍ତାନୀ...

୧୧ ହଜାର ଲୋକଙ୍କ ପାଇଁ ଜଣେ ଡାକ୍ତର

ନୂଆଦିଲ୍ଲୀ,୨୪ା୩: ଭାରତରେ କରୋନା(କୋଭିଡ୍‌-୧୯) ସଂକ୍ରମଣ ସମ୍ପ୍ରତି ବଢ଼ିବାରେ ଲାଗିଛି। ଏଭଳି ସ୍ଥଳେ ଏକ ବିରାଟ ପ୍ରଶ୍ନ ଉଠିଛି ଯେ, ଭାରତର ସ୍ବାସ୍ଥ୍ୟସେବା କ୍ଷେତ୍ର କରୋନାକୁ ମୁକାବିଲା...

ପୁଲଓ୍ବାମାରେ ଏନ୍‌କାଉଣ୍ଟର, ୨ ଆତଙ୍କବାଦୀ ମୃତ…

ଶ୍ରୀନଗର, ୩୦।୫ : ଜମ୍ମୁ-କଶ୍ମୀରରେ ଅପରେଶନ୍‌ ଅଲ୍‌ ଆଉଟ୍‌ ଅଭିଯାନରେ ମିଳିତସୁରକ୍ଷାର୍କମୀଙ୍କୁ ବଡ଼ ଧରଣର ସଫଳତା ମିଳିଛି। ପୁଲଓ୍ବାମାର ଗୁନ୍ଦିପୋରାରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌ କାଉଣ୍ଟରରେ...

ରାଣା ଦମ୍ପତିଙ୍କ ଜାମିନ ଆବେଦନ ଶୁଣାଣି ଏପ୍ରିଲ୍‌ ୩୦ ପର୍ଯ୍ୟନ୍ତ ଘୁଞ୍ଚିଲା

ମୁମ୍ବାଇ,୨୯।୪:ଶିବସେନା ମୁଖ୍ୟ ତଥା ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ବ୍ୟକ୍ତିଗତ ବାସଭବନ ‘ମାତୋଶ୍ରୀ’ ବାହାରେ ହନୁମାନ ଚାଳିଶା ପାଠ ଅଭିଯୋଗରେ ଗିରଫ ହୋଇଥିବା ଅମରାବତୀ ଏମ୍‌ପି...

Advertisement
Archives

Model This Week