Posted inଜାତୀୟ

ଅଫେରା ରାଇଜରେ ସାହିତ୍ୟକାର, ଅଭିନେତା ଗିରିଶ କନ୍ନଡ଼

ବେଙ୍ଗାଲୁର୍‌,୧୦।୬: ସାହିତ୍ୟକାର ତଥା ଲୋକପ୍ରିୟ ଅଭିନେତା ଗିରିଶ କନ୍ନଡ଼ଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ହୋଇଥିଲା। ମଲ୍ଟିପୁଲ୍‌ ଅର୍ଗାନ୍‌ ଫେଲ୍ୟୁର ଯୋଗୁ ତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସା ସମୟରେ ତାଙ୍କର ମୃତ୍ୟୁ ଘଟିଛି। ଦୀର୍ଘ ଦିନ ଧରି ସେ ଅସୁସ୍ଥ ଥିଲେ। ୧୯୩୮ ମେ ୧୯ରେ ସେ ମହାରାଷ୍ଟ୍ରର ମାଥେରାନ୍‌ ଠାରେ ଜନ୍ମଗ୍ରହଣ କରିଥିଲେ। ୧୯୭୪ରେ ଗିରିଶଙ୍କୁ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରାଯାଇଥିଲା। ୧୯୯୨ରେ ପଦ୍ମଭୂଷଣ, ୧୯୯୪ରେ ସାହିତ୍ୟ ଏକାଡ଼େମୀ ଏବଂ ୧୯୯୮ରେ ସମ୍ମାନ ଜନକ ଜ୍ଞାନପୀଠ ସମ୍ମାନରେ ସମ୍ମାନୀତ କରାଯାଇଥିଲା। ହିନ୍ଦୀ ଫିଲ୍ମ ଏକ୍‌ ଥା ଟାଇଗର ଏବଂ ଟାଇଗର ଜିନ୍ଦା ହୈ ରେ ତାଙ୍କର ଅଭିନୟକୁ ଦର୍ଶକ ବେଶ୍‌ ପସନ୍ଦ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ତ୍ୱଚା ଦେଶର ଭବିଷ୍ୟତ ଅପେକ୍ଷା ଅଧିକ ଉଜ୍ଜ୍ୱଳ: ଏମିତି କାହିଁକି କହିଲେ ଅଭିଜିତ୍‌ ଦୀପକେ

ନୂଆଦିଲ୍ଲୀ,୩୧।୭: ଲୋକ ସଭା ପରେ, ରାଜ୍ୟ ସଭା ଏବେ ପେପର ଲିକ ବିରୋଧୀ ସଂଶୋଧନ ବିଲ,୨୦୨୬କୁ ମଧ୍ୟ ଅନୁମୋଦନ କରିଛି। ରାଷ୍ଟ୍ରପତିଙ୍କ ସମ୍ମତି ପାଇବା ପରେ ଏହି…

ଅଭିଜିତ ଦୀପକେଙ୍କୁ ଭାଜପାରୁ ମିଳୁଛି ଧମକ, ଦଳରେ ଯୋଗ ନଦେଲେ….

ନୂଆଦିଲ୍ଲୀ,୩୧।୭: ସିଜେପି ନେତା ଅଭିଜିତ୍‌ ଦୀପକେ ଭାଜପା ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି, ଭାଜପାରେ ଯୋଗଦେବା ପାଇଁ…

ପୁଣି ବିଳମ୍ବିତ ରାତିରେ Video ଜାରି କଲେ ମୋଦି, ପେପର୍‌ ଲିକ୍‌ ମାଫିଆ…

ନୂଆଦିଲ୍ଲୀ,୩୧।୭: ସଂସଦରେ ‘ପେପର ଲିକ୍‌ ନିରୋଧୀ ବିଲ୍‌’ ବା ସାଧାରଣ ପରୀକ୍ଷା(ଅସାଧୁ ଉପାୟ ପ୍ରତିରୋଧ)ସଂଶୋଧନ ବିଲ୍‌ ୨୦୨୬ ପାରିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ…

ସରକାରଙ୍କ ଏହି ପଦକ୍ଷେପରେ CJP ଅସନ୍ତୁଷ୍ଟ: ପୁଣି ରାଜରାସ୍ତାକୁ ଓହ୍ଲାଇବାକୁ ଦେଲା ଧମକ

ନୂଆଦିଲ୍ଲୀ,୩୧।୭: କକ୍ରୋଚ ଜନତା ପାର୍ଟି (CJP) ଦିଲ୍ଲୀ ସରକାରଙ୍କ ବିଜ୍ଞପ୍ତିକୁ ସ୍ବାଗତ କରିଛି। ୩୬ ଦିନ ଧରି ଚାଲିଥିବା ଛାତ୍ର ପ୍ରତିବାଦ ସହିତ ପଞ୍ଜିକୃତ FIR ସମ୍ପର୍କରେ…

ଭୋଜଶାଳା ମାମଲା: ଦରଘା ଜମିରେ ନମାଜ ପାଠ ପାଇଁ ସୁପ୍ରିମକୋର୍ଟଙ୍କ ଅନୁମତି

ନୂଆଦିଲ୍ଲୀ, ୩୧।୭: ମଧ୍ୟପ୍ରଦେଶର ଧାର ଜିଲାରେ ଅବସ୍ଥିତ ବିବାଦୀୟ ଭୋଜଶାଳା ପରିସର ସଂଲଗ୍ନ ଦରଘା ପରିସରରେ ମୁସଲମାନ ସମ୍ପ୍ରଦାୟକୁ ଶୁକ୍ରବାର ନାମାଜ ପାଠ କରିବାକୁ ସୁପ୍ରିମକୋର୍ଟ ଅନୁମତି…

E୨୦ ପେଟ୍ରୋଲକୁ ନେଇ ୭ ବଡ଼ ପ୍ରଶ୍ନ, ସଂସଦରେ ତଥ୍ୟ ସହ ଜବାବ ଦେଲେ ସରକାର

ନୂଆଦିଲ୍ଲୀ,୩୧।୭: E୨୦ ପେଟ୍ରୋଲକୁ ନେଇ ସୋସିଆଲ ମିଡିଆ ଓ ବିଭିନ୍ନ ମାଧ୍ୟମରେ ଉଠୁଥିବା ପ୍ରଶ୍ନ ମଧ୍ୟରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ସଂସଦରେ ବିସ୍ତୃତ ସ୍ପଷ୍ଟୀକରଣ…

ରାହୁଲ ଗାନ୍ଧୀଙ୍କ ପରେ ଅମିତ ଶାହାଙ୍କ ଇସ୍ତଫା ଦାବି କଲେ ଅଭିଜିତ ଦୀପକେ, କହିଲେ ବଳ..

ନୂଆଦିଲ୍ଲୀ,୩୧।୭ ଦିଲ୍ଲୀରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପେଲେଟ୍ ଗନ୍ ବ୍ୟବହାରକୁ ନେଇ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ…

ସିଜେପି ଆନ୍ଦୋଳନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ନାହିଁ: ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୩୧।୭: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଗତ ଜୁଲାଇ ୨୦ରେ ଦିଲ୍ଲୀର ଯନ୍ତରମନ୍ତରଠାରୁ ସଂସଦ ଭବନ ଅଭିମୁଖେ ହୋଇଥିବା ରାଲିରେ ଭାଗନେଇଥିବା ସାଧାରଣ ନାଗରିକ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri