ଅବକାରୀ ଚଢାଉ, ୫ ଗିରଫ

ବଇଣ୍ଡା,୬।୯(ଡି.ଏନ.ଏ.): ଆଠମଲ୍ଲିକ ଅବକାରୀ ବିଭାଗ ପକ୍ଷରୁ ଠାକୁରଗଡ଼ ଓ ଆଠମଲ୍ଲିକ ଥାନା ଅଞ୍ଚଳର ବିଭିନ୍ନ ଗ୍ରାମରେ ଚଢାଉ କରି ୫୨ ଲିଟର ଦେଶୀ ମହୁଲି ମଦ ଜବତ କରିଛି। ଏହି ଘଟଣାରେ ୫ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଠାକୁରଗଡ଼ ଥାନା ଖଇରା ସାହି ଗ୍ରାମର ନିରାକାର ନାହାକ, ଆଠମଲ୍ଲିକ ଥାନା ଢେଲନାଳୀ ଗ୍ରାମର ବେଲାରସେନ ପ୍ରଧାନ, କୁଟେଶ୍ୱର ଗ୍ରାମର ପବିତ୍ର ବେହେରା, ବାଘୁଆକଟା ଗ୍ରାମର ବିଶ୍ୱାମିତ୍ର ନାୟକ, ଡିପିପଦର ଗ୍ରାମର ମୁରାରୀ ସାହୁ। ସେମାନେ ଚୋରାରେ ମଦ ବିକ୍ରି କରୁଥିବା ଖବରପାଇ ଆଠମଲ୍ଲିକ ଅବକାରୀ ବିଭାଗର ଉପନୀରିକ୍ଷକ ପ୍ରଫୁଲ୍ଲ କୁମାର ପତି, ସହକାରୀ ଉପନୀରିକ୍ଷକ ରମାକାନ୍ତ ଚାନ୍ଦ, ହରିହର ପରିଡା, ମନୋଜ ବେହେରା ଚଢାଉ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଲିଥିନମୁକ୍ତ ସହର ଗଠନ ଲକ୍ଷ୍ୟରେ ଏସ୍‌ଏଚ୍‌ଜି ମହିଳା

ଜୟପୁର,୮।୩ (ନି.ପ୍ର):ନିଜେ ସ୍ବାବଲମ୍ବୀ ହୋଇ ଜୟପୁରକୁ ପଲିଥିନ ମୁକ୍ତ ସହର ଗଠନ କରିବା ପାଇଁ ୧୦ ମହିଳା ଅଣ୍ଟା ଭିଡିଛନ୍ତି ା ୨୦୧୭ରେ ଜୟପୁର ସହରର...

ବିଶୋଇ ବ୍ଲକ ଛକରେ ଓଭରବ୍ରିଜ ନିର୍ମାଣ ଦାବି ଜୋର ଧରିଲା : ୨୩ରେ ରାସ୍ତାରୋକୋ ଆନ୍ଦୋଳନ

ବିଶୋଇ,୧୩ା୧୨(ଡି.ଏନ୍‌.ଏ.) – ୪୯ ନଂ ଜାତୀୟ ରାଜପଥର ବିଶୋଇ ବ୍ଲକ ଛକରେ ଓଭରବ୍ରିଜ ନିର୍ମାଣ ଲାଗି ଦାବି ଜୋର ଧରିଛି। ପୂର୍ବରୁ ଏନେଇ ଏନଏଚ କର୍ତ୍ତୃପକ୍ଷଙ୍କୁ...

ମୃତଦେହ ନେଇ ଆମ୍ବୁଲାନ୍ସ ଫେରିବା ବେଳେ ଦୁର୍ଘଟଣା, ଚାଲିଗଲା ୪ ଜୀବନ

ରାୟଗଡା ଅଫିସ,୧୩।୮: ରାୟଗଡ଼ା ଜିଲା ଅମ୍ବାଦଳା ଥାନା ମଞ୍ଜୁରୁକୁପା ନିକଟରେ ଆମ୍ବୁଲାନ୍ସ ଓ ଟ୍ୟାଙ୍କର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିଛି।...

ଫନୀ କ୍ଷୟକ୍ଷତି : ଆମ୍ବ, କାଜୁ ଫସଲ ଧ୍ୱସ୍ତବିଧ୍ୱସ୍ତ , ହଜିଯାଇଛି ନିଲାମଧାରୀଙ୍କ ନିଦ

ଟାଙ୍ଗୀ(ଖୋର୍ଦ୍ଧା),୧୩ା୫(ଡି.ଏନ.ଏ.)-ଫନୀ କାଜୁ ଓ ଆମ୍ବ ଫସଲର ପ୍ରଭୂତ କ୍ଷୟକ୍ଷତି କରିଛି। ଏଥିଯୋଗୁ ବିଶେଷ ଭାବେ କାଜୁ ବଗିଚା ନିଲାମଧାରୀଙ୍କ ନିଦ ହଜିଯାଇଛି। ଏହାର ପ୍ରାଦୁର୍ଭାବରେ ଆମ୍ବ...

କଲେଜ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର

ବ୍ରହ୍ମପୁର ଅଫିସ,୧୨।୪: କଲେଜ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର ଅଭିଯୋଗ ହୋଇଛି ବ୍ରହ୍ମପୁର ଟାଉନ ଥାନାରେ। ପରିବାର ଲୋକଙ୍କ ଅଭିଯୋଗକୁ ଭିତ୍ତି କରି ପୋଲିସ ଜଣେ...

ଅପହୃତା ନାବାଳିକା ଉଦ୍ଧାର: ଅଭିଯୁକ୍ତ ଗିରଫ

ରୂପ୍‌ସା, ୪।୧(ଡି.ଏନ.ଏ.)-ବାଲେଶ୍ୱର ସଦର ଥାନା ପରିକ୍ଷୀ ଫାଣ୍ଡି ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ ଅଭିଯୋଗରେ ଶନିବାର ପୋଲିସ ଚଢ଼ାଉ କରି ଅଭିଯୁକ୍ତ ଦୀପକ ମାଝିଙ୍କୁ ଗିରଫ...

ଅଧାପନ୍ତରିଆ ହୋଇ ପଡ଼ିରହିଛି ପାଇଖାନା, ବିଲ୍‌ କରି ନେଇଛନ୍ତି ସ୍ବେଚ୍ଛାସେବୀ

ନାଉଗାଁ,୧୯।୭(ସ୍ବ.ପ୍ର.): ଜଗତସିଂହପୁର ଜିଲା ନାଉଗାଁ ବ୍ଲକ ଅନ୍ତର୍ଗତ ତିରୁଣା ପଞ୍ଚାୟତର ଦହିପାଳ ହରିଜନ ସାହିରେ ସ୍ବଚ୍ଛ ଭାରତ ଅଭିଯାନରେ ନିର୍ମାଣ କରାଯାଇଛି ପାଇଖାନା। ମାତ୍ର ପାଇଖାନା...

ଖଡ଼ିଆଳରେ କଂଗ୍ରେସ ଆଗୁଆ

ନୂଆପଡ଼ା ଅଫିସ,୨୩।୫: ୬ଷ୍ଠ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଖଡ଼ିଆଳ ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ଅଧିରାଜ ପାଣିଗ୍ରାହୀ ଆଗରେ ରହିଛନ୍ତି। ଅଧିରାଜ ୧୦୨୨୩ ଭୋଟ...

Advertisement


Archives

Model This Week