ଅବକାରୀ ଚଢ଼ାଉ, ଦୁଇ ଗିରଫ

ବାଲିକୁଦା,୨୬।୨(ସ୍ବ.ପ୍ର.): ବାଲିକୁଦା ଅବକାରୀ ବିଭାଗ ପକ୍ଷରୁ ମଙ୍ଗଳବାର ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ୨୩ ଲିଟର ଦେଶୀ ଓ ବିଦେଶୀ ମଦ ଜବତ କରାଯାଇଛି। ଏଥିସହିତ ଦୁଇ ଚୋରା ମଦ ବ୍ୟବସାୟୀଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି। ଏନେଇ ଦୁଇଟି ମାମଲା ରୁଜୁ କରାଯାଇଛି। ତେନ୍ତୁଲି ବେଲାରି ଗଁାର ମଣ୍ଟୁ ନାୟକ(୩୮)ଙ୍କ ଠାରୁ ୧୦ ଲିଟର ଦେଶୀ ମଦ ଜବତ କରାଯାଇଛି। ସେହିପରି ବ୍ରାହ୍ମଣଡିହି ଗଁାର ବିଶ୍ୱନାଥ କାଣ୍ଡିଙ୍କୁ ମଧ୍ୟ ଗିରଫ କରାଯାଇଥିବା ବେଳେ ତାଙ୍କଠାରୁ ୩ ଲିଟର ବିଦେଶୀ ଓ ୮ ଲିଟର ଦେଶୀ ମଦ ଜବତ କରାଯାଇଛି। ଉଭୟ ଅଭିଯୁକ୍ତ ଅଞ୍ଚଳରେ ବେଆଇନ ମଦ କାରବାର କରି ଆସୁଥିଲେ। ଏସମ୍ପର୍କରେ ବିଭାଗୀୟ ଉଚ୍ଚ ପଦସ୍ଥ ଅଧିକାରୀଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତିକରି ଅବକାରୀ ନିରୀକ୍ଷକ ରତିକାନ୍ତ ପଣ୍ଡାଙ୍କ ନିର୍ଦ୍ଦେଶକ୍ରମେ ଚଢ଼ାଉ କରାଯାଇଥିଲା। ଚଢାଉର ନେତୃତ୍ୱ ଏସଆଇ ନଳିନୀ ଜୟନ୍ତୀ ସ୍ବାଇଁ ନେଇଥିବା ବେଳେ କନଷ୍ଟେବଳ ହିମାଂଶୁ ନାୟକ, ବିଶ୍ୱନାଥ ମୁଣ୍ଡା ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇ କନିଷ୍ଠ କିରାଣି ଗିରଫ

କଟକ ଅଫିସ,୧୩।୩: ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ କଟକ କାଜିବଜାରସ୍ଥିତ ଭକ୍ତମଧୁ ବିଦ୍ୟାପୀଠର କନିଷ୍ଠ କିରାଣି ନାରାୟଣ ସାହୁଙ୍କୁ ଗୁରୁବାର ଭିଜିଲାନ୍ସ ବିଭାଗ ଗିରଫ...

ସୂର୍ଯ୍ୟୋପରାଗ ଲାଗି ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ପ୍ରସ୍ତୁତ ହେଲା ନୀତିକାନ୍ତି

ଆରଡ଼ି,୨୫।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଆରଡ଼ିରେ ଥିବା ପ୍ରସିଦ୍ଧ ଶୈବପୀଠ ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ସୂର୍ଯ୍ୟୋପରାଗ ଲାଗି ବୁଧବାର ସମସ୍ତ ନୀତିକାନ୍ତି ପ୍ରସ୍ତୁତ ହୋଇଛି । ବିରଜା...

ଅନୁଗୋଳ ନାବାଳିକା ବଳାତ୍କାର ଘଟଣା: ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଅନୁଗୋଳ ଅଫିସ, ୨୪।୭-ଅନୁଗୋଳ ବସ୍‌ଷ୍ଟାଣ୍ଡ ନିକଟ ଆହାରକେନ୍ଦ୍ର ପଛପଟେ ଶନିବାର ରାତିରେ ଘଟିଥିବା ନାବାଳିକା ବଳାତ୍କାର ଘଟଣାର ଅଭିଯୁକ୍ତ ଅମଲାପଡ଼ାର ଶିବୁ ପଟ୍ଟନାୟକ(୫୫)ଙ୍କୁ ମଙ୍ଗଳବାର ପୋଲିସ...

ମହାପ୍ରୟାଣ ଗାଡି ମିଳିଲାନି: ଅଟୋରେ ବୁହାହେଲା ମୃତଦେହ

ରାଇକିଆ,୨ା୮(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ରାଇକିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପୁଣି ଅବ୍ୟବସ୍ଥା ଦେଖିବାକୁ ମିଳିଛି। ଶନିବାର ସକାଳେ ଜଣେ ଯୁବକଙ୍କ ମୃତ୍ୟୁପରେ ମହାପ୍ରୟାଣ ଗାଡି ନ ମିଳିବାରୁ ଅଟୋରେ...

ଚିଲିକା ଡଙ୍ଗାବୁଡ଼ି ଘଟଣାରେ ୪ ଗିରଫ

ବାଲୁଗାଁ,୩।୨(ଡି.ଏନ୍‌.ଏ.): ରବିବାର ସନ୍ଧ୍ୟାରେ ଚିଲିକା ଡଙ୍ଗା ବୁଡ଼ି ଘଟଣାରେ ସମ୍ପୃକ୍ତ ଡଙ୍ଗା ମାଲିକଙ୍କ ସମେତ ୪ ଜଣଙ୍କୁ ବାଲୁଗାଁ ଥାନା ପୋଲିସ ଗିରଫ କରିଛି। ଅନ୍ୟପକ୍ଷେ...

ଦାସିଗଁ। ମଣ୍ଡି: କୁଇଣ୍ଟାଲ ପିଛା ୫କି.ଗ୍ରା କଟନି ଅଭିଯୋଗ

ଜୁନାଗଡ଼/ଦାସିଗଁ।,୧।୬(ଡି.ଏନ୍‌.ଏ.) କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଦାସିଗଁ। ମଣ୍ଡି ନାନା ଅବ୍ୟବସ୍ଥା ମଧ୍ୟଦେଇ ଚାଲିଛି। ମଣ୍ଡିରେ ନିଯୁକ୍ତ ସ୍ଥାନୀୟ ମିଲର୍ସ ଏବଂ ଏଜେଣ୍ଟମାନେ ମନଇଚ୍ଛା କାମ...

ହରିଚନ୍ଦନଙ୍କୁ ବାଲେଶ୍ୱରରେ ଭବ୍ୟ ‘ନାଗରିକ ସମ୍ବର୍ଦ୍ଧନା’: ‘ବରପୁତ୍ରଙ୍କୁ ସମ୍ମାନ ଦେବାର ବେଳ ଆସିଛି’

ବାଲେଶ୍ୱର ଅଫିସ, ୧୧।୧-ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଶୁକ୍ରବାର ବାଲେଶ୍ୱର ପ୍ରତିଭା ବିକାଶ ମଞ୍ଚ ତରଫରୁ ଆୟୋଜିତ ସଭାରେ ‘ନାଗରିକ ସମ୍ବର୍ଦ୍ଧନା’ ପ୍ରଦାନ କରାଯାଇଛି। ସ୍ଥାନୀୟ...

ନିଶା ଖୁଆଇ ଯୁବକଙ୍କୁ ଲୁଟ୍‌: ରାସ୍ତାକଡ଼ରେ ଫୋପାଡ଼ି ଚାଲିଗଲେ

ଧର୍ମଶାଳା ୨ା୨(ଡିଏନ୍‌ଏ) ଧର୍ମଶାଳା ଥାନା ସାନ ବାଲିକୁଦା ଗ୍ରାମର କେଦାରନାଥ ଜେନା ଅନୁଗୋଳରୁ ଘରକୁ ଫେରୁଥିବାବେଳେ ତାଙ୍କୁ ବାଟରେ ଲୁଟେରା ଚା’ରେ ନିଶା ଦେଇ ଲୁଟ...

Coronavirus Update


Archives

Model This Week

Why Dharitri