Posted inଜାତୀୟ

ଅଫିସରେ ପାଣି ନ ଥିବାରୁ ଘରେ ବସି କାମ କରିବାକୁ କହିଲା ଆଇଟି କମ୍ପାନୀ

ଚେନ୍ନାଇ,୧୩।୬: ଚଳିତ ବର୍ଷ ପାରଦ ୪୮ ଡିଗ୍ରୀ ଟପିଥିବା ବେଳେ ଦେଶରେ ଅନେକ ସ୍ଥାନରେ ଜଳ ସଙ୍କଟ ଦେଖା ଦେଇଛି। ଏପରି ସ୍ଥଳେ ଚେନ୍ନାଇର ଓଲ୍ଡ ମହାବଳିପୁରମ ରୋଡରେ ଥିବାର କିଛି ଆଇଟି କମ୍ପାନୀ ସେମାନଙ୍କ କର୍ମଚାରୀଙ୍କୁ ଘରେ ରହି କାମ କରିବାକୁ ପରାମର୍ଶ ଦେଇଛନ୍ତି। ବିଗତ ପାୟ ୨ଶହ ଦିନ ହେବ ଏଠାରେ ଉତ୍କଟ ଜଳ ସମସ୍ୟା ଦେଖାଦେଇଛି। ଆଗାମୀ ଦିନରେ ମଧ୍ୟ ଏହାର କୌଣସି ସମାଧାନ ନଜର ନ ଆସିବାରୁ ଆଇଟି କମ୍ପାନୀ ଗୁଡିକ ସେମାନଙ୍କ କର୍ମଚାରୀଙ୍କୁ ଯେଉଁଠି ସୁବିଧା ହେଉଛି ସେଠାରେ ରହି କାମ କରିବାକୁ କହିଛନ୍ତି। ସୂଚନାଯୋଗ୍ୟ, ପାଖାପାଖି ୧୨ଟି କମ୍ପାନୀର ୫ହଜାର କର୍ମଚାରୀଙ୍କୁ ଜଳ ସଙ୍କଟ ଯୋଗୁ ଘରେ ରହି କାମ କରିବାକୁ ଅନୁମତି ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତି ହେବା ଲାଗି ଆବେଦନ

ନୂଆଦିଲ୍ଲୀ,୨୨ା୧୦: ଭାରତର ରାଷ୍ଟ୍ରପତି ନିଯୁକ୍ତ ହେବା ଲାଗି କିଶୋର ଜଗନ୍ନାଥ ସାଓ୍ବନ୍ତ ନାମକ ବ୍ୟକ୍ତିଙ୍କ ପିଟିଶନକୁ ସୁପ୍ରିମକୋର୍ଟ ଶୁକ୍ରବାର ଖାରଜ କରିଦେଇଛନ୍ତି। ଭବିଷ୍ୟତରେ ତାଙ୍କର ଏଭଳି...

ମୋଦି ସରକାରଙ୍କ ୧୦୦ ଦିନ: ନଜରରେ ଥିଲା କଶ୍ମୀର

ନୂଆଦିଲ୍ଲୀ,୯।୯(ଆଇଏଏନ୍‌ଏସ୍‌): କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ସରକାରଙ୍କ ଦ୍ୱିତୀୟ ପାଳିକୁ ୧୦୦ ଦିନ ପୂରିଛି। ଏହାକୁ ନେଇ ଭାଜପା...

ତୃତୀୟ ଦିନରେ ଡାକ୍ତରଙ୍କ ଆନ୍ଦୋଳନ

ନୂଆଦିଲ୍ଲୀ୨।୮: ଦିଲ୍ଲୀରେ ନ୍ୟାଶନାଲ ମେଡିକାଲ କମିଶନ ବିଲ୍‌(ଏନ୍‌ଏମ୍‌ସି) ବିରୋଧରେ ଡାକ୍ତରଙ୍କ ବିରୋଧ ଜାରି ରହିଛି। ଦିଲ୍ଲୀ ଏମ୍ସ ଡାକ୍ତରଙ୍କ ଆନ୍ଦୋଳନ ଶୁକ୍ରବାରକୁ ତୃତୀୟ ଦିନରେ ପହଞ୍ଚିଛି।...

୫ ବର୍ଷରେ ମୋଦିଙ୍କ ବିଦେଶ ଯାତ୍ରାରେ ୪୪୬ କୋଟି ୫୨ ଲକ୍ଷ ଖର୍ଚ୍ଚ

ନୂଆଦିଲ୍ଲୀ,୫।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଦେଶ ଯାତ୍ରାରେ ଗତ ୫ ବର୍ଷ ମଧ୍ୟରେ ୪୪୬ କୋଟି ୫୨ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି। ଲୋକ ସଭାରେ...

ପୁଲୱାମା ଏନକାଉଣ୍ଟରରେ ସୁରକ୍ଷାକର୍ମୀଙ୍କୁ ସଫଳତା, ଆଉ ଜଣେ ଆତଙ୍କବାଦୀ ମୃତ ୨ ଏକେ ୪୭ ଜବତ

ପୁଲୱାମା,୨୮ ।୪: ଜମ୍ମୁ-କଶ୍ମୀର ପୁଲୱାମାର ମିତ୍ରିଗାମ ଅଞ୍ଚଳରେ ବୁଧବାର ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ମୁହାଁମୁହିଁ ହୋଇଥିଲା । ଏଥିରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା...

ପେଟିଏମ୍‌ ସିଇଓ ଗିରଫ, ପରେ ଜାମିନ୍‌ …

ନୂଆଦିଲ୍ଲୀ, ୧୩।୩ : ପେଟିଏମ୍‌ ସିଇଓଙ୍କୁ ଗିରଫ କରାଯାଇଛି। ଏହାର କିଛି ସମୟ ପରେ ତାଙ୍କୁ ଜାମିନ୍‌ ମଧ୍ୟ ମିଳିଛି। ଦିଲ୍ଲୀର ମାଲବ୍ୟ ନଗର ଅଞ୍ଚଳର...

ବାର୍ଡ ଫ୍ଲୁ ଆତଙ୍କ: କେରଳରେ ବିପର୍ଯ୍ୟୟ ଘୋଷଣା, ଚିକେନ୍‌-ଅଣ୍ଡା ଦୋକାନ ବନ୍ଦ କରିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୫।୧: ମହାମାରୀ କରୋନା ପରେ ଏବେ ଦେଶରେ ନୂଆ ସଙ୍କଟ ଦେଖାଦେଇଛି। ଦେଶର ଅନେକ ରାଜ୍ୟରେ ବାର୍ଡ ଫ୍ଲୁ ଆତଙ୍କ ସୃଷ୍ଟି ହୋଇଛି। ରାଜସ୍ଥାନ, ମଧ୍ୟପ୍ରଦେଶ...

ଅମିତ ଶାହାଙ୍କ ଚ୍ୟାଲେଞ୍ଜ୍‌ ସ୍ବୀକାର କଲେ ଅଖିଳେଶ

ଲକ୍ଷ୍ନୌ,୩୦।୧: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଦଳୀୟ ନେତାଙ୍କ ମଧ୍ୟରେ ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ସମାଜବାଦୀ ପାର୍ଟିର ମୁଖ୍ୟ ଅଖିଳେଶ ଯାଦବ ରବିବାର ସ୍ବରାଷ୍ଟ୍ର ମନ୍ତ୍ରୀ...

Advertisement
Archives

Model This Week